ପୁରୀ, ୧୭/୦୪: ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ବାରା ସ୍ଵୀକୃତ ପଞ୍ଜିକାକୁ ନେଇ ଚଳିତ ବର୍ଷ ପୁଣିଥରେ ବିବାଦ ଦେଖାଦେଇଛି । ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ବାରା ସ୍ଵୀକୃତ ପଞ୍ଜିକା ବିଶ୍ୱସନୀୟ ନୁହେଁ ବୋଲି ପାଞ୍ଜି ସମୀକ୍ଷକମାନେ କହିଛନ୍ତି ।ଏକ ସାମ୍ବାଦିକ ସମ୍ମିଳନୀରେ ଯୁକ୍ତି ରଖିଛନ୍ତି ଯେ, ରାଜ୍ୟରେ ପ୍ରକାଶିତ ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା, ଅସଲି ଖଡ଼ିରତ୍ନ ପଞ୍ଜିକା, ପରମେଶ୍ୱରୀ ପଞ୍ଜିକା ଓ ଶାରଳା ପଞ୍ଜିକାରେ ପଞ୍ଚାଙ୍ଗ ଗଣନା ସମାନ ରହିଥିବାବେଳେ […]
ରାଜ୍ୟ
ପ୍ରମୋଦ ନାୟକ: ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା #ଅପରାଜିତାଷଡ଼ଙ୍ଗୀ ଜଗନ୍ନାଥ ନଗର ଠାରେ ପ୍ରଧାନମନ୍ତ୍ରୀ ଜନ ଔଷଧି କେନ୍ଦ୍ର ଉଦଘାଟନ କରିଛନ୍ତି l ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ଏହି ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲା l ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ତଥା ବିଧାୟକ ପାର୍ଥୀ ଜଗନ୍ନାଥ ପ୍ରଧାନ,ବିଜେପି ର ବହୁ ଆଗ ଧାଡ଼ିର ସଂଗଠକ, ବିଭାଗୀୟ କତୃପକ୍ଷ […]
ଭୁବନେଶ୍ୱର ୧୭।୦୪: ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଫରେଷ୍ଟ ପାର୍କ ଓ ଭୁବନେଶ୍ବର ଏୟାର ପୋର୍ଟ ଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ରହିଛି ।ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବର ସିଧ୍ୟାନ୍ତ ନେଇଛି […]
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ମା ବିମାଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଟଳି ପଡିଲେ ଭକ୍ତ । ସୁଦୂର ଛତିଶଗଡ଼ରୁ ଛୁଟି ଆସିଥିଲେ ଜଣେ ବୃଦ୍ଧ ଶେଷ ଇଛାଥିଲା କାଳିଆକୁ ଦେଖିବେ ଆଶୀର୍ବାଦ ଲୋଡିବେ । ସେ କଣ ଏୟା ମାଗିନେଲେ “ତୋତେ ଦେଖୁ ଥିବି ପ୍ରାଣ ପକ୍ଷୀ ଉଡିଯାଉ” ସାଙ୍ଗରେ ଥିଲେ ନିଜ ପରିବାର । କିନ୍ତୁ ଜାଣି ନଥିଲେ ଯେ ଏହି ଯାତ୍ରା ହେବ […]
ନବୀନ ଦାସ(ବରଗଡ଼) ୧୬/୦୪: ଆଜି ଚୈତ୍ର ପୂର୍ଣ୍ଣିମା,ପ୍ରତିବର୍ଷ ଏହି ଦିନରେ ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ଗଙ୍ଗା ଜଳାଭିଷେକ ସହ ମହାସ୍ନାନ ଉତ୍ସବ ପାଳିତ ହୋଇଥାଏ । ହେଲେ କରୋନା ମହାମାରୀ କାରଣରୁ ଗତ ଦୁଇବର୍ଷ ହେବ ମାଆଙ୍କ ମହାସ୍ନାନ ଉତ୍ସଵ ବନ୍ଦ ଥିବା ବେଳେ ଚଳିତ ବର୍ଷ ମାଙ୍କ ଜଳାଭିଷେକ କରିବା ପାଇଁ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ମନ୍ଦିର କମିଟି […]
