କେନ୍ଦ୍ରାପଡ଼ା(ନି.ପ୍ର): ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସଙ୍ଗୀତ ମୂର୍ଚ୍ଛନା ତରଫରୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ଜିଲ୍ଲା ପ୍ରଶାସନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ମୂର୍ଚ୍ଛନା ଭଜନ ମଞ୍ଚ ର କଳାକାର ମାନେ ଚିତା କର୍ଶକ ଭଜନ ପରିବେଷଣ କରିଥିଲେ। ପ୍ରାରମ୍ଭରେ ମୂର୍ଚ୍ଛନା ଅନୁଷ୍ଠାନ ର ପ୍ରତିଷ୍ଠାତା ଓ ସଙ୍ଗୀତ ନିର୍ଦ୍ଦେଶକ ବସନ୍ତ କୁମାର ଦାସ ସମସ୍ତ କଳାକାର ମାନଙ୍କ […]
ରାଜ୍ୟ
ବରଗଡ଼୦୧/୦୭(ନବୀନ କୁମାର ଦାଶ):ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଅମା ନୁଷିକ ଆକ୍ରମଣକୁ ଦୃଢ଼ନିନ୍ଦା କରି ବରଗଡ ଜିଲ୍ଲାରେ କାର୍ଯ୍ୟ ରତ ୪୨ ଜଣ ଓଏଏସ ଅଧି କାରୀ ଏବଂ ୨୨ ଜଣ ଓଆର ଏସ ଅଧିକାରୀଙ୍କୁ ମିଶାଇ ସମୁ ଦାୟ ୬୫ ଜଣ ଅଧିକାରୀ ଆଜି ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଆବେଦନ ପତ୍ର […]
ବାସ୍ତବ ବ୍ୟୁରୋ: ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବାର ସମ୍ଭାବନା ରହିଛି। ବୁଧବାର ପାଇଁ ପାଣିପାଗ ବିଭାଗ ପକ୍ଷରୁ-ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, […]
ବାସ୍ତବ ବ୍ୟୁରୋ: ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଶାଶ୍ବତ ମିଶ୍ରଙ୍କୁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ସହ ଇଡ୍କୋର ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାନୁଯାୟୀ, ୫୨ ବର୍ଷୀୟ ଶାଶ୍ବତ ମିଶ୍ର ଢେଙ୍କାନାଳ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ଛାତ୍ର […]
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା,କ୍ରୀଡା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ୨୨୦୭.୭ ଲକ୍ଷ ଅଟକଳ ମୂଲ୍ୟର ୧୬ ଗୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ସହ ହିତାଧିକାରୀଙ୍କୁ ପ୍ରଦାନ କଲେ ବିଭିନ୍ନ ସରକାରୀ ସୁବିଧା। ବରଗଡ଼(ନବୀନ ଦାଶ) ୨୮/୦୬:ରାଜ୍ୟ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ସ୍ଥାନୀୟ ଆରଏମସି ପଡିଆ ଠାରେ ଗରିବ କଲ୍ୟାଣ ଏବଂ ବିକାଶ ସମାବେଶ ଅନୁଷ୍ଠିତ ହୋଇଛି।ସମାବେଶରେ ମୁଖ୍ୟ ଅତିଥି ଭାବେ […]
୨୯ରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ।ଭୁବନେଶ୍ୱର(ନି.ପ୍ର)୨୮/୦୬: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ […]
ଦିପକ ପୃଷ୍ଠି(ରାୟଗଡ଼ା) : ଅଖଣ୍ଡ ଓଡ଼ିଶା ମିଶନ ଓ ଏହାର ମୁଖପତ୍ର ଐକତାନ ତରଫରୁ ଲୋହିଆ ଏକାଡେମୀ ଭୁବନେଶ୍ୱର ଠାରେ ଆୟୋଜିତ ହୋଇଥିବା ଏକ ରାଜ୍ୟ ସ୍ତରୀୟ ସମ୍ମିଳନୀରେ ଓଡ଼ିଶା ଆଦିବାସୀ ମଞ୍ଚର ରାଜ୍ୟ ଆବାହିକା ବିଦୁଲତା ହୁଇକାଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଛି । ଏଥିରେ ବିଶିଷ୍ଟ ସର୍ବୋଦୟ ନେତ୍ରୀ ଶ୍ରୀଯୁକ୍ତା କୃଷ୍ଣା ମହାନ୍ତି ଉଦ୍ଘାଟିକା, ପ୍ରାକ୍ତନ ନ୍ୟାୟମୂର୍ତ୍ତି ଶ୍ରୀ ଅରୁନ କୁମାର ପରିଚ୍ଛା ମୁଖ୍ୟ […]
ବରଗଡ଼୨୩/୦୬/(ନବୀନ କୁମାର ଦାଶ):ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରି ସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ […]
ଦିପକ ପୃଷ୍ଠି(ରାଇଗଡା): ମୁଁ ଆପାଲାସ୍ୱାମୀ କାଡ୍ରାକା, ଆପଣ ମାନେ କରିଥିବା ବିଶ୍ୱାସର ବର୍ଷ । ଆଶା ଓ ଭରଷାର ଗୋଟିଏ ବର୍ଷ । ଭଲ ପାଇବାର ଗୋଟିଏ ବର୍ଷ ବିତିଛି । ଆଦିବାସୀ କନ୍ଧ ସମ୍ପ୍ରଦାୟରେ ମୋର ଜନ୍ମ । ଏହି ମାଟି ସ୍ୱାଭିମାନର ମାଟି।କିନ୍ତୁ ଡାକ୍ତର, ପିଣ୍ଢା ଏବଂ ଶ୍ମସାନ ଘାଟରେ ମୋ ଜିଲାର ଲୋକେ ହାରିଯାଆନ୍ତି । ସେହି ସ୍ଥାନରେ ମୋ ମାଁ ଭଉଣୀଙ୍କ ସହ ଠିଆ […]
ଲୋଇସିଂହା(ନି.ପ୍ର)୨୩/୦୬/୨୦୨୫: ଗତକାଲି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଆଦିବାସୀ ସାଂସ୍କୃତିକ ସଂଘ ଏବଂ ସୁର ସଙ୍ଗମ ମିଳିତ ଆନୁକୂଲ୍ୟରେ ଓଡ଼ିଶା ସରକାରଙ୍କ ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଲୋଇସିଂହା ଆଇ.ସି.ଡ଼ି.ଏସ୍. ଠାରେ ଏକ ଦିବସୀୟ ଲୋକ ନାଟକ ମହୋତ୍ସବ ଏବଂ ପଶ୍ଚିମ ଓଡ଼ିଶା ଭାଷା କଳା ସଂସ୍କୃତିର ପ୍ରଚାରକ କିମ୍ବଦନ୍ତୀ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କ ଜନ୍ମ ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି। ନିସାର ଅହମଦ ନିସାରଙ୍କ ପ୍ରାରମ୍ଭିକ […]


