କୁଳମଣି ଲେଙ୍କା(ପାରାଦୀପ)୧୯/୦୪: ଏବେ ପାରାଦୀପରେ ନିର୍ମାଣ ହେବ ଜାହାଜ । ସୋମବାର ପ୍ରଥମ ପର୍ଯ୍ୟାୟରେ ପାରାଦୀପ ବନ୍ଦରର ଅଧ୍ୟକ୍ଷ ପି.ଏଲ୍‌ ହାରନାଦ୍‌ ଙ୍କ ଦ୍ୱାରା ଏକ ପାଇଲଟ୍‌ ଜାହାଜ ନିର୍ମାଣର ଶୁଭାରମ୍ଭ ହୋଇଛି । ଏହି ଅବସରରେ ବନ୍ଦର ସ୍ଲିପ୍‌ ୱେରେ ଏକ ପାଇଲଟ୍‌ ଜାହାଜର କିଲ୍‌ ଲେଇଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାଧବ ସିପିଂ ଅଫ୍‌ସୋର୍‌ ଇଞ୍ଜିନିୟରିଂ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନି ଟେଣ୍ଡର ମାଧ୍ୟମରେ ଏହି ଜାହାଜ […]

ରାକେଶ ମହାନ୍ତି(କେନ୍ଦ୍ରାପଡ଼ା) ୧୯।୦୪: ମାର୍ଶାଘାଇ ଥାନା ତିଖିରି ପଞ୍ଚାୟତରେ ଅଭାବନୀୟ ଘଟଣା। ସରପଞ୍ଚ ଙ୍କ ପ୍ରଜାକୋର୍ଟ,ଠାକୁରାଣୀଙ୍କ ଚାନ୍ଦା ପାଇଁ ଦଳିତ ବର୍ଗର ବ୍ୟକ୍ତିଙ୍କ ପ୍ରତି ଦବଂଗ ଗିରି । ଦୁଇ ବର୍ଷ ହେଲା ଗାଁ ଠାକୁରାଣୀଙ୍କ ଚାନ୍ଦା ଦେଇ ନଥିବାରୁ ଗାଁରେ ସଭା ଡକାଇ ସରପଞ୍ଚ ଓ ତାଙ୍କ ସହଯୋଗୀମାନେ ସର୍ବସମ୍ମୁଖରେ ତଳେ ଛେପ ପକାଇ ନାକ ଘଷାଇଥିବା ସୂଚନା ମିଳିଛି ଆସିଛି ।ପୀଡ଼ିତ ଗୁରୁଚରଣ ମଳିକଙ୍କ ପତ୍ନୀ ରେଖା […]

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୧ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୬୬୪ ଜଣ ସୁସ୍ଥ ହୋଇଛନ୍ତି ।  ଆଜିଠୁ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା […]

ନମୋ ଗୁରୁ(ସୁବର୍ଣ୍ଣପୁର):ଓଡିଶା ସରକାରଙ୍କ ପରିବହନ କମିଶନର ଙ୍କ ନିର୍ଦେଶାନୁଯାୟୀ ରାତ୍ରି ରେ ସୁବର୍ଣ୍ଣପୁର ଜିଲ୍ଲାରେ ମଦ୍ୟପାନ କରି ଗାଡି ଚଳାଇବା ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ ସ୍ୱତନ୍ତ୍ର ମିଳିତ ଯାଞ୍ଚ କରାଯାଇଥିଲା l ଏହି ସ୍ୱତନ୍ତ୍ର ଯାଞ୍ଚ ସମୟରେ ସମୁଦାୟ 20 ଟି ମାମଲା ଚିହ୍ନଟ କରାଯାଇଥିଲା, 5 ଟି ଗାଡି ଚାଳନା ପ୍ରମାଣ ପତ୍ର ସ୍ଥଗିତ ରଖାଯାଇଥିଲା, 20 ଟି ବିଭିନ୍ନ ଗାଡି କୁ […]

ଭୁବନେଶ୍ୱର ୧୮।୦୪: ଓଡ଼ିଶା ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ଜୀବନ ବ୍ୟାପୀ ସଂଗୀତ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ରହିବେ ବୋଲି ସେ ଟ୍ବିଟ୍ କରିଛନ୍ତି । ସେ ଆହୁରି ମଧ୍ୟ ନିଜ ଟ୍ବିଟର ଆକାଉଣ୍ଟ ରେ ଲେଖିଛନ୍ତି କି,ତାଙ୍କ ସହ ଅନେକ ଥର […]

