ଲୋକମାନେ ଟିକା ନେବା ପୂର୍ବରୁ ଶରୀରରେ କୁପ୍ରଭାବ ଓ ସୁପ୍ରଭାଵ କୁ ନେଇ ଅନେକ ଚିନ୍ତାରେ ପଡନ୍ତି, ଏହି ଚିନ୍ତାଧାରାକୁ ଦୂର କରିବା ପାଇଁ ଶରୀରରେ ଜଳର ଅଭାବ ନହେବା ଜରୁରୀ ତା’ସହ ବିଶେଷଜ୍ଞ ଙ୍କ ପରାମର୍ଶ ବି ଜରୁରୀ | ବାସ୍ତବବ୍ୟୁରୋ:କରୋନାର ଦ୍ୱିତୀୟ ତରଙ୍ଗ ଜୋରସୋରରେ କାୟା ମେଲି ଚାଲିଛି ,ସେହିଭଳି ଦେଶରେ ଟୀକାକରଣ ପ୍ରକ୍ରିୟା ମଧ୍ୟ ଜୋରସୋରରେ ଚାଲିଛି।ହେଲେ କାହିଁ ନାକାହିଁ ଟିକା ନେବାରେ ପାର୍ଶ୍ୱ ପ୍ରତିକ୍ରିୟା […]
ରାଜ୍ୟ
ବାସ୍ତବବ୍ୟୁରୋ: (ଭୁବନେଶ୍ୱର) ସାରା ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି ।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କରୋନାର ଦ୍ୱିତୀୟ ଲହରରେ ଭୁବନେଶ୍ବରରୁ ପ୍ରତିଦିନ ପ୍ରାୟ ୧୫୦ ଜଣ ଆକ୍ରାନ୍ତ ବାହାରୁଛନ୍ତି । ବିଏମ୍ସି ସୂଚନା ଅନୁସାରେ ମୁଖ୍ୟତଃ ଅନ୍ୟ ରାଜ୍ୟ ବା ସହରରୁ ରେଳ ଯୋଗେ ଭୁବନେଶ୍ୱର […]
ବାସ୍ତବବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ବିଶ୍ୱାସଙ୍କ କହିବାନୁସାରେ,କାଳବୈଶାଖୀ ବର୍ଷା ରାଜ୍ୟର ୧୧ଟି ଜିଲ୍ଲାରେ ହେବାର ସମ୍ଭାବନା ଅଛି।ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ,ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ।ତାତି କମିବା ସହ ପାଗ ଥଣ୍ଡାଳିଆ ରହିବ।ଗତକାଲି କୋରାପୁଟ ଜିଲ୍ଲା ଲମତାପୁଟଠାରେ ସର୍ବାଧିକ ୮୦ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି କଳାହାଣ୍ଡି ଲାଞ୍ଜିଗଡ଼ରେ ୩୦ ମିମି, କନ୍ଧମାଳ ନୂଆଗାଁ […]
ବାସ୍ତବବ୍ୟୁରୋ: ସାରା ଦେଶରେ ଆରମ୍ଭ ହୋଇଛି ଟିକା ଉତ୍ସବ ।ରାଜ୍ୟରେ ୯୦୦ ଟିକା କରଣ କେନ୍ଦ୍ର ଟିକା ଅଭାବରୁ ବନ୍ଦ ହୋଇଯାଇଥିବାବେଳେ, ୧୪ ତାରିଖ ଯାଏ ଚାଲିବ କରୋନା ଟିକା ଉତ୍ସବ | ପ୍ରଧାନମନ୍ତ୍ରୀଙ୍କ ଟୀକା ଉତ୍ସବ ଘୋଷଣା ଓ ରାଜ୍ୟରେ ଟୀକା ଅଭାବ କାହିଁନା କାହିଁ ତାଳ ମେଲର ଅଭାବ |ଖାଲି ଓଡିଶା ନୁହେଁ ସବୁ ରାଜ୍ୟର ଟୀକାର ସ୍ତିତି ବୁଝି ଏ ସିଧ୍ୟାନ୍ତରେ ପହଂଚିବାର ଥିଲା |ଓଡ଼ିଶାରେ […]
ବାସ୍ତବବ୍ୟୁରୋ: ୧୮ ଦିନ ପର୍ଯ୍ୟନ୍ତ ହାଇଦର ବଡ଼ ମେଡିକାଲରେ କରୁଥିଲା କଣ ?କାହିଁକି ହେଲା ବୁର୍ଲାରୁ କଟକ ରେଫର ?ଯଦି ସ୍ୱାସ୍ଥ ଭଲ ଥିଲା କାହିଁକି ଜେଲ ପଠାଯାଇନଥିଲା ? ଏମିତି ଅନେକ ପ୍ରଶ୍ନ ହେଲେ ଏ ପ୍ରଶ୍ନ ଆମର ନୁହେଁ ଖୋଦ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ |ଚିକିତ୍ସା କରୁଥିବା ଡାକ୍ତରଙ୍କ ଉପରେ ସେ ପ୍ରଶ୍ନ ଉଠାଇଛନ୍ତି | ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହେବାପରେ, ଡିଜିଙ୍କ କ୍ୟାମ୍ପ ଅଫିସରେ […]
ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି । ଏଥି ମଧ୍ୟରୁ ୭୯୭୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୯୬୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏସସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର । ପୋଲିସ କମିଶନର କହିଛନ୍ତି ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଏସପିଙ୍କୁ ଏନେଇ ଆଲର୍ଟ କରାଯାଇଛି । ମୟୁରଭଞ୍ଜ […]
ବାସ୍ତବବ୍ୟୁରୋ:କଟକ ବଡ ମେଡିକାଲ ସର୍ଜରୀ ଓ୍ଵାର୍ଡ କ୍ୟାବିନ୍ ନମ୍ବର ୫ ରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର। ଜେଲ୍ ଡିଜି ସନ୍ତୋଷ ଉପାଧ୍ୟାୟ ସ୍ପଷ୍ଟ କରିଛନ୍ତିଯେ ସୁରକ୍ଷାକର୍ମୀଙ୍କୁ ସାନିଟାଇଜର ସ୍ପ୍ରେ କରି ଡାକ୍ତରଖାନା ବେଡ୍ରୁ ଛୁ ମାରିଛି କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର। କଟକରେ ସର୍ଚ୍ଚ ଅପରେସନ ଜୋରଧରିଛି ହାଇଦର ଧରିବା ପାଇଁ |ଡିସିପିଙ୍କ ନେତୃତ୍ଵରେ ଅପରେସନ ଜୋରଦାର ଜାରି ରହିଛି। ଗ୍ୟାଙ୍ଗଷ୍ଟର ହାଇଦର ପାଇଁ ଡାକ୍ତରଖାନାରେ ୪ ସୁରକ୍ଷାକର୍ମୀ ନିୟୋଜିତ ଥିଲେ […]
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ମଧ୍ୟରେ କୂଚବିହାର ରେ ହିଂସା ଘଟଣାରେ ୪ ଜଣଙ୍କର ମୃତ୍ୟୁ କୁଚବିହାର ଘଟଣାରେ ମୋଦୀ ଟିଏମସି ଉପରେ ଅଭିଯୋଗ କରି, କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଏହି ଘଟଣା ପରେ ମମତା ବାନାର୍ଜୀ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଇସ୍ତଫା ମାଗିଛନ୍ତି ବାସ୍ତବବ୍ୟୁରୋ:ପଶ୍ଚିମବଙ୍ଗରେ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ କୋଚ ବେହେରାଠାରେ ଘଟିଥିବା ହିଂସାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଉଭୟ ବିଜେପି ଏବଂ ଟିଏମସି ମୁହାଁମୁହିଁ ହୋଇଛନ୍ତି। […]
ବାସ୍ତବବ୍ୟୁରୋ:ଆଜି ବିଜେପି ନେତା ବିଷ୍ଣୁ ସେଠୀ ସାମ୍ବାଦିକ ସମ୍ମିଳନୀରେ, ନାଗା ସାଧୁ ବୈଷ୍ଣବ ପୁରୀଙ୍କୁ ଶୀଘ୍ର ଜେଲରୁ ମୁକିଳାଇବା ନେଇ ଦାବି କରିଛନ୍ତି | ସାମ୍ବାଦିକ ସମ୍ମିଳନୀରେ ବିଷ୍ଣୁ ସେଠୀ କହିଛନ୍ତି କି, ନାଗାସାଧୁ ବୈଷ୍ଣବ ପୁରୀଙ୍କୁ ଶ୍ରୀମନ୍ଦିରର ନିୟମ ଭଙ୍ଗ ଅଭିଯୋଗରେ ଚୌଦ୍ବାର ଜେଲରେ ରଖାଯାଇଥିଲା । ସାଧୁ ଜଣଙ୍କ ହେଉଛନ୍ତି ବ୍ରହ୍ମପୁରର ତୁମ୍ଭନାଥ ସୁବୁଦ୍ଧି । ୮ ବର୍ଷ ଧରି ସନ୍ନ୍ୟାସ ଭାବରେ ଦୀକ୍ଷିତ।ତାଙ୍କୁ ମାନସିକ ଓ […]
ଓଡ଼ିଶାକୁ ଆସୁଥିବା ରେଳଯାତ୍ରୀମାନେ ନିଶ୍ଚିତ ଭାବରେ ଆରଟିପିସିଆର ନେଗେଟିଭ୍ ଟେଷ୍ଟ ରିପୋର୍ଟ କିମ୍ବା କୋଭିଡ ଟିକାର ଦ୍ଵିତୀୟ ଡୋଜ ସାର୍ଟିଫିକେଟ୍ ଆଣିବା ଆବଶ୍ୟକ:ଭୁବନେଶ୍ୱର ରେଳଷ୍ଟେସନ ନିର୍ଦେଶକ ଚିତ୍ତରଞ୍ଜନ ନାୟକ । ପୁରୀର ଏମାର ମଠରୁ ମିଳିଛି ରୁପା ଇଟା । ଓଡିଶାକୁ ଆସୁଛି ୨ ଲକ୍ଷ ୫୦ ହଜାର କୋଭିସିଲ୍ଡ ଟିକା । ସବୁ ଜିଲ୍ଲାକୁ ଟିକା ବଣ୍ଟନ କରାଯିବ । ଟିକା ନେବା ପାଇଁ ଜିଲ୍ଲାରୁ ଟିକା ଗାଡି […]


