ବାସ୍ତବବ୍ୟୁରୋ:ଓଡିଶାରେ ଟୀକା ଅଭାବ ପାଇଁ ବାଲେଶ୍ୱର, ବରଗଡ଼, ବୌଦ୍ଧ, କଟକ, ଗଜପତି, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଓ ସୋନପୁର ଜିଲ୍ଲାରେ ଟିକାକରଣ ବନ୍ଦ ହୋଇଥିବାବେଳେ,କେଦ୍ର ସରକାରଙ୍କ ତରଫରୁ ଆଜି ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ପହଞ୍ଚିଚି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପୂର୍ବରୁ ଟିକା ଯୋଗାଇବାକୁ ରାଜ୍ୟ ସରକାର କେନ୍ଦ୍ରକୁ ଚିଠି ଲେଖିଥିଲେ । ଭ୍ୟାକସିନ୍‌ ନଥିବାରୁ ବିଭିନ୍ନ ସମୟରେ […]

 ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୨୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ […]

ବାସ୍ତବବ୍ୟୁରୋ: ଗତ ୨୪ ଘଣ୍ଟାରେ ରାଜ୍ୟରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ।ସବୁଦିନ ଭଳି ଆଜିବି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |ଆଜିର ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪,୬୮୪ ଜଣ ଥିଲେବେଳେ, ସ୍ଥାନୀୟ ବାସିନ୍ଦା ୩,୫୩୨ ଜଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ସଂକ୍ରମିତ ଥିବାବେଳେ, ସୁନ୍ଦରଗଡ଼ ରୁ ୬୩୬ ଜଣ, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୋଳରୁ ୩୯୪, ସମ୍ବଲପୁରରୁ ୩୮୫, […]

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିଜ୍ଞପ୍ତି ଜାରି କରିଛନ୍ତିକି, ସ୍ନାତକୋତ୍ତର ଡାକ୍ତରୀ ପାଠ୍ୟକ୍ରମରେ ଆଡମିଶନ ପାଇଁ ହେବାକୁ ଥିବା ପ୍ରବେଶିକା ପରୀକ୍ଷା ନିଟ୍ ପିଜି ଚାରିମାସ ପାଇଁ ସ୍ଥଗିତ ରଖାଯାଇଛି। ବାସ୍ତବବ୍ୟୁରୋ:ସ୍ନାତକୋତ୍ତର ଡାକ୍ତରୀ ପାଠ୍ୟକ୍ରମରେ ଆଡମିଶନ ପାଇଁ ହେବାକୁ ଥିବା ପ୍ରବେଶିକା ପରୀକ୍ଷା ନିଟ୍ ପିଜି ଚାରିମାସ ପାଇଁ ସ୍ଥଗିତ ରଖାଯାଇଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି। ବିଜ୍ଞପ୍ତି ଅନୁଯାୟୀ, ମେଡିକାଲ ମେଡିକାଲ କର୍ମଚାରୀଙ୍କ ଉପଲବ୍ଧତା ବୃଦ୍ଧି […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯୧୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୧୫୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ […]

ବାସ୍ତବବ୍ୟୁରୋ:ସାରା ଦେଶରେ କରୋନା ରେକର୍ଡ ଭାଙ୍ଗିବା ପରେ ଗତ ଦୁଇ ଦିନ ହେବ ନୂଆ ମାମଲାରେ ସାମାନ୍ୟ ହ୍ରାସ ଘଟିଛି। ରବିବାର ଦିନ ଭାରତରେ ପ୍ରାୟ ୩ ଲକ୍ଷ ୭୦ ହଜାର ନୂତନ କରୋନା ମାମଲା ପଞ୍ଜିକୃତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୩ ହଜାର ୪୨୧ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଦେଶରେ କରୋନା […]

ବାସ୍ତବବ୍ୟୁରୋ:ଆଜି ପୁଣି ୮ ହଜାର ପାର, ଗତ ୨୪ ଘଂଟାରେ ରାଜ୍ୟରେ ୮,୯୧୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ,ଏଥି ମଧ୍ୟରୁ ସର୍ବାଧିକ ୧୨୫୮ ଜଣ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୫୯୨ ଜଣ କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୋଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ […]

ବାସ୍ତବବ୍ୟୁରୋ:ଭୁବନେଶ୍ୱର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି । ଏହା ଦ୍ୱାରା ରାଜ୍ୟର ୬,୯୪୪ ସାମ୍ବାଦିକ ଉପକୃତ ହେବେ ।କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ବରଣ କଲେ ପରିବାର ଲୋକଙ୍କୁ ମିଳିବ ୧୫ଲକ୍ଷ ଟଙ୍କା। ରାଜ୍ୟ ସରକାରଙ୍କୁ ସାମ୍ବାଦିକମାନଙ୍କୁ ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିବାକୁ ଦୀର୍ଘଦିନ ହେଲା ଦାବି କରାଯାଉଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାମ୍ବାଦିକମାନଙ୍କୁ ପ୍ରଶଂସା […]

ବାସ୍ତବବ୍ୟୁରୋ:( ଭୁବନେଶ୍ୱର) ସବୁ କଳ୍ପନା ଜଳ୍ପନାର ଶେଷ ରାଜ୍ୟରେ ଲାଗିଲା ଲକଡାଉନ୍ । କରୋନା ସଂକ୍ରମଣର କାୟା ବିସ୍ତାରକୁ ରୋକିବାକୁ ଶେଷ କଡା ପଦକ୍ଷେପ ନେଲେ ରାଜ୍ୟ ସରକାର ।କରୋନା ସଂକ୍ରମଣ ଚେନରେ ବ୍ରେକ୍ ଦେବାକୁ ପ୍ରଧାନମନ୍ତ୍ରୀ କିଛିଦିନ ପୂର୍ବରୁ କହିଥିଲେକି ଲକଡାଉନ ଶେଷ ବିକଳ୍ପ ରୂପେ ନିଆଯାଉ ।ତାହା ଆଜି ଓଡ଼ିଶାରେ କାର୍ଯ୍ୟକାରୀ ହୋଇଛି| ରାଜ୍ୟ ସରକାର ରାଜ୍ୟରେ କରୋନା ଚେନ ଛିଡ଼ାଇବା ପାଇଁ ଲଗାଇଛନ୍ତି ୧୪ ଦିନିଆ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୬୨୬୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୪୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୧୦୪୮ଜଣ ସୁସ୍ଥ ହୋଇ ଘରକୁ […]

Pin It on Pinterest