ଏସ ବାସ୍ତବ(ଭୁବନେଶ୍ଵର):ଓଡିଶା ମାଟିର ଗର୍ବ,ଓଡିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ।ଶାସକ ଭାରତୀୟ ଜନତା ପାର୍ଟି ବିରୋଧୀଙ୍କୁ ଚକମା ଦେବା ପାଇଁ ଗୋଟି ଚାଳନାରେ ବିରୋଧୀ ଧରାଶାୟୀ ହେବାର ସମ୍ଭାବନା ଉଜ୍ଜଳ । ରାଷ୍ଟ୍ରପତି ନିର୍ବାଚନରେ ମୁର୍ମୁଙ୍କ ବିଜୟ ସମ୍ଭାବନା ଅଧିକ । ଦ୍ରୌପଦୀଙ୍କ ପ୍ରାର୍ଥୀତ୍ଵକୁ ପ୍ରଥମେ ସମର୍ଥନ କରିଛି ଶାସକ ବିଜୁ ଜନତା ଦଳ। ଏପରିକି ଦଳର ଦୁଇ ମନ୍ତ୍ରୀ ପ୍ରସ୍ତାବକ ସାଜିବେ ବୋଲି କହିଛନ୍ତି […]
ରାଜ୍ୟ
ଭୁବନେଶ୍ୱର,୨୪/୦୬:ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଜୁନ ଶେଷ ଆଡ଼କୁ ଏହି ଲଘୁଚାପ ଓଡ଼ିଶା ନିକଟବର୍ତ୍ତୀ ହେବାର ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ ଅନୁଯାଇ,ଏହା ଉତ୍ତର-ପଶ୍ଚିମ ଦିଗରେ ମୁହାଁଇବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧ରୁ ୭ ତାରିଖ ଭିତରେ ରାଜ୍ୟରେ ଭଲ ବର୍ଷା ହୋଇପାରେ ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି, ଭୁବନେଶ୍ୱର […]
ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରସ୍ତାବକ ରହିବେ ବିଜେଡିର ଏହି ଦୁଇ ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।
ପ୍ରମୋଦ ନାୟକ(ଭୁବନେଶ୍ୱର) : ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଓଡ଼ିଆ ଜାତିକୁ ପ୍ରଧାନମନ୍ତ୍ରୀଙ୍କର ଏହା ସର୍ବଶ୍ରେଷ୍ଠ ପୁରସ୍କାର ବୋଲି ମଧ୍ୟ ଶ୍ରୀ ମହାନ୍ତି କହିଛନ୍ତି । ବୁଧବାର ଦିନ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ଜୀବନ ସଂଗ୍ରାମରେ ବହୁ ଝଡ଼ଝଞ୍ଜାକୁ ପ୍ରତିହିତ କରି ଶ୍ରୀମତୀ […]
ପ୍ରମୋଦ ନାୟକ(ଭୁବନେଶ୍ବର): ଗତ ମଙ୍ଗଳବାର ଏନ୍ଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମା ଘୋଷଣା କରିଛି। ଏନ୍ଡିଏ ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଘୋଷଣା କରିଥିଲେ। ଏହି ଘୋଷଣା ପ୍ରତେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ହୋଇଚି । ଏହି ଖୁସିର ମୁହୁର୍ତରେ ଇଟାଲି ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ […]
ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାଇ, ଓଡିଶାରେ ସକ୍ରିୟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଲାଗି ରହିଛି ପ୍ରବଳ ବର୍ଷା । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ […]
ପ୍ରମୋଦ ନାୟକ(ଭୁବନେଶ୍ବର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଇଟାଲୀରେ ପହଞ୍ଚିବା ପରେ ଆଜି ନିଜ ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ଜଣାପଡିଛି । ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା […]
ନୂଆପଡା, ୨୧/୦୬: ମାଓବାଦୀଙ୍କ ବର୍ବରତା ଚରମ ସୀମାରେ ପହଂଚିଛି । ବୋଡେନ ଥାନା ପାଟଦର୍ହା ଜଙ୍ଗଲରେ ଯବାନ-ମାଓବାଦୀ ଗୁଳି ବିନିମୟ ଘଟିଛି ।ଏଥିରେ ୩ ଜଣ ଯବାନ ସହିଦ୍ ହୋଇଥିବା ସୂଚନା ମିଳିଛି । ପୂର୍ବରୁ ପାଟଦର୍ହା ଜଙ୍ଗଲ ଭିତରେ ହେଉଥିବା CRPF କ୍ୟାମ୍ପକୁ ବିରୋଧ କରିଆସୁଥିଲେ ମାଓବାଦୀ । ଯାହାକୁ ନେଇ ହିଂସା ପରାୟଣ ହୋଇ ଆଜି ଏପରି କାଣ୍ଡ ଘଟାଇଛନ୍ତି ।ସହିଦ ଯବାନମାନେ ହେଲେ ଶିଶୁପାଳ ସିଂହ, […]
ବାସ୍ତବବ୍ୟୁରୋ:ରାଷ୍ଟ୍ରପତି ପ୍ରାର୍ଥୀ ଚୂଡ଼ାନ୍ତ କରିବାକୁ ଜୁନ୍ ୨୧ ରେ ତୃଣମୂଳ ମୁଖ୍ୟ ମମତା ବାନାର୍ଜୀ ବିରୋଧୀ ସଭାରେ ଯୋଗଦେବା ସମ୍ଭବ ନୁହେଁ। ଏହା ବଦଳରେ ଦଳର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ଏହି ସଭାରେ ଯୋଗ ଦେଇ ପାରିବେ। ଉପନିର୍ବାଚନ ପୂର୍ବରୁ ଅଭିଷେକ ବାନାର୍ଜୀ ସୋମବାର ତ୍ରିପୁରାରେ ଏକ ଦିନିଆ ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସନ୍ଧ୍ୟାରେ ଏକ ସାଧାରଣ ସଭା ମଧ୍ୟ ହେବ। ରିପୋର୍ଟ ଅନୁଯାୟୀ, ସେ […]
ଶ୍ରୀମନ୍ତ ବାସ୍ତବ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ୪୪ ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିଥିଲେ। ଦୁନିଆର ସବୁଠୁ ବଡ ଶତରଂଜ ଅଲିମ୍ପିଆଡର ୪୪ ତମ ସଂସ୍କରଣ ଚେନ୍ନାଇ ନିକଟ ମହାବାଲିପୁରମରେ ଜୁଲାଇ ୨୮ ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ | ଆନ୍ତର୍ଜାତୀୟ ଚେସ ସଂସ୍ଥା […]