ପ୍ରମୋଦ ନାୟକ(ଭୁବନେଶ୍ବର): ଆନ୍ତର୍ଜାତୀୟ ମାନବାଧିକାର ପରିଷଦ ଓଡିଶା ଶାଖା ପକ୍ଷରୁ ପ୍ରବାଦ ପୁରୁଷ, ଟଲମ୍ୟାନ୍ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ବାଇକ ଶୋଭାଯାତ୍ରା ଓ ଶାଖା କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି।ରାଜ୍ୟ ସଭାପତି ସରୋଜ ତରାସିଆଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜେଡି ମୁଖପାତ୍ର ସୁଲତା ଦେଓ ଯୋଗଦେଇ ବିଜୁ ବାବୁଙ୍କ ନିର୍ଭିକତା, ସାହସୀକତା ଓ ଓଡ଼ିଶା ପ୍ରତି ଏବଂ ଓଡିଆ ମାନଙ୍କ ପାଇଁ ଥିବା […]

ପୁରୀ, ୧୭/୦୪: ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ବାରା ସ୍ଵୀକୃତ ପଞ୍ଜିକାକୁ ନେଇ ଚଳିତ ବର୍ଷ ପୁଣିଥରେ ବିବାଦ ଦେଖାଦେଇଛି । ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ବାରା ସ୍ଵୀକୃତ ପଞ୍ଜିକା ବିଶ୍ୱସନୀୟ ନୁହେଁ ବୋଲି ପାଞ୍ଜି ସମୀକ୍ଷକମାନେ କହିଛନ୍ତି ।ଏକ ସାମ୍ବାଦିକ ସମ୍ମିଳନୀରେ ଯୁକ୍ତି ରଖିଛନ୍ତି ଯେ, ରାଜ୍ୟରେ ପ୍ରକାଶିତ ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା, ଅସଲି ଖଡ଼ିରତ୍ନ ପଞ୍ଜିକା, ପରମେଶ୍ୱରୀ ପଞ୍ଜିକା ଓ ଶାରଳା ପଞ୍ଜିକାରେ ପଞ୍ଚାଙ୍ଗ ଗଣନା ସମାନ ରହିଥିବାବେଳେ […]

ପ୍ରମୋଦ ନାୟକ: ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା #ଅପରାଜିତାଷଡ଼ଙ୍ଗୀ ଜଗନ୍ନାଥ ନଗର ଠାରେ ପ୍ରଧାନମନ୍ତ୍ରୀ ଜନ ଔଷଧି କେନ୍ଦ୍ର ଉଦଘାଟନ କରିଛନ୍ତି l ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ଏହି ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲା l ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ତଥା ବିଧାୟକ ପାର୍ଥୀ ଜଗନ୍ନାଥ ପ୍ରଧାନ,ବିଜେପି ର ବହୁ ଆଗ ଧାଡ଼ିର ସଂଗଠକ, ବିଭାଗୀୟ କତୃପକ୍ଷ […]

ଭୁବନେଶ୍ୱର ୧୭।୦୪: ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଫରେଷ୍ଟ ପାର୍କ ଓ ଭୁବନେଶ୍ବର ଏୟାର ପୋର୍ଟ ଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ରହିଛି ।ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବର ସିଧ୍ୟାନ୍ତ ନେଇଛି […]

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ମା ବିମାଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଟଳି ପଡିଲେ ଭକ୍ତ । ସୁଦୂର ଛତିଶଗଡ଼ରୁ ଛୁଟି ଆସିଥିଲେ ଜଣେ ବୃଦ୍ଧ ଶେଷ ଇଛାଥିଲା କାଳିଆକୁ ଦେଖିବେ ଆଶୀର୍ବାଦ ଲୋଡିବେ । ସେ କଣ ଏୟା ମାଗିନେଲେ “ତୋତେ ଦେଖୁ ଥିବି ପ୍ରାଣ ପକ୍ଷୀ ଉଡିଯାଉ” ସାଙ୍ଗରେ ଥିଲେ ନିଜ ପରିବାର । କିନ୍ତୁ ଜାଣି ନଥିଲେ ଯେ ଏହି ଯାତ୍ରା ହେବ […]

Pin It on Pinterest