ବାସ୍ତବବ୍ୟୁରୋ(ଭୁବନେଶ୍ବର):ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ,ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢ଼େଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ପ୍ରଭୁତି ଜିଲ୍ଲା ଗୁଡିକରେ,ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]

ଜଗତସିଂହପୁର-(ବାସ୍ତବବ୍ୟୁରୋ):ମହାନଦୀର ତଳ ମୁଣ୍ଡ ଜଗତସିଂହପୁର ତିର୍ତ୍ତୋଲ ଓ କୁଜଙ୍ଗ ଅଞ୍ଚଳରେ, ଶନିବାର ସକାଳ ଠାରୁ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି । ଫଳତଃ ଆଉ ୧୦ରୁ ଉର୍ଦ୍ଧ୍ୱ ଗାଁରେ ପାଣି ପଶିଛି ।ହୀରାକୁଦରେ ଗେଟ୍ ଧୀରେ ଧୀରେ ବନ୍ଦ ହେବାରେ ଲାଗିଥିଲେ ମଧ୍ୟ,ବନ୍ୟା ପରିସ୍ଥିତି ବଢ଼ିବାରେ ଲାଗିଛି । ମୁଖ୍ୟତଃ ତରି ଜଙ୍ଗା ପଞ୍ଚାୟତ କୋଟ କଣା ଗାଁ ସମ୍ପୂର୍ଣ୍ଣ ବାହ୍ୟ ଜଗତରୁ ବିଛିନ୍ନ ହୋଇ ଯିବା ହେତୁ ଉକ୍ତ,ଗାଁର […]

ମାଲକାନଗିରି-କାଲିମେଳା ବ୍ଲକ ର ମୋଟୁ ଥାନା ଅନ୍ତର୍ଗତ ଏମ ଭି ୮୮ ଗ୍ରାମ ନିକଟରେ ଆଜି ଅପରାହ୍ନ ସମୟରେ ହୋଇଥିବା ଏକ ସଡକ ଦୁର୍ଘଟଣା ରେ ଜଣେକ ର ମତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଥିବା ଜଣାପଡିଛି। ମୃତ ବ୍ୟକ୍ତି ଜଣକର ବର୍ତ୍ତମାନ ସୁଦ୍ଧା ପରିଚୟ ମିଳିପାରିନଥିବା ବେଳେ ଆହତ ଚାରି ଜଣ ବ୍ୟକ୍ତି କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଏମ ଭି ୭୯ ମେଡିକାଲ କୁ […]

ଦେବକାନ୍ତ ମହାନ୍ତି, (ଚାନ୍ଦବାଲି)୧୮-୯- ଚାନ୍ଦବାଲି ବ୍ଲକରେ ବିଜେପି ଦଳ ପକ୍ଷରୁ ଭାରତର ଯଶଶ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ଅବସରରେ କୃଷକ ଓ ସୈନିକ ଦିବସ ପାଳିତ ହୋଇଯାଇଛି । ଏହି ସେବା ସପ୍ତାହ ଅବସରରେ ବିଜେପି କୃଷକ ମୋର୍ଚ୍ଚାର ସଭାପତି ଅଶୋକ ରାଉଳଙ୍କ ନେତୃତ୍ୱରେ ଚାନ୍ଦବାଲି ସୁରଜ ଗେଷ୍ଟ ହାଉସ ପରିସରରେ ଏକ କୃଷକ ଓ ସୈନିକ ସମ୍ମାନ ଦିବସ ପାଳନ ରରାଯାଇଥିଲା । ଏକ ଶହ […]

 ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୫୫୬୪ଜଣ ସୁସ୍ଥ ହୋଇଛନ୍ତି ।   ଉପରମୁଣ୍ଡରୁ […]

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଛି ।   ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୯୬ ଜଣ ଅଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୯୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି […]

ନନ୍ଦନକାନନରେ ଆଜି (ଗୁରୁବାର) ସକାଳେ ଖୁଆଡ ନଂ ୧୦୨ରେ ରହୁଥିବା ଗୟଳ  ଏକ ଶାବକ ଜନ୍ନ ଦେଇଛି । ମା ଛୁଆ ସୁସ୍ଥ ଅଛନ୍ତି ବୋଲି ନନ୍ଦନକାନନ  ଉପନିର୍ଦେଶକ ସଞିତ୍ କୁମାର ସୂଚନା ଦେଇଛନ୍ତି । ନବଜାତକ ଶାବକକୁ ମିଶାଇ ନନ୍ଦନକାନନର ଗୟଳ ମାନଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ […]

ହ୍ବାଟସ୍ ଆପ୍ ର ଅନେକ ବୈଶିଷ୍ଟ୍ୟର ସେଟିଂସମୂହକୁ ସ୍ଥିତିରୁ ଲାସଟ ସିନ କୁ ପରିବର୍ତ୍ତନ କରି, ଆପଣ ଆକାଉଣ୍ଟକୁ ପୂର୍ବ ଅପେକ୍ଷା ଅଧିକ ସୁରକ୍ଷିତ କରିବେ | ଏଥିରେ ଦୁଇ-ସୋପାନ ଯାଞ୍ଚରୁ ଫିଙ୍ଗର ପ୍ରିଣ୍ଟ ଲକ୍ ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ | ଫେସବୁକ୍ ମାଲିକାନା ଇନଷ୍ଟାଣ୍ଟ ମେସେଜିଂ ଆପ୍ ହ୍ବାଟସ୍ ଆପ୍ ଏହାର ଗୋପନୀୟତା ନୀତିକୁ ନେଇ ବିବାଦ ହୋଇଥାଇପାରେ, କିନ୍ତୁ ଏହାକୁ ଏପରି ଅନେକ ବୈଶିଷ୍ଟ୍ୟ ଦିଆଯାଇଛି ଯାହା ଆପଣଙ୍କ […]

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୭୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି ।  ଉପରମୁଣ୍ଡରେ […]

ନୂଆଦିଲ୍ଲୀ:ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା JEE-Main ର ଫଳାଫଳ ମଙ୍ଗଳବାର ରାତିରେ ଘୋଷଣା କରାଯାଇଥିଲା ଯେଉଁଥିରେ ମୋଟ ୪୪ ଜଣ ପ୍ରାର୍ଥୀ ୧୦୦ପ୍ରତିଶତ ସ୍କୋର କରିଥିଲେ। ୧୮ ଜଣ ପ୍ରାର୍ଥୀ ଶୀର୍ଷ ମାନ୍ୟତା ପାଇଛନ୍ତି | ମଙ୍ଗଳବାର ରାତିରେ ଶିକ୍ଷା ମନ୍ତ୍ରଣାଳୟର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଏହି ବର୍ଷଠାରୁ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସ୍କୋରରେ ଉନ୍ନତି ଆଣିବାକୁ ସୁଯୋଗ ଦେବା ପାଇଁ ଯୁଗ୍ମ ପ୍ରବେଶିକା ପରୀକ୍ଷା (JEE) – ବର୍ଷକୁ ଚାରିଥର […]

Pin It on Pinterest