ବରଗଡ଼୨୩/୧(ନବୀନ କୁମାର ଦାଶ):ବରଗଡ଼ ରେଳୱେ ଷ୍ଟେସନ ରୋଡ ସତସଙ୍ଗ ବିହାର ଠାରେ ନିଷ୍ଠା ପରିବାର ର ରେଡ ଡ୍ରପ ମାରାଥନର ତେଇଶ ଦିନରେ ଶ୍ରୀ ଶ୍ରୀ ଅନୁକୂଳ ଚନ୍ଦ୍ରଙ୍କ ର ୨୬ତମ ଶ୍ରୀ ବିଗ୍ରହ ଉନ୍ମୋଚନ ସ୍ମୃତି ଦିବସ ଅବସର ରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଶିବିର କୁ ଆଚାର୍ଯ୍ୟ ବସନ୍ତ କୁମାର ପାତ୍ର ଫିତା କାଟି ଶୁଭାରମ୍ଭ କରି ଥିଲେ। ଏହି ଶିବିର […]
ରାଜ୍ୟ
ବରଗଡ଼୨୩/୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଶିକ୍ଷା ବିଭାଗ ଅଧୀନସ୍ଥ ଗୋଡ଼ଭଗା ଜନତା ଉଚ୍ଚ ବିଦ୍ୟାଳୟ ରେ ଅଧ୍ୟକ୍ଷ ଅଦନ ସୁନା ଙ୍କ ସଭାପତିତ୍ବରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମହା ସମାରୋହରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି। ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ବୁର୍ଲା ଉଚ୍ଚ ବାଳକ ବିଦ୍ୟାଳୟ ଓଡ଼ିଆ ଶିକ୍ଷକ ରାମକୃଷ୍ଣ ରଥ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅବସର ଶିକ୍ଷକ କୈଳାସ […]
ବାସ୍ତବ ବ୍ୟୁରୋ: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟଙ୍କ ଅନୁମୋଦନ ମିଳିଛି । ଶକ୍ତି, ସ୍କୁଲ ଓ ଗଣଶିକ୍ଷା, ପଂଚାୟତିରାଜ , ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି,ଅର୍ଥ, କୃଷି , ସ୍ୱାସ୍ଥ୍ୟ ଓ ଆଇନ ବିଭାଗର ମୋଟ ୧୦ଟି ପ୍ରସ୍ତାବ ସାମିଲ ଅଛି । ଚଳିତ ବର୍ଷ […]
ବାସ୍ତବ ବ୍ୟୁରୋ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା । ରାଜ୍ୟ ବାହାରେ ରହୁଥିବା ମହିଳାଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା । ତେଣୁ ସେମାନ ଯଦି ଆବେଦନ କରିବେ, ତେବେ ସେମାନଙ୍କ କଥାକୁ ବିଚାରକୁ ନିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ରାଜ୍ୟର ସମସ୍ତ ମହିଳାଙ୍କୁ ସୁଭଦ୍ରା ସହାୟତା ମିଳିବ । ଏହିକ୍ରମରେ ବାଦ୍ ପଡିଥିବା ହିତାଧିକାରୀଙ୍କ ପାଇଁ ଜିଲ୍ଲାଓ୍ୱାରୀ ରିଭ୍ୟୁ ହୋଇଥିଲା […]
ବାସ୍ତବ ବ୍ୟୁରୋ: ଏପ୍ରିଲରୁ ଓଡ଼ିଶାରେ ଲାଗୁ ହେବ ନ୍ୟାସ୍ନାଲ ଏଗୁକେସନ ପଲିସି ବା ଏନ୍ଇପି (ଏନ୍ଇପି) । ଏନେଇ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରାଯାଇଛି । ଏଥି ସହ ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ଶିଶୁ ବଟିକା ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବା ନେଇ ମଧ୍ୟ ବିଜ୍ଞପ୍ତି ଜାରି ହୋଇଛି। ଆଜି ଅର୍ଥାତ ମଙ୍ଗଳବାର ଠାରୁ ୩ ଦିନ ଧରି ଜାତୀୟ ଶିକ୍ଷା ନୀତି ୨୦୨୦ ପ୍ରଣୟନକୁ […]