ବାଲେଶ୍ବର: ବାଲେଶ୍ବର ଜାତୀୟ ରାଜପଥ ବାମପଦାଠାରେ ନବନିର୍ମିତ ଏମ୍ସ ସାଟେଲାଇଟ୍ ସେଣ୍ଟରର ସାପ୍ତାହିକ ଓପିଡି ସେବା ଆଜିଠାରୁ ଆରମ୍ଭ ହୋଇଛି। ବିଶେଷଜ୍ଞ ଡାକ୍ତରମାନେ ସକାଳ ୮ଟାରୁ ମଧ୍ୟାହ୍ନ ୧ ଘଟିକା ପର୍ଯ୍ୟନ୍ତ ରୋଗୀସେବା ପ୍ରଦାନ କରିଥିଲେ। ଏହି ଦୁଇଦିନରେ ଏଣ୍ଡୋକ୍ରିନୋଲୋଜି (ଅନ୍ତଃସ୍ରାବୀ ଗ୍ରନ୍ଥି ରୋଗ) ବିଭାଗର ବିଶେଷଜ୍ଞ ଡାକ୍ତର କିଶୋର କୁମାର ବେହେରା, ଜେନେରାଲ୍ ସର୍ଜରୀ(ଶଲ୍ୟ ଚିକିତ୍ସା) ବିଭାଗର ବିଶେଷଜ୍ଞ ଡାକ୍ତର ଶାନ୍ତନୁ କୁମାର ସାହୁ ଏବଂ ସ୍କିନ୍(ଚର୍ମ ରୋଗ) […]
ସ୍ମୁତୀ ସନ୍ଧ୍ୟା କେଶର ଯତ୍ନ ପାଇଁ ଆପଣ ଅନେକ ଉତ୍ପାଦ ବ୍ୟବହାର କରନ୍ତି, କିନ୍ତୁ ଏହା ପ୍ରାୟତ ଘଟେ ଯେ ଆପଣ କେଶ ଝଡ଼ିବା ଆରମ୍ଭ କରନ୍ତି | ଏପରି ପରିସ୍ଥିତିରେ, କେଶ ନ ଝଡ଼ିବା ପାଇଁ ଆପଣ କିଛି ଅଭ୍ୟାସ ବଦଳାଇବା ଉଚିତ୍ | ଏହି କେତୋଟି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ କେଶ ଝାଡ଼ିବା ରୋକନ୍ତୁ l ପ୍ରତିଦିନ ସାମ୍ପୁ ଗ୍ରୀଷ୍ମ ଇରୁତୁ ରେ ସପ୍ତାହରେ ଅତି […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି): ଚାନ୍ଦବାଲି ବୈତରଣୀ ନଦୀର ସୁଇସାଇଟ ଜୋନ ଭାବେ ପରିଚିତ ଚାନ୍ଦବାଲି ଗେମନ ବ୍ରିଜରେ ଗତକାଲି ଜଣେ ଯୁବତୀ ଡେଇଁ ଆତ୍ମହତ୍ୟା କରିଛଥିଲେ । ବ୍ରିଜ ଉପରୁ ନଦୀ ମଧକୁ ୧ଶହ ଫୁଟ ତଳକୁ ଡେଇଁ ଦନୀର ପ୍ରଖର ସ୍ରୋତ ମଧ୍ୟମରେ ଜଣେ ଯୁବତୀ ଭାସିଯିବାରୁ ସ୍ଥାନୀୟ ବାସୀ ଅଗ୍ନିଶମ ବିଭାଗ ଓ ଚାନ୍ଦବାଲି ଥାନାକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ଅଗ୍ନିସମ ବିଭାଗର ଟିମ ପହଁଚି […]
ତ୍ରିନାଥ ବାରିକ(ସତ୍ୟବାଦୀ): ୧୬।୦୪ – ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠରେ ରାଜ୍ୟ ସରକାରଙ୍କ 5 ଟି ସଚିବ ଭିକେ ପାଣ୍ଡିଆନ । ସୁଆଣ୍ଡୋରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି । ସୂଚନା ଅନୁଯାୟୀ,ସୁଆଣ୍ଡୋରେ ୧୫.୧୬ କୋଟି ବ୍ୟୟରେ ନିର୍ମାଣଧୀନ ପାର୍କ, ରାସ୍ତା, ମନ୍ଦିର, ଗୋପବନ୍ଧୁଙ୍କ ବାସ ଗୃହର କାମ ଅନୁଧ୍ୟାନ ସହ ସ୍ଥିତି ସମୀକ୍ଷା କରିବା ପାଇଁ,ଆଜି(ଶନିବାର) ସକାଳ ସମୟରେ ରାଜ୍ୟ ସରକାରଙ୍କ 5 ଟି ସଚିବ ଭିକେ […]
ଭୁବନେଶ୍ୱର, ୧୬/୦୪: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଂଚଳରେ ଘଡ଼ିଘଡ଼ି ସହ ବର୍ଷା ହେବା ସମ୍ଭାବନା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାଇ,ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ହେବ। କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୪ ଘଣ୍ଟା ପରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ ଜିଲ୍ଲାର […]