ବରଗଡ଼୧୨.୦୬.୨୦୨୫(ନବୀନ କୁମାର ଦାଶ):ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ସ୍ମୃତି କମିଟି ଏବଂ ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ ମିଳିତ ଆନୁକୂଲ୍ୟ ରେ ଗତକାଲି ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଗୁରୁ ଭଗବାନ ସାହୁଙ୍କ ୯୫ ତମ ଜନ୍ମୋତ୍ସବ ରେ ଏକ ଦିବସୀୟ ରାଜ୍ୟସ୍ତରୀୟ ଗୁରୁ ଭଗବାନ ସାହୁ ମହୋତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଅଛି। ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ଗୁରୁ ଭଗବାନ ସାହୁଙ୍କ ଫଟୋ ଚିତ୍ରରେ […]

ବରଗଡ଼୧୨.୦୬.୨୦୨୫(ନବୀନ କୁମାର ଦାଶ):ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ରାଜ୍ୟ ସରକାରଙ୍କ ୧ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରେ ଆୟୋଜିତ ହେଉଛି ଜିଲ୍ଲାସ୍ତରୀୟ ବିକାଶ ମେଳା- ୨୦୨୫ । ସେବା, ସୁଶାସନ ଓ ସଫଳତାର ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ଖୋଲିଛି ସୁଆଦିଆ ଖାଦ୍ୟର ପସରା ଓ ବିଭିନ୍ନ ବିଭାଗର ସଫଳତା ପ୍ରଦର୍ଶନୀ। ପ୍ରତି ସନ୍ଧ୍ୟାରେ ପ୍ରଦର୍ଶିତ ହେଉଛି ଆକର୍ଷଣୀୟ ସାଂସ୍କୃତିକ […]

କେନ୍ଦ୍ରାପଡ଼ା(ନି.ପ୍ର)୧୨/୬/: ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଓ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି କେନ୍ଦ୍ରାପଡ଼ା ଗସ୍ତରେ ଆସି ସ୍ଥାନୀୟ ସଂସ୍କୃତି ଭଵନରେ ହିତାଧିକାରୀମାନଙ୍କୁ ରେସନ କାର୍ଡ ବଣ୍ଟନ କରିଥିଲେ। ଏହା ପରେ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଯୋଜନା ସହିତ ସଫଳତାକୁ ଲୋକଙ୍କ ପାଖକୁ ପହଂଚେଇବାକୁ ସମସ୍ତ ସାମ୍ବାଦିକ ବନ୍ଧୁ ମାନଙ୍କୁ […]

ରାକେଶ ମହାନ୍ତି(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତ ଦାସିଆ ଡ୍ୟାନ୍ସ ଏକାଡେମୀ ଓ ଭକ୍ତ ଦାସିଆ ସେବା ମହାସଂଘ ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ସମ୍ମୁଖରେ ତୁଳସୀ କ୍ଷେତ୍ର ସ୍ନାନ ଯାତ୍ରା ମହୋତ୍ସବ ଓ ଭକ୍ତ ଦାସିଆ ସେବା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ସକାଳୁ ମହାସଂଘ ପକ୍ଷରୁ ଭକ୍ତ ଦସିଆଙ୍କ ସେବା ସିଦ୍ଧ ବଳଦେବଜୀଉଙ୍କୁ ଅର୍ପଣ […]

ସଂଜୟ ଶତପଥୀ(କଟକ): କଟକ ଉଠାଦୋକାନୀ ମହାସଙ୍ଘ ପକ୍ଷରୁ ଉଚ୍ଛେଦ ନ କରି ଥଇଥାନ ଓ ଭେଣ୍ଡିଂ ଜୋନ ଯୋଗାଇ ଦେବା ଦାବିରେ ରାଣୀହାଟ, ପ୍ରେସଛକ, ସିଡିଏ, ମଧୁପାଟଣା ଓ ବାଦାମବାଡ଼ିରେ ଉଚ୍ଛେଦ ହୋଇଥିବା ଉଠାଦୋକାନୀମାନେ ଆଜି ପୂର୍ବାହ୍ନରେ କଟକ ଜିଲ୍ଲାପାଳଙ୍କୁ କାର୍ଯ୍ୟାଳୟରେ ଭେଟି ଦାବିପତ୍ର ପ୍ରଦାନ କରିଥିଲେ । ଆଇନି ଅନୁସାରେ ଉଠାଦୋକାନୀମାନଙ୍କୁ ଉଚ୍ଛେଦ ପୂର୍ବରୁ ଥଇଥାନର ପ୍ରାବଧାନ ଥିଲେ ମଧ୍ୟ ନାଳ ସଫାକରିବା ଆଳରେ ଉପରୋକ୍ତ ଅଞ୍ଚଳମାନଙ୍କରେ ଉଚ୍ଛେଦ […]

