ଭୁବନେଶ୍ବର/୩‌/୨୦୨୫: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ରଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ବିଶିଷ୍ଟ ସାହିତ୍ୟିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦ୍ ଗତି ନିମନ୍ତେ ୨ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ, ସ୍ତମ୍ଭକାର […]

ବାସ୍ତବ ବ୍ୟୁରୋ: ଆରମ୍ଭ ହେଲା ମୁସଲିମ ଧର୍ମାବଲମ୍ବୀଙ୍କ ପବିତ୍ର ମାସ ରମଯାନ । ଶନିବାର ଚାନ୍ଦ କମିଟିର ନିଷ୍ପତ୍ତି କ୍ରମେ ପବିତ୍ର ମାସ ର ଆରମ୍ଭ ହୋଇଚି । ଶନିବାର ତରାବି ପରେ ଉପବାସ ଆରମ୍ଭ ହୋଇଚି । ମୁସଲମାନମାନେ ବିଶ୍ୱାସ କରନ୍ତି ଯେ ୧୪୦୦ ବର୍ଷ ପୂର୍ବେ ଏହି ପବିତ୍ର ମାସ ରେ ପ୍ରଫେଟ ମହମ୍ମଦଙ୍କ ଉପରେ କୋରାନର ପ୍ରଥମ ପଂକ୍ତି ଲେଖାଯାଇଥିଲା। ପବିତ୍ର ରମଯାନ ମାସ ମୁସଲମାନମାନଙ୍କୁ […]

ରାଜ୍ୟ ଚଳଚ୍ଚିତ୍ର ଜଗତ ପାଇଁ ଅପୁରଣୀୟ କ୍ଷତି : ମନମୋହନ ସାମଲ ।ବାସ୍ତବବ୍ୟୁରୋ(ଭୁବନେଶ୍ବର)୨୮/୦୨: ଓଡିଆ ଚଳଚ୍ଚିତ୍ର ଜଗତର ସର୍ବାଧିକ ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ଉତମ ମହାନ୍ତିଙ୍କ ନୂଆଦିଲ୍ଲୀ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ସ୍ୱର୍ଗତଃ […]

ବାସ୍ତବ ବ୍ୟୁରୋ : ପରଲୋକରେ ବିଶିଷ୍ଟ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତି । ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ‌ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତାଙ୍କର ପରଲୋକ ନେଇ ତାଙ୍କର ଘନିଷ୍ଠ ସଂପର୍କୀୟଙ୍କ ସୂତ୍ରରୁ ଏହି ସୂଚନା ମିଳିଛି। ଉତ୍ତମ ମହାନ୍ତିଙ୍କୁ କିଛି ଦିନ ପୂର୍ବରୁ ଭୁବନେଶ୍ବରସ୍ଥିତ ଏକ ଘରୋଇ […]

ବାସ୍ତବବ୍ୟୁରୋ(କଟକ): କଟକ ମହାନଗର ନିଗମ ଅନ୍ତର୍ଗତ ସେକ୍ଟର -୬,ସି.ଡି.ଏ ର ଜଣାଶୁଣା ଧର୍ମପରାୟଣ ମହିଳା ଶ୍ରୀମତୀ ପ୍ରମୋଦା ମିଶ୍ର ଙ୍କ ର ଗତ ରବିବାର ଦିନ କଟକର ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲ ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା।ସ୍ବର୍ଗତାଃ ମିଶ୍ର ବିଗତ ୩ ମାସ ଧରି ଅସୁସ୍ଥ ଥିଲେ।ସେ ଓଡ଼ିଶା ପୋଲିସ୍ ବିଭାଗର ଅପରାଧ ନିୟନ୍ତ୍ରଣ ଶାଖା, କଟକ […]

ସନ୍ତୋଷ ପାତ୍ର(ଭବାନୀପାଟଣା):ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ଵଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ଅତିଥି ପରିଚୟ ପ୍ରଦାନ […]

ବରଗଡ଼୨୪/୨(ନବୀନ କୁମାର ଦାଶ):ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା […]

ମେଦ ବହୁଳତାରୁ ଦୂରେଇ ନିଜକୁ ଫିଟ ରଖିବା: ମନମୋହନ ସାମଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ପ୍ରତି ରୁଚି ବଢ଼ିଛି ନାରୀଶକ୍ତି ଦେଶକୁ ସମୃଦ୍ଧ ଓ ସମ୍ପନ୍ନ କରୁଛି ଏଆଇ କ୍ଷେତ୍ରରେ ଭାରତକୁ ଆଗେଇ ନେବାକୁ ଆହ୍ୱାନଭୁବନେଶ୍ୱରତା.୨୩/୦୨: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୯ତମ ସଂସ୍କରଣରେ ଇସ୍ରୋର ସଫଳତା ବଖାଣିବା ସହ ଏଆଇ ଟେକ୍ନୋଲୋଜିରେ ଭାରତ ଭୂମିକା,ନାରୀ ସମ୍ମାନ ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ […]

ବାସ୍ତବ ବ୍ୟୁରୋ: ପରଲୋକରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତ। ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥି ସହିତ ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ।  ମାୟାଧର ରାଉତ କଟକ ଜିଲ୍ଲାରେ ୧୯୩୦ ମସିହା […]

ବରଗଡ଼୨୨/୨(ନବୀନ କୁମାର ଦାଶ): ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ରେ ହୋଇଥିବା ମାସିକ କାର୍ଯ୍ୟକାରିଣୀ ସଭା ରେ ଅନେକ ଗରୁତ୍ୱପୂର୍ଣ କାର୍ଯ୍ୟକ୍ରମ ଯଥା ପ୍ରତିଷ୍ଠା ଦିବସ ପାଳନ, ସ୍ୱାସ୍ଥ୍ୟ ସେବା ଶିବିର, ପୋଲିସ ପରିଚୟ ପତ୍ର ପ୍ରଦାନ ରେ ନିଷ୍କ୍ରିୟତା ପାଇଁ ସମ୍ବଲପୁର ଉତ୍ତରାଞ୍ଚଳ ଡ଼ି ଆଇ ଜି ଙ୍କୁ ସାକ୍ଷାତକାର ଆଦି ଉପରେ ଆଲୋଚନା ହୋଇ ନିଷ୍ପତି ନିଆଗଲା। ତନମଧ୍ୟରୁ କେବଳ ମୁଖ୍ୟ ଚିକିତ୍ସାଳୟ କେନ୍ଦ୍ରରେ […]

Pin It on Pinterest