ବରଗଡ଼(ନବୀନ କୁମାର ଦାଶ): ସୁନ୍ଦରଗଡ଼ ର ବିକାଶ ସମ୍ମିଳନୀ କକ୍ଷରେ ପଶ୍ଚିମ ଓଡ଼ିଶାର ୧୧ ଟି ଜିଲ୍ଲାକୁ ନେଇ ମହାସଂଘ ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଅଛି ।ଏଥିରେମହାସଂଘ ସଭାପତି ପ୍ର :ଟହଲୁ ସାହୁ ଅଧକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧକ୍ଷା ଶ୍ରୀମତୀ ତନୟା ମିଶ୍ର, ସମ୍ମାନୀତ ଅତିଥି ଭାବେ ଶ୍ରୀ ସୁରଞ୍ଜନ କୁମାର ସାହୁ, ବରିଷ୍ଠ ପ୍ରଶାସକ, ମହାସଚିବ ଶ୍ରୀ ନାରାୟଣ ନାୟକ, କୋଷାଧକ୍ଷ […]

ବାସ୍ତବ ବ୍ୟୁରୋ: ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ସହ ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି […]

ସଂଜୟ ଶତପଥୀ(କଟକ):ଚଳିତ ବର୍ଷ ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ‌ ରଖି ଓ.ଏସ୍.ଏ.ପି ଷଷ୍ଠ ବାଟାଲିୟନ ପକ୍ଷରୁ ଓଏମପି ସ୍ଥିତ ବାଟାଲିୟନ ତରଫରୁ ପାନୀୟ ଜଳ ବିତରଣ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ବାଟାଲିୟନର ଦୁର୍ଗପତି ସୂର୍ଯ୍ୟନାରାୟଣ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଳ ବିତରଣ କେନ୍ଦ୍ରକୁ ଉଦଘାଟନ କରିଥିଲେ। ଉଦଘାଟନୀ ଉତ୍ସବରେ ଉପ ଦୁର୍ଗପତି ଅନୀଲ କୁମାର ପ୍ରଧାନ, ସହକାରୀ ଦୁର୍ଗପତି ମାନ୍ଧାତା ସାଇ,ସୁବାଷ ନାୟକ,ସୂର୍ଯ୍ୟକାନ୍ତ ଜେନା,ସୁରେଶ କିଷାନ ଇନିସପେକ୍ଟର […]

ବାସ୍ତବବ୍ୟୁରୋ(କଟକ): ଗରାପୁର ଡାକ ବଙ୍ଗଳା ଠାରେ କେନ୍ଦ୍ରାପଡ଼ା ଜିଲ୍ଲା ଯାତ୍ରା କମିଟି ସଂଘ ର କାର୍ଯ୍ୟ କାରିଣୀ ବୈଠକ ଜିଲ୍ଲା ସଭାପତି ମିହିର ସାମଲ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି। ଯାତ୍ରା ମାଲିକ ମାନଙ୍କର ଅହେତୁକ ମୂଲ୍ୟ ବୃଦ୍ଧି ଯୋଗୁଁ ଦର୍ଶକ ମାନଙ୍କ ସଂଖ୍ୟା କମୁଛି,କମିଟି ଲକ୍ଷାଧିକ ଟଙ୍କା କ୍ଷତି ସହିବାକୁ ପଡୁଛି , ଦିନ ଆସିବ ଯାତ୍ରା କଳା ସଂସ୍କୃତି କୁ ବଞ୍ଚାଇ ରଖିବାକୁ କଷ୍ଟ କର […]

ସଂଜୟ ଶତପଥୀ(କଟକ): ଏପ୍ରିଲ ଅଠର ତାରିଖ ଶୁକ୍ରବାର କଟକ ନଗର ର ବାରବାଟି କଟକ ନିର୍ବାଚନ ମଣ୍ଡଳୀର ସକ୍ରିୟ ସଦସ୍ୟ ସମ୍ମିଳନୀ ଦେଉଳ ସାହି ସ୍ଥିତ ମୋନାଲିସା ପ୍ୟାଲେସ ରେ ଅପରାହ୍ନ ଚାରି ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି। ବିଜେପି ର ପୂର୍ବତନ ଜ଼ିଲ୍ଲା ସଭାପତି ଶ୍ରୀ ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ହୋଇଥିବା ଏହି ସମ୍ମିଳନୀ ରେ ରାଜ୍ୟରୁ ମୁଖ୍ୟ ବକ୍ତା ଭାବେ ଶ୍ରୀ ସରୋଜ କୁମାର ମିଶ୍ର ଓ […]

