ବରଗଡ଼/ବରପାଲି୧୨/୦୭(ନବୀନ କୁମାର ଦାଶ): ଗୁରୁ ପୂର୍ଣ୍ଣିମା ଦିନ ନାଟ୍ୟ ମହର୍ଷି ତଥା ବିଶିଷ୍ଟ ଶବ୍ଦନୃତ୍ୟ ଗୁରୁ ଭାଗବାନ ସାହୁଙ୍କ ୯୫ ତମ ଜୟନ୍ତୀ ଉତ୍ସବ ଭଗବାନ ସାହୁ ସ୍ମୃତି କମିଟି ଓ ଶ୍ରୀ ଶ୍ରୀବ୍ରଜେଶ୍ୱରୀ ନୃତ୍ୟ କଳା ପରିଷଦ ତରଫରୁ ବରପାଲି ଗଙ୍ଗାଧର ସ୍ମୃତି ଭବନ ପରିସର ଗଙ୍ଗାଧର କ୍ଲବ ଠାରେ ମହା ସମାରୋହରେ ଡ.ସୁବଳ ଚନ୍ଦ୍ର ମାଝୀ ଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ଏଥିରେ ଅତିଥି ପରିଚୟ ଓ […]

ବରଗଡ଼୧୨/୦୭(ନବୀନ କୁମାର୍ ଦାଶ):ବରଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ନବ କଳେବର ଅଫିସ ଗୃହ ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ଙ୍କ କରକମଳ ରେ ଉଦଘାଟିତ ହୋଇ ଯାଇଛି। ଉଦଘାଟନୀ ଉତ୍ସବରେ ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା କଲ୍ପନା ମାଝୀ, ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହା ସଂଘ ସଭାପତି ପ୍ର: ଟହଲୁ ସାହୁ,ବରଗଡ଼ ସଂଘ ସଭାପତି ପ୍ରମୋଦ ଝାଙ୍କର,ସଂପାଦକ ଗୋବିନ୍ଦ ଦାଶ,ଉପ ସଭାପତି ନିର୍ମଳ କିଶୋର କର ମଞ୍ଚାସୀନ […]

କଟକ(ସଂଜୟ ଶତପଥୀ)୭/୭/୨୫: ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇ ଜୁଲାଇ ୯ ସର୍ବ ଭାରତୀୟ ଧର୍ମ ଘଟ କୁ ସମର୍ଥନ କରିଛି।ଶ୍ରମିକ କୃଷକ ଙ୍କ ଦାବି କୁ ସମର୍ଥନ କରି ଶ୍ରମିକ ବିରୋଧୀ ଶ୍ରମ କୋର୍ଡ ବାତିଲ କରିବା, କୃଷକ ମାନଙ୍କୁ ଉତ୍ପାଦନ ର ସର୍ବ ନିମ୍ନ ସହାୟକ ମୂଲ୍ୟ ସୁନିଶ୍ଚିତ କରିବା, ସର୍ବ ନିମ୍ନ ମାସିକ ପେନସନ ୯୦୦୦ ,ଓପିଏସ ପୁନଃ ଲାଗୁ କରିବା, ଯୁବକଙ୍କୁ ନିଯୁକ୍ତି, ସର୍ବ ନିମ୍ନ […]

ଭୁବନେଶ୍ୱର(ନି.ପ୍ର): ଆଜି ଭାରତ ବନ୍ଦ। ସର୍ବଭାରତୀୟ ଧର୍ମଘଟ ଡାକରା ଦେଇଛି ଶ୍ରମିକ ସଂଗଠନ ଓ ବାମପନ୍ଥୀ ଦଳ। ଚକଅଖ ସବୁ ବନ୍ଦ ରହିବ। ବଜାରଘାଟରେ ତାଲା ଝୁଲିବ । ସାମିଲ ହେବେ ବ୍ୟାଙ୍କ ଓ ବୀମା କର୍ମଚାରୀ । ବ୍ୟାପକ ଭାବେ ପ୍ରଭାବିତ ହେବ ଜୀବନଯାତ୍ରା । କଲବଲ ହେବେ ସାଧାରଣ ଜନତା । ୫ ବାମପନ୍ଥୀ ଦଳ ଓ ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ (ସିଟିୟୁ) ଓ ସ୍ୱାଧୀନ […]