ସଂଜୟ ଶତପଥୀ(କଟକ):- ୨୦/୧ – ପ୍ରଫେସର ଡାକ୍ତର ଗୋପାଳ ଚନ୍ଦ୍ର କରଙ୍କର ଗତ ରବିବାର ସକାଳ ୧୦ ଘଟିକାରେ ପୁରୀଘାଟସ୍ଥିତ ବାସଭବନରେ ପରଲୋକ ହୋଇଯାଇଅଛି । ମୃତ୍ୟୁବେଳକୁ ସେ ୮୦ବର୍ଷ ବୟସରେ ପଦାର୍ପଣ କରିଥିଲେ । ଡାକ୍ତର କର ଓଡ଼ିଶା ସରକାରଙ୍କ ଅଧୀନରେ ସ୍ଵାସ୍ଥ୍ୟ ଓ ତାଲିମ ନିର୍ଦ୍ଦେଶକ (ଡିଏମଇଟି) ଭାବେ କାର୍ଯ୍ୟ କରିଥିଲେ । ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ପ୍ରିନ୍ସପାଲ ଓ ମାନସିକରୋଗ ବିଭାଗର ଏଚଓଡି ଭାବେ […]
ବାସ୍ତବ ବ୍ୟୁରୋ: ଆଇଏମଡି ପୂର୍ବାନୁମାନ କରିଛି, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଟୁଇନ୍ ସିଟି କଟକ ଏବଂ ଭୁବନେଶ୍ୱରର ରାତିର ସର୍ବନିମ୍ନ ତାପମାତ୍ରା ୧୧ ରୁ ୧୩ ଡିଗ୍ରି ସେଲସିୟସ ମଧ୍ୟରେ ରହିବ । ଆସନ୍ତା କିଛି ଦିନ ଧରି ଏଭଳି ସ୍ଥିତି ଦୁଇ ସହରରେ ଜାରି ରହିବ ବୋଲି ଆଶା କରାଯାଉଛି। କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ରାତିର ସର୍ବନିମ୍ନ ତାପମାତ୍ରା ୬ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି। ସେହିପରି […]
ବାସ୍ତବ ବ୍ୟୁରୋ : ଆଜି ଭୁବନେଶ୍ୱରଠାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, “ସନାତନ ପରମ୍ପରା ଅନୁଯାୟୀ, ଜୀବନକାଳ ମଧ୍ୟରେ କିଛି କିଛି ଧର୍ମସ୍ଥଳୀ ଦର୍ଶନ କରି ଈଶ୍ୱରଙ୍କ ଆଶୀର୍ବାଦ ପ୍ରାପ୍ତ କରିବା ସମସ୍ତଙ୍କ ଇଚ୍ଛା ଥାଏ । କୌଣସି କାରଣ ବଶତଃ ଏହା ସମ୍ଭବ ହୋଇନଥାଏ । ଖୁସିର […]
ସଂଜୟ ଶତପଥୀ(କଟକ): ଆଜି ପ୍ରତ୍ୟେକ ହିନ୍ଦୁଧର୍ମୀ ମାନେ ମହାସମାରୋହରେ ପାଳନ କରୁଛନ୍ତି ପବିତ୍ର ପୁଷ୍ୟାଭିଷେକ ଉତ୍ସବ। ଏହି ପବିତ୍ର ଦିବସରେ ଆଜି କଟକ ର ମହୀଦାସ ବଜାର ର ଶ୍ରୀ ଜଗନ୍ନାଥ ରଥଯାତ୍ରା ପରିଚାଳନା ସମିତି ପକ୍ଷରୁ ତ୍ରୀଦିବସୀୟ ଉତ୍ସବକୁ ପାଳନ ଅବସରରେ ପୁଷ୍ୟାଭିଷେକ ଓ ଶ୍ରୀମଦ୍ଭାଗବଦ୍ କଥାମୃତ ଉତ୍ସବ ବହୁ ଆଧ୍ୟାତ୍ମିକ ପ୍ରବକ୍ତା ଓ ଶ୍ରଦ୍ଧାଳୁମାନଙ୍କ ଉପସ୍ଥିତି ରେ ଆରମ୍ଭ ହୋଇଯାଇଛି। ଉତ୍ସବ ର ପ୍ରଥମ ଦିବସରେ ବରେଣ୍ୟ […]
ସଂଜୟ ଶତପଥୀ(କଟକ): ଦ୍ବୈତ ନଗରୀ କଟକ-ଭୁବନେଶ୍ବର ରେ ସଚେତନତା ଅଭାବରୁ ଜନସାଧାରଣ ଦୈନନ୍ଦିନ ସଡକ ଦୁର୍ଘଟଣାର ଶୀକାର ହେଉଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ର ଆରମ୍ଭ କରାଯାଇଛି। ବିଭିନ୍ନ ସ୍ଥାନରେ ଆଞ୍ଚଳିକ ପରିବହନ ବିଭାଗ, ଓଡ଼ିଶା ଟ୍ରାଫିକ ପୋଲିସ୍, ସମାଜସେବୀ ଅନୁଷ୍ଠାନମାନେ ପ୍ରତି ଛକ, ରାସ୍ତା ପାର୍ଶ୍ବରେ ଉପସ୍ଥିତ ରହି ଗାଡ଼ି ଚାଳକମାନଙ୍କୁ ସରକାରୀ ନିୟମାନୁସାରେ ଗାଡ଼ି ଚଲାଇବାକୁ ତଥା ଆକସ୍ମିକ ଦୁର୍ଘଟଣା […]