ବାସ୍ତବବ୍ୟୁରୋ(ପୁରୀ): ଶ୍ରୀଜଗନ୍ନାଥ ଚେତନା ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ପୁରୀ ଆନୁକୂଲ୍ୟରେ ଶ୍ରୀକ୍ଷେତ୍ର ଧାମ ଦୁଦୁୱଲା ଧର୍ମଶାଳା ପୁରୀ ଠାରେ ଶ୍ରୀଜଗନ୍ନାଥ ଚେତନା ଶିବିର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ଦଳପତି ଡଃ ଶରତ ଚନ୍ଦ୍ର ପାତ୍ରଙ୍କ ନେତୃତ୍ବରେ ଓଡ଼ିଶାର ପ୍ରାୟ ସହସ୍ରାଧିକ ଚାରଣ ମାନେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ରାଧାବଲ୍ଲଭ ମଠର ମହନ୍ତ ପୂଜ୍ୟ ସ୍ୱାମୀ ରାମକୃଷ୍ଣ ଦାସ ମହାରାଜ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରି […]

 ଯୁବସମାଜ କଂଗ୍ରେସ ଦଳକୁ କେବେ କ୍ଷମା ଦେବେ ନାହିଁଭୁବନେଶ୍ୱର୧୮/୦୪: ୫ହଜାରରୁ ଉର୍ଦ୍ଧ୍ୱ ଦେଶଭକ୍ତ ଓ କ୍ରାନ୍ତିକାରୀଙ୍କ ଆର୍ଥିକ ସହଯୋଗରେ ୧୯୩୭ ମସିହାରେ ନ୍ୟାସନାଲ୍ ହେରାଲ୍ଡ ସମ୍ବାଦପତ୍ର ପ୍ରକାଶନ ଆରମ୍ଭ ହୋଇଥିଲା । ଏହା ନେହେରୁ ପରିବାରର ବ୍ୟକ୍ତିଗତ ମାଲିକାନା ନଥିଲା । ଦେଶର ସ୍ୱାଧୀନତା ସଂଗ୍ରାମ ସେନାନୀଙ୍କ ବାର୍ତାକୁ ସାରାଦେଶରେ ପହଁଚାଇବା ଏହି ସମ୍ବାଦପତ୍ରର ମୂଳ ଉଦ୍ଦେଶ୍ୟ ଥିଲା । ଭାରତବର୍ଷର ବିଭିନ୍ନ ସ୍ଥାନରେ ପ୍ରକାଶକ ଏଜେଏଲ୍ କମ୍ପାନୀ […]

ବରଗଡ଼୧୮/୪(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜର ସମର ଶିକ୍ଷାର୍ଥୀ ବାହିନୀ ନୈାସେନା ତୃତୀୟ ବର୍ଷର ଶିକ୍ଷାର୍ଥୀ ମାନଙ୍କର ଏକ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପ୍ରୟୋଜନୀ ଅଡର୍ଚାଟ ଅନ୍ଧାରି ପାଲି ପରିସରରେ ଅନୁଷ୍ଠିତ ହୋଇ ଯାଇଛି। କଲେଜ ଅଧ୍ୟକ୍ଷ ଡ଼ ପ୍ରମୋଦ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଲରମ୍ଭା କଲେଜର ଅବସର ପ୍ରାପ୍ତ ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ କିଶୋର ଚନ୍ଦ୍ର ହୋତା,ଅଧ୍ୟାପକ ପ୍ରଦିପ କୁମାର […]

ବାସ୍ତବ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି ।  ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ […]

ବାସ୍ତବ ବ୍ୟୁରୋ: ଆଜି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି ମୋହନ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।  ସୂଚନାଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ […]

Pin It on Pinterest