 କାର୍ଯ୍ୟକର୍ତାଙ୍କ ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିପାରିଛି ମନମୋହନ ଚତୁର୍ଥ ଥର ସଭାପତି, ମୋହନ ମାଝୀ ଚତୁର୍ଥ ଥର ବିଧାୟକ,ଏହି ଯୋଡ଼ାକୁ ଘୋଡ଼ା ସରି ନୁହେଁ : ମୁଖ୍ୟମନ୍ତ୍ରୀ ମନମୋହନଙ୍କ ନେତୃତ୍ୱରେ ସରକାର ଏବଂ ସଂଗଠନ ଆଗକୁ ବଢ଼ିବ: ବୈଜୟନ୍ତ ପଣ୍ଡା ରାଜ୍ୟରେ ତ୍ରିପଲ ଏମ୍ ସରକାର ଚାଲିଛି, ମୋଦି, ମୋହନ, ମନମୋହନ: ସମ୍ବିତ ପାତ୍ର ଓଡ଼ିଶାରେ ଲମ୍ବା ଇନିଂସ ଖେଳିବ ବିଜେପି ସରକାର ଅସମ୍ଭବ […]

ବାସ୍ତବ ବ୍ୟୁରୋ: ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୬ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜ୍ୟବ୍ୟାପି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଡାକରା ଦିଆଯାଇଛି । ଡ୍ରାଇଭର ମହାସଂଘ ଶାନ୍ତିପୂର୍ଣ୍ଣ ଭାବେ ଭୁବନେଶ୍ବରର ବରମୁଣ୍ଡା ପଡ଼ିଆ ସାମ୍ନାରେ ଧାରଣାରେ ବସିଛନ୍ତି। ରାଜ୍ୟର ୫ ଲକ୍ଷରୁ ଅଧିକ ଡ୍ରାଇଭର ଏଥିରେ ସାମିଲ ହୋଇଛନ୍ତି। ତେବେ କ୍ଷୀର ଗାଡ଼ି, ସ୍କୁଲ ବସ୍ ଏବଂ ଆମ୍ବୁଲାନ୍ସକୁ ଏଥିରୁ ବା୍ ଦିଆଯାଇଛି। ୬ […]

ବରଗଡ଼(ନବୀନ କୁମାର ଦାଶ):ଗତକାଲି ବରଗଡ଼ ଉପକଣ୍ଠ ବିଜେପୁର ନିକଟସ୍ଥ ସମଲେଇପଦର ଠାରେ ଥିବା ପାର୍ବତୀ ଗିରି ବୃଦ୍ଧା ଶ୍ରମ ରେ ଥିବା ଅସହାୟ ବୃଦ୍ଧବୃଦ୍ଧା ମାନଙ୍କ ପାଖରେ ଛତା ନ ଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହା ଦେଖି ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ୩୦ ଟି ଛତା ବଣ୍ଟନ କରାଯାଇ ଥିଲା।ଏହି କାର୍ଯ୍ୟକ୍ରମ ରେ ଲାୟନ୍ସ ଅମରଜିତ୍ ସିଂ,ଦୀପକ ବଲୋଦିଆ,ପ୍ରଦୀପ ତୟାଲ, ମନୋଜ କୁମାର ମହାପାତ୍ର […]

ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଅତିରିକ୍ତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁରଜ କୁମାର ପଟ୍ଟନାୟକ,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର […]

ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ ସାମଲ ସମସ୍ତ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନାମାଙ୍କନ ଦାଖଲ କଲେ ଆଜି ସଭାପତିଙ୍କ ନାମ ଘୋଷଣା…. ଭୁବନେଶ୍ୱର(ନି.ପ୍ର):ବିଜେପି ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀଭାବେ ଶ୍ରୀ ମନମୋହନ ସାମଲ […]

ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ ଓ ୮ରେ ଚୂଡ଼ାନ୍ତ ଫଳାଫଳ ଘୋଷଣା: ଡ.ଯତୀନ ମହାନ୍ତି  ଚୂଡ଼ାନ୍ତ ମତାଦାତାଙ୍କ ସୂଚୀ ପ୍ରକାଶ ନାମାଙ୍କନ ପତ୍ର ଦାଖଲ ଆସନ୍ତା କାଲି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ହେବ ଏବଂ ନାମାଙ୍କନ ସମ୍ପର୍କିତ ଆପତି ଅଭିଯୋଗର ଯାଂଚ କରାଯାଇ ଅପରାହ୍ନ ୪.୩୦ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଭୁବନେଶ୍ୱର(ନି.ପ୍ର)୦୬/୦୭: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ […]

Pin It on Pinterest