ଗତ ୨୪ ଘଣ୍ଟା ମଧ୍ୟରେ ୪୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୪୮୧ ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୨ଜଣ ରହିଛନ୍ତି । କେନ୍ଦ୍ର […]

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୪ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୫୮୪୩ଜଣ ସୁସ୍ଥ ହୋଇଛନ୍ତି ।  […]

ଦେବକାନ୍ତ ମହାନ୍ତି(ଚାନ୍ଦବାଲି):୧୭/୦୨-ଆଉ ମାତ୍ର କିଛି ଘଣ୍ଟା ପରେ ରାଜ୍ୟରେ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏଥିପାଇଁ ଶେଷ ହୋଇଛି ପ୍ରଚାର କାର୍ଯ୍ୟ । ଏହି ଶେଷ ଦିନରେ ନିଜ ପାର୍ଥି ମାନଙ୍କ ପାଇଁ ମାରାଥନ ପ୍ରଚାର କରିଛନ୍ତି ବିଧାୟକ ଡ଼ଃ ବ୍ୟାମକେଶ ରାୟ । ୧ ନମ୍ବର ଜୋନର ଜିଲ୍ଲା ପରିଷଦ ପାର୍ଥି ପ୍ରିନ୍ସ ରାକେଶ ନାୟକଙ୍କ ସହିତ ମାଧପୁର ସରପଞ୍ଚ ପାର୍ଥି ବିନୋଦ ଦାସ ,ସମିତିସଭ୍ୟା […]

ନୂଆଦିଲ୍ଲୀ:ନୂତନ ଟ୍ରାଫିକ୍ ନିୟମ ସମ୍ବନ୍ଧରେ ସର୍ବଶେଷ ଖବର ସାମ୍ନାକୁ ଆସିଛି | ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଦୁଇ ଚକିଆ ଗାଡି ଚାଳକଙ୍କ ପାଇଁ ଏକ ନୂଆ ନିୟମ ଆଣିଛି। ଏଥିରେ ଚାରି ବର୍ଷରୁ କମ୍ ପିଲାମାନଙ୍କୁ ଦୁଇ ଚକିଆ ଯାନରେ ପରିବହନ ପାଇଁ ନୂତନ ସୁରକ୍ଷା ନିୟମକୁ ସୂଚିତ କରାଯାଇଛି | ଏହି ନୂତନ ନିୟମରେ, ଦୁଇ ଚକିଆ ଡ୍ରାଇଭର ପିଲାମାନଙ୍କ ପାଇଁ ହେଲମେଟ ଏବଂ ହର୍ଣ୍ଣ […]

ପ୍ରମୋଦ ନାୟକ(ଭୁବନେଶ୍ବର):୧୭।୨- କଂଗ୍ରେସ ବିଧାୟକ ସୁରେଶ ରାଉତରାୟ,ନିର୍ବାଚନୀ ହିଂସାକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ସରକାର, ନିର୍ବାଚନ କମିଶନଙ୍କ କଟକଣା ମାନୁନାହାଁନ୍ତି । ବୁଧବାର କଣାସ, କୃଷ୍ଣପ୍ରସାଦ ବାଲେଶ୍ବର ସବୁଠି ନିର୍ବାଚନୀ ହିଂସା ହୋଇଛି । ଦୁଇ ଜଣ ସମ୍ବାଦିକଙ୍କୁ ମାଡ ମରାଯାଇଛି ।ଏ ଘଟଣାକୁ ନେଇ ଆମେ ମର୍ମାହତ । ସ୍ଥିତି ଏମିତି ହୋଇଛି ନିର୍ବାଚନ କମିଶନର ଗାଁକୁ ଗଲେ ବି ମାଡ ଖାଇବେ […]

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୬ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୬୧କୁ ବୃଦ୍ଧି ପାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୦୭୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୩୧୦୬ଜଣ ସୁସ୍ଥ ହୋଇଛନ୍ତି ।  ରାଜ୍ୟରେ […]

