ସୋମ୍ୟ ରଞ୍ଜନ(କୋଣାର୍କ)- ଆଜି ଠାରୁ ସାତ ଦିନ ଧରି ପାଳିତ ହେଉଛି ବିଶ୍ୱ ଐତିହ୍ୟ ସପ୍ତାହ।ସମସ୍ତ ଐତିହ୍ୟ ପର୍ଯ୍ୟଟନ ସ୍ଥଳୀ ମାନଙ୍କ ରେ ଏହି ଦିବସ ପାଳନ ହେଉଥିବା ବେଳେ କୋଣାର୍କ ସୂର୍ଯ୍ୟ ମନ୍ଦିର ରେ ମଧ୍ୟ ଏହାକୁ ପାଳନ କରାଯାଇଛି । ASI ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସୂର୍ଯ୍ୟ ମନ୍ଦିର କୁ ଆଜି ପ୍ରବେଶ ଶୁଳ୍କ ଛାଡ଼ ଥିବା ବେଳେ ପର୍ଯ୍ୟଟକ ମାନେ ବିନା ଟିକେଟ […]
ରାଜ୍ୟ
ଭୁବନେଶ୍ୱର(ବାସ୍ତବବ୍ୟୁରୋ): ମମିତା ହତ୍ୟା ମାମଲାକୁ ନେଇ ଧର୍ମେନ୍ଦ୍ର ପ୍ରଧାନ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ ।ନୈତିକତା ଚାପରେ ଶାସ୍ତ୍ରୀ, ଆଡଭାନୀ ବି ଇସ୍ତଫା ଦେଇଥିବା ବେଳେ, କୁଆଡେ ଗଲା ଆପଣଙ୍କ ନୈତିକତା ?ନୈତିକତା ଆଧାରରେ ଆପଣ ବି ଅନେକ ମନ୍ତ୍ରୀଙ୍କୁ ବିଦା କରିଛନ୍ତି।ହେଲେ ଆଜି ଏ ନୀରବତା ପଛର କାରଣ କଣ ? ଶ୍ରୀ ପ୍ରଧାନ ଆହୁରି ମଧ୍ୟ କହିଛନ୍ତିକି, ଏତଲାଟିଏ ଦେବା ପାଇଁ ପୀଡ଼ିତାଙ୍କ ବାପା, ମା’ ଥାନା ଥାନା […]
ଆଖଣ୍ଡଳମଣିଙ୍କ ମନ୍ଦିରରେ କଟକଣାରେ ସମ୍ପନ୍ନ ହେବ କାର୍ତ୍ତିକ ପୂର୍ଣ୍ଣିମା ନୀତି:ମଧ୍ଯାହ୍ନ ୧ଟାରେ ପଞ୍ଚାନନ ବେଶ :ଅପରାହ୍ଣ ୪ଟାରେ ଦୁର୍ଲଭ ହରଗୌରୀ ବେଶ;ପୀଠରେ ୧୪୪ଧାରା ଜାରୀ ; :ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ମନା:_ ଜଳପଥ ଓ ସ୍ଥଳପଥରେ କଡା ସୁରକ୍ଷା ବ୍ଯବସ୍ଥା। ଦେବକାନ୍ତ ମହାନ୍ତି(ଚାନ୍ଦବାଲି):୧୯\୧୧-ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବାବା ଆଖଣ୍ଡଳମଣି ଦୁର୍ଲଭ ହରଗୌରୀ ବେଶରେ ଦର୍ଶନ ଦେବେ। ହେଲେ କୋଭଡ-୧୯ ଭୟଭୟତାକୁ ନେଇ ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ୮ଟା ଯାଏଁ […]
ତ୍ରିନାଥ ବାରିକ(ସାକ୍ଷୀଗୋପାଳ):ସାକ୍ଷୀଗୋପାଳ ସରକାରୀ କୃଷି ଫାର୍ମ ପରିସରରେ ଆତ୍ମ ମାଧ୍ୟମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ବିଭିନ୍ନ ଚାଷୀ ମାନଙ୍କୁ ସରକାରୀ ସହାୟତା ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଉମାକାନ୍ତ ସାମନ୍ତରାୟ ଆନୁଷ୍ଠାନିକ ଭାବେ ସମାରୋହକୁ ଉଦଘାଟନ କରିଥିଲେ । କୃଷି ବିଭାଗର ଏକ ସଚେତନତା ରଥ କୃଷି ଫାର୍ମ ପରିସରରେ ମୁଖ୍ୟ ଅତିଥି ବିଧାୟକ ଶ୍ରୀ ସମାନ୍ତରାୟ ସବୁଜ […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି):୧୮/୧୧-ଚାନ୍ଦବାଲି ଶାଖା ସେବା ସମବାୟ ବ୍ୟାଙ୍କ ପକ୍ଷରୁ ଦୁର୍ଘଟଣା ଜନୀତବୀମା ରାଶି ପ୍ରଦାନ କରାଯାଇଛି । ବାଲେଶ୍ୱର ଭଦ୍ରକ ସେବା ସମବାୟବ୍ୟାଙ୍କ ଚାନ୍ଦବାଲି ଶାଖା ଅଧନ ଓରାସାହି ସେବା ସମବାୟ ସମିତିର ଚାଷୀପ୍ରଫୁଲ ରାଉତ, ଓ ମତୋ ସେବା ସମବାୟର ଚାଷୀ ଚନ୍ଦ୍ରମଣୀ ମହାଳିକ ମୃତ୍ୟୁ ବରଣ କରିଥିଲେ , ଆଜି ଚାନ୍ଦବାଲି ସମବାୟ ବ୍ୟାଙ୍କର ଶାଖା ପରିଚାଳକଗୁରୁପ୍ରସାଦ ମିଶ୍ର ଯୋଗ ଦେଇ ମୃତ ଚାଷୀଙ୍କ ସ୍ତ୍ରୀ ପ୍ରମିଳା […]
