ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ ସାମଲ ସମସ୍ତ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନାମାଙ୍କନ ଦାଖଲ କଲେ ଆଜି ସଭାପତିଙ୍କ ନାମ ଘୋଷଣା…. ଭୁବନେଶ୍ୱର(ନି.ପ୍ର):ବିଜେପି ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀଭାବେ ଶ୍ରୀ ମନମୋହନ ସାମଲ […]

ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ ଓ ୮ରେ ଚୂଡ଼ାନ୍ତ ଫଳାଫଳ ଘୋଷଣା: ଡ.ଯତୀନ ମହାନ୍ତି  ଚୂଡ଼ାନ୍ତ ମତାଦାତାଙ୍କ ସୂଚୀ ପ୍ରକାଶ ନାମାଙ୍କନ ପତ୍ର ଦାଖଲ ଆସନ୍ତା କାଲି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ହେବ ଏବଂ ନାମାଙ୍କନ ସମ୍ପର୍କିତ ଆପତି ଅଭିଯୋଗର ଯାଂଚ କରାଯାଇ ଅପରାହ୍ନ ୪.୩୦ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଭୁବନେଶ୍ୱର(ନି.ପ୍ର)୦୬/୦୭: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ […]

୧୦୮ ଆମ୍ବୁଲାନ୍ସ ଅବ୍ୟବସ୍ଥା ଯୋଗୁଁ ଯୁବକଙ୍କ ମୃତୁ୍ୟ ଘଟଣାସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ଅପରାଧିକଅବହେଳା: ବିଜେଡି।ଆମ୍ବୁଲାନ୍ସ ପରିଚାଳନାରେ ସ୍ୱାସ୍ଥ୍ୟ ବିଭାଗର ଚରମ ଦାୟିତ୍ୱହୀନତା ଜୀବନର ମୂଲ୍ୟ ୪ ଲକ୍ଷ ଟଙ୍କା ନୁହେଁ।ପ୍ରଚାର ଓ ଉତ୍ସବରେ ନ ମାତି ଜୀବନର ମୂଲ୍ୟ ବୁଝନ୍ତୁ ସରକାର।ଭୁବନେଶ୍ୱର(ନି.ପ୍ର)୦୬/୦୭/: ୧୦୮ ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ଚରମ ଅବ୍ୟବସ୍ଥା ଲାଗି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଆଇତପୁର ଗ୍ରାମର ଶଙ୍କର ମହାରଣା ନାମକ ଏକ ଯୁବକର ମୃତୁ୍ୟ […]

ବାସ୍ତବ ବ୍ୟୁରୋ: ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ରଥାରୁଢ଼ ଚତୁର୍ଦ୍ଧାମୂରତି । ମହଣ ମହଣ ସୁନାରେ ସୁଶୋଭିତ ହୋଇଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ବର ବେଶ ବୋଲି ମଧ୍ୟ କୁହାଯାଏ । ମହାପ୍ରଭୁଙ୍କ ସୁନା ବେଶ ଦେଖିବା ପାଇଁ ରବିବାର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଲାଗି ରହିଛି। ରାତ୍ର ୧୧ଟା ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ସୁନାବେଶ […]

ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣାବିଧାୟକ ସନ୍ତୋଷ ଖଟୁଆଙ୍କୁ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି।ତିନି ଜଣ ମୁଖ୍ୟ ଅଭିଯୁକ୍ତ ବିଧାୟକଙ୍କ ଫାର୍ମ ହାଉସରୁ ଗିରଫବିଧାୟକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଶୂନ।ଏହି ଘଟଣାରେ, ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ବର(ନି.ପ୍ର): ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ […]

ସଂଜୟ ଶତପଥୀ(କଟକ)୨।୭ : ଭକ୍ତିରେ ବନ୍ଧା, ଭାବରେ ଛନ୍ଦା । ତାଙ୍କରି ଯାତ୍ରାକୁ ନେଇ ମହାନଦୀବିହାରସ୍ଥିତ ମଙ୍ଗଳାମନ୍ଦିର ଛକରେ ଆୟୋଜିତ ହେଉଅଛି ଶ୍ରୀଗୁଣ୍ଡିଚା ମହୋତ୍ସବ – ୨୦୨୫ । ମହୋତ୍ସବ କମିଟିର ଆବାହକ ସଞ୍ଜୟ ଜେନା ଓ ହିମାଂଶୁ ଷଡ଼ଙ୍ଗୀ ଙ୍କ ସଂଯୋଜନାରେ ଅନୁଷ୍ଠିତ ଷଷ୍ଠ ସନ୍ଧ୍ୟାରେ,ଉଦଘାଟକ ଭାବେ କଟକ ଡିସିପି ରିଷିକେଶ ଖିଲାର ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ବିଜେପିର ବରିଷ୍ଠ ନେତା ନୟନ କିଶୋର ମହାନ୍ତି, […]

ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁମେଲ୍ ସିଂହା ୫୪ନଂ ରାଜ୍ୟ ରାଜପଥ କଡ ସ୍ଥିତ ସାଇ କଲ୍ୟାଣ ମଣ୍ଡପ ଠାରେ ଭିମ ଆର୍ମୀ ଗୋଡଭଗା ଜୋନ୍ ର ସମସ୍ତ କର୍ମକର୍ତ୍ତା ଙ୍କ ମିଳିତ ଉଦ୍ୟମରେ ଜୋନ୍ ର ସଭାପତି ଟିଙ୍କୁ ଉଗର ଙ୍କ ଜନ୍ମ ଦିବସ ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେଇ ଥିଲା। ଏଥିରେ ଭିମ ଆର୍ମୀ ଗୋଡଭଗା ଜୋନ୍ ର […]

ବରଗଡ଼/ଡୁଙ୍ଗୁରିପାଲି୦୨/୦୭(ନବୀନ କୁମାର ଦାଶ):ଉକିଆ ସାହିତ୍ୟ ପରିବାର ତେଲିଟିକ୍ରା ପ୍ରତିଷ୍ଠାତା ସଂପାଦକ ଉଦ୍ଧବ ବାରିକ ଙ୍କ ଆବାହକତ୍ବ ରେ କିମ୍ବଦନ୍ତୀ ନାଟ୍ୟ ମହର୍ଷି ଶବ୍ଦନୃତ୍ୟ ପ୍ରଣେତା ଗୋଟିଏ ଦିନ ରେ ନୂଆଁଖାଇ ପାଳନ ପଛର ମହାନାୟକ ଲୋକ ମହୋତ୍ସବର ଜନକ ଭାଷା ଆନ୍ଦୋଳନ ର ମହାସାରଥୀ ଗୁରୁ ଶ୍ରୀ ଭଗବାନ ସାହୁ ଙ୍କ ୯୫ତମ ଜନ୍ମବାର୍ଷିକୀ ପାଳନ ଓ ପରେ କବିତା ଆସର ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସାରସମାଲ […]

ବରଗଡ଼୦୧/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ବରିଷ୍ଠଙ୍କୁ ସାକ୍ଷାତକାର କାର୍ଯ୍ୟ କ୍ରମ ପରିପ୍ରେକ୍ଷୀରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସଂପାଦକ ଗୋବିନ୍ଦ ଦାଶ ଙ୍କ ନେତୃତ୍ବରେ ଆଜୀବନ ସଦସ୍ୟ,ଅବସରପ୍ରାପ୍ତ ଡାକ କର୍ମଚାରୀ ବାସୁଦେବ ପ୍ରଧାନ ଙ୍କୁ ତାଙ୍କ ୱାର୍ଡ ନଂ ୧୮ ସ୍ଥିତ ଭାରତୀ ନଗର ବାସଭବନ ରେ ସାକ୍ଷାତ କରିବା ସହିତ ନିକଟ ରେ ସମ୍ବଲପୁର ରୁ ତାଙ୍କର ସଫଳ ଅସ୍ତ୍ରୋପଚାର କରି ଫେରିଥିବା […]

ବରଗଡ଼୦୧/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ରେ ସବୁ ଗଡବଡ।ବରଗଡ଼ ନିଶାର ଗଡ ସହ ଚୋର ଡକା ୟତ ଙ୍କ ଗଡ ସାଜି ଅଞ୍ଚଳରେ ଛୋଟ ମୋଟ ଘଟଣା ଠାରୁ ଆରମ୍ଭ କରି ଦିନକୁ ଦିନ ନୂଆଁ ନୂଆଁ ଘଟଣା ଗୁଡ଼ିକ ଘଟି ନିରୀହ ଜୀବନ ବଳି ପଡ଼ିବା ସହ ଲୋକେ ସର୍ବସ୍ବାନ୍ତ ହେଉଥିବା ଅଞ୍ଚଳରେ ବେଶ୍ ନଜିର ରହିଛି।ସେଥିମଧ୍ୟରୁ ଅତାବିରା ଅନ୍ୟତମ ।ଅଞ୍ଚଳ ଟି ଚାଷ ପ୍ରବଣ ଅଞ୍ଚଳ ଭାବେ […]

Pin It on Pinterest