ବାସ୍ତବ ବ୍ୟୁରୋ: ଆଜି ୬୭ ବର୍ଷରେ ପାଦ ଥାପିଛନ୍ତି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତିଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇ କହିଛନ୍ତି, “ତାଙ୍କ ଜୀବନ ଏବଂ ନେତୃତ୍ୱ ଦେଶର କୋଟି କୋଟି ଲୋକଙ୍କୁ ପ୍ରେରଣା ଦିଏ”। ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ୍ କରିଛନ୍ତି, “ରାଷ୍ଟ୍ରପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କ ଜୀବନ ଏବଂ ନେତୃତ୍ୱ ଦେଶର କୋଟି କୋଟି ଲୋକଙ୍କୁ ପ୍ରେରଣା ଦିଏ। […]
ରାଜ୍ୟ
ବାସ୍ତବ ବ୍ୟୁରୋ: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ ସମସ୍ୟା ପାଇଁ ଚିକିତ୍ସିତ ହେବାକୁ ମୁମ୍ବାଇ ଯିବେ । ଏନେଇ ନିଜେ ‘ଏକ୍ସ’ରେ ଟୁଇଟ୍ କରି ସୂଚନା ଦେଇଛନ୍ତି ନବୀନ ପଟ୍ଟନାୟକ । ସେ ଆସନ୍ତା ୨୨ ତାରିଖରେ ସେ ମୁମ୍ବାଇ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ମୁମ୍ବାଇସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଏହି ଚିକିତ୍ସା ହେବ ନବୀନ। ବ୍ୟକ୍ତିଗତ ଡାକ୍ତର ରମାକାନ୍ତ […]
ବାସ୍ତବ ବ୍ୟୁରୋ: କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି । ଓଡ଼ିଆ ଲେଖକ ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ବାଳ ସାହିତ୍ୟ ପୁରସ୍କାରରେ ସମ୍ମାନୀତ କରାଯିବ । ସୁବ୍ରତ ସେନାପତି ‘କଦମ୍ବବନ’ ପୁସ୍ତକ ଓ ରାଜକିଶୋର ପାଢୀ ‘କେତେ ଫୁଲ ଫୁଟିଚି’ ପାଇଁ ଏହି ମର୍ଯାଦାଜନକ ପୁରସ୍କାର ପାଇବେ। ଉଭୟଙ୍କୁ ପୁରସ୍କାର ବାବଦକୁ ୫୦ ହଜାର ଟଙ୍କା, ଉପଢୌକନ ଓ ସ୍ମାରକୀ […]
ଭୁବନେଶ୍ୱର୦୬.୨୦୨୫ :ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ । ‘ପୁରୀ ଆପଣ ବହୁତ କିଛି କରିଛନ୍ତି […]
ବରଗଡ଼୧୭/୦୬(ନବୀନ କୁମାର ଦାଶ):ବରଗଡ଼ ୱାର୍ଡ ନଂ ୧୧ ଘରୋଇ ବସଷ୍ଟାଣ୍ଡ ଅଞ୍ଚଳରେ ଏକ ସଫେଇ ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଅଛି।କାଉନସିଲର ସୁନନ୍ଦା ପଣ୍ଡା ଙ୍କ ତତ୍ବାବଧାନ ରେ ହୋଇଥିବା ଏହି ଅଭିଯାନ କୁ ବ୍ୟାପକ କରାଯାଇ ସମସ୍ତ ଅଞ୍ଚଳକୁ ସଫା ସୁତୁରା ରଖାଯିବ ବୋଲି ଶ୍ରୀମତୀ ପଣ୍ଡା ତାଙ୍କ ବକ୍ତବ୍ୟରେ ଜଣାଇଛନ୍ତି। ଏହି ଅବସରରେ ସଫେଇ କର୍ମଚାରୀ ମାନଙ୍କ ଗହଣରେ ବିଶିଷ୍ଟ ସମାଜସେବୀ ସତ୍ୟ ନାରାୟଣ ପଣ୍ଡା ଙ୍କ ଜନ୍ମ […]
ବରଗଡ଼୧୭/୦୬(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳର ଚାଷୀ ମାନଙ୍କ ଧାନ ବିକ୍ରି ସମସ୍ୟା କୁ ଉପଲବ୍ଧି କରି ଭାରତୀୟ ଜନତା ପାର୍ଟି ଅତାବିରା ଏକ ପ୍ରତିନିଧି ମଣ୍ଡଳ ରାଜ୍ୟସରକାର ଙ୍କ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ସମ୍ବଳପୁର ବିଧାୟକ ଜୟନାରାୟଣ ମିଶ୍ର ଙ୍କୁ ଶୀଘ୍ର ଚାଷୀ ଙ୍କ ଧାନ ମାର୍କେଟ ରୁ ଇଠାଇବା ଏବଂ ଧାନ ବିକ୍ରି ନହେବା ପର୍ଯ୍ୟନ୍ତ ଯେମିତି ଟୋକନ ବଳବତ୍ତର […]
ବାସ୍ତବ ବ୍ୟୁରୋ: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର। ୨୪ ଘଣ୍ଟାରେ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢେ ୫ଟା ସମୟରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ […]
ବରଗଡ଼୧୬.୦୬.୨୦୨୫(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା,ଉପଜିଲ୍ଲାପାଳ […]
ବରଗଡ଼(ନବୀନ କୁମାର ଦାଶ):ବିକାଶ ମେଳାର ଚତୁର୍ଥ ଦିବସରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହାଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାସ୍ତରୀୟ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ପାଳ ମଧୁଛନ୍ଦା ସାହୁଙ୍କ ସମେତ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ […]
ବାସ୍ତବ ବ୍ୟୁରୋ: ଜୁନ୍ ୨୦ରୁ ରାଜ୍ୟରେ ଖୋଲିବ ସ୍କୁଲ । ଜୁନ୍ ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ । ସ୍କୁଲରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ଭଲ ଖାଦ୍ୟ ମିଳିବ । ଯେମିତି ସ୍ୱାସ୍ଥ୍ୟକର ପରିବେଶ […]