ଦେବକାନ୍ତ ମହାନ୍ତି (ଚାନ୍ଦବାଲି):୧୮/୧୧-ଚାନ୍ଦବାଲି ବ୍ଲକ ମୌସୁଧା ଫଚାୟତ ସିଙ୍ଗିଟି ଗାଁରେ ୧ ବର୍ଷର ଶିଶୁ ପୁତ୍ରର ପୋଖରୀରେ ବୁଡ଼ି ମୃତ୍ୟୁ ହୋଇଛି । ଶିଶୁଟି ଗାଁରେ ଖେଳୁଥିବା ସମୟରେ ପୋଖରୀରେ ପଡ଼ିଯାଇଥିଲା , ପରିବାର ଲେକେ ଖୋଜାଖୋଜି କରିବା ପରେ ପୋଖରୀ ମଧ୍ୟରୁ ଉଦ୍ଧାର କରି ତାକୁ ୧୦୮ ଗାଡ଼ିରେ ଆଣି ଚାନ୍ଦବାଲି ମେଡ଼ିକାଲରେ ଭର୍ତି କରିଥିଲେ ମଧ୍ୟ ଡ଼ାକ୍ତର ଶିଶୁ ଟିକୁ ମୃତ ଘୋଷଣା କରିଛନ୍ତି ,ମୃତ ଶିଶୁ […]
ପ୍ରଦୀପ ନାୟକ(ଭୁବନେଶ୍ୱର):ଜଗତସିଂପୁର ବାଲିକୁଦାର ପୂର୍ବତନ ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ୱାଇଁ ଆଉ ନାହାନ୍ତି। ଭୁବନେଶ୍ୱରରେ ଆଜି ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବାଲିକୁଦା ବ୍ଲକ ମାଛଗାଁ ପଞ୍ଚାୟତ ମାଛଗାଁ ରେ ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ଉମେଶ । କାର୍ତିକ ସ୍ବାଇଁଙ୍କ ୪ ସନ୍ତାନ ମଧ୍ୟରୁ ସେ ହେଉଛନ୍ତି […]
ଦୀପକ ସାହୁ(କଳାହାଣ୍ଡି): କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ରୁପ୍ରାରୋଡ଼ ଅଗ୍ରସେନ ଭବନ ଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି । ଜିଲ୍ଲା ସଭାପତି କମ୍ବୁପାଣି ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଜାତୀୟ ପ୍ରେସ ଦିବସରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ସାମ୍ବାଦିକ ରାହସ ବିହାରୀ ବେହେରା ଯୋଗ ଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ବିଜୟ ଦ୍ବିବେଦୀ […]
ତ୍ରିନାଥ ବାରିକ(ସତ୍ୟବାଦୀ): ଆଜି ହେଉଛି ଜାତୀୟ ପ୍ରେସ ଦିବସ।ଏହି ଅବସରରେ ଆଜି ରାଜ୍ୟ ସ୍ତରୀୟ ଜାତୀୟ ପ୍ରେସ ଦିବସ ସମାବେଶ ପୁରୀ ଜିଲ୍ଲା ପିପିଲି ଠାରେ ଉତ୍କଳମଣି ସାମ୍ବାଦିକ ସଙ୍ଘ ଓ ପିପିଲି ପେଷାଦାର ସାମ୍ବାଦିକ ସଙ୍ଘ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ରାଜ୍ୟର ସାମ୍ବାଦିକ ଙ୍କ ସହ ସ୍ଥାନୀୟ ଅଞ୍ଚଳର ସାମ୍ବାଦିକ ମାନେ ଯୋଗ ଦେଇଥିଲେ। ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସାହାଯ୍ୟ ସହଯୋଗ ନିତ୍ୟାନ୍ତ […]
ନାମୋ ଗୁରୁ(ସୋନପୁର):୧୬/୧୧-ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି l ଜିଲ୍ଲା ସାମ୍ବାଦିକ ସଂଘ ସମ୍ପାଦକ ,ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ବ୍ଯୋମକେଶ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟ ଅତିଥି ଭାବରେ ଏବଂ ସମ୍ମାନୀତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ୍ ମିଞ୍ଜ୍, ବକ୍ତା ଭାବେ ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ ସୁବର୍ଣ୍ଣପୁର ଶାଖା […]