କେନ୍ଦ୍ରାପଡ଼ା(ନି.ପ୍ର)୧୦.୦୬.୨୦୨୫:କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଭାରୀ ତଥା ମାନ୍ୟବର ମନ୍ତ୍ରୀ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟପାର ଏବଂ ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ଶ୍ରୀ ସୂର୍ଯ୍ୟଵଂଶୀ ସୂରଜ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତକରି ସରକାରଙ୍କ ବିଭିନ୍ନ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି | ସ୍ଥାନୀୟ ଜିଲ୍ଲପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ମହାକାଳପଡା ବିଧାୟକ ଡ.ଦୁର୍ଗା ପ୍ରସନ୍ନ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ […]

 ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଂଟି ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କ ସମେତ ସମିତି ସଭ୍ୟା, ସରପଂଚ ଓ ବିଜେଡି କର୍ମୀଙ୍କ ବିଜେପିରେ ଯୋଗଦାନ ।  ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତି । ଭୁବନେଶ୍ୱର(ନି.ପ୍ର)୦୯/୦୬: ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧ ପରିକର । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ […]

ବାସ୍ତବ ବ୍ୟୁରୋ: ଜୁନ୍ ୨୦ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।  ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି  ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ।  ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ଏବଂ ତାଙ୍କ ଗସ୍ତ ସମୟରେ ଘୋଷଣା ସମ୍ପର୍କରେ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି। ଭୁବନେଶ୍ୱରର ଜନତା ମଇଦାନରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବିଜେପି […]

ଭୁବନେଶ୍ୱର(ନି.ପ୍ର)୦୬/୦୬: ବରଗଡ଼ ଜିଲ୍ଲା ଅନ୍ତର୍ଗତ ପୁରାତନ ମେଲଛାମୁଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ମହମ୍ମଦ ରଫିକ୍‌ଙ୍କ ୭୧ ବର୍ଷ ବୟସରେ ଆଜି ପରଲୋକ ଘଟିଛି। ସେ କିଛିଦିନ ହେବ ବରଗଡ଼ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସ୍ୱର୍ଗତଃ ରଫିକ୍ ୨୦୦୪ରୁ ୨୦୦୯ପର୍ଯ୍ୟନ୍ତ ମେଲଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ। ଏଥିସହ ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ କାର୍ଯ୍ୟ କରିଥିଲେ। ସେ ସୋହେଲା ଦୁର୍ଗାପୂଜା […]

ପୁରୀ(ନି.ପ୍ର)୬/୬ :ଆଗାମୀ ଘୋଷଯାତ୍ରା ପାଇଁ ଆଇସିଏମଆର ଇଣ୍ଡିଆ ଇଏମ ଏସ ପ୍ରକଳ୍ପ ଏବଂ ଏନ ଏସ ଏସ ବ୍ୟୁରୋ (ଏମ୍ସ ଭୁବନେଶ୍ୱର) ଏକ ହୃଦ-ଫୁସଫୁସିୟ ପୁନର୍ଜୀବନର ପ୍ରଣାଳୀ (ସିପିଆର ) ଏବଂ ପ୍ରାଥମିକ ଚିକିତ୍ସା ତାଲିମ ଆୟୋଜନ କରିଛନ୍ତି। ଜିଲ୍ଲା ପ୍ରଶାସନ, ପୁରୀ ସହିତ ମିଳିତ ସହଯୋଗରେ ଏକ ଦିନିକିଆ ସିପିଆର ଏବଂ ପ୍ରାଥମିକ ଚିକିତ୍ସା ତାଲିମ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଥିଲା। ICMR-ଇଣ୍ଡିଆ ଇଏମଏସ୍ ପ୍ରୋଜେକ୍ଟ ହେଉଛି […]

Pin It on Pinterest