ମନୋଜ ମହାନ୍ତି(ବାସ୍ତବବ୍ୟୁରୋ):ସଙ୍ଗୀତଜ୍ଞ ବାପି ଲାହିରୀଙ୍କ ପରଲୋକ, ଅଶୀ ଓ ନବେ ଦଶକର ଲୋକପ୍ରିୟ ସଙ୍ଗୀତଜ୍ଞ ତଥା ଗାୟକ ବାପି ଲାହିରିଙ୍କ ଆଜି ଇହଲୀଳା ସମ୍ବରଣ କରିଛନ୍ତି । ୬୯ ବର୍ଷ ବୟସରେ ଆଖି ବୁଜିଛନ୍ତି ବାପି ଲାହିରି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମଙ୍ଗଳବାର ରାତିରେ ବାପିଙ୍କ ସ୍ୱାସ୍ଥ୍ୟ ଅଚାନକ ଖରାପ ହୋଇଥିଲା । ପରେ ତାଙ୍କୁ ହସ୍ପିଟାଲ ଅଣାଯାଇଥିଲା । […]

ଅଭୟ ସାହୁ(ସାଲେପୁର):୧୬।୨- ମର୍ମନ୍ତୁଦ ସଡକ ଦୁର୍ଘଟଣା, କଟକ-ଚାନ୍ଦବାଲି ରାସ୍ତାର ନନ୍ଦୋଳଗଡା ନିକଟରେ ଏହି ସଡକ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ଭୁବନେଶ୍ବରରୁ କେନ୍ଦ୍ରାପଡା ଜିଲ୍ଲା ଛତା ଛକ ଅଭିମୁଖେ ଯାଉଥିବା ଏକ ଅଟୋ ରିକ୍ସା ସହ କେନ୍ଦ୍ରାପଡା ପଟୁ ଆସୁଥିବା ମିନିଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଏହା ଫଳରେ ଅଟୋ ରିକ୍ସାରେ ଯାଉଥିବା ୪ ଜଣ ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହେବା ସହ ଦୁଇ ଜଣ […]

ନବୀନ ଦାସ(ବରଗଡ଼): ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତରେ ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମୃତ୍ୟୁ ଯୋଗୁ ଏହି ନିର୍ବାଚନକୁ ସ୍ତଗିତ କରାଯାଇଛି । ଆଜି ହୃଦଘାତରେ ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମୃତ୍ୟୁ ହୋଇଛି । ସେ ସୂର୍ଯ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିବା ବେଳେ ତାଙ୍କ ମୃତ୍ୟୁ ଯୋଗୁ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ବାଲ୍ମିକୀ ପ୍ରଧାନଙ୍କ […]

ଦେଵକାନ୍ତ ମହାନ୍ତି(ଚାନ୍ଦବାଲି): ୧୫।୨- ସୋମବାର ବିଳମ୍ବିତ ରାତିରେ ଚାନ୍ଦବାଲି ବ୍ଲକର କୋଇଥକୋଲା ପଂଚାୟତ ୧୧ ନମ୍ବର ୱାର୍ଡ଼ରେ କିଛି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ହାଇଓ୍ବା ଗାଡ଼ିକୁ ନିଆଁ ଲଗାଇ ଜାଳି ଦେଇଥିବା ଅଭିଯୋଗ ହୋଇଛି । ପଂଚାୟତ ନିର୍ବାଚନକୁ କେନ୍ଦ୍ର କରି ଏପରି ଘଟିଥିବା ଗ୍ରାମବାସୀ କହିଛନ୍ତି । ଖବରପାଇ, ଅଗ୍ନିଶମ ବିଭାଗ ଗାଡ଼ି ଆସିବା ପୂର୍ବରୁ ହାଇଓ୍ବା ଗାଡ଼ିଟି ଜଳିଯାଇଥିଲା । ହାଇଓ୍ବା ଗାଡ଼ିର ମାଲିକ ଅମୂଲ୍ୟ ବେହେରା […]

Pin It on Pinterest