ବାସ୍ତବ ବ୍ୟୁରୋ: ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଏହା ଅନ୍ତର୍ଗତ ରାଜ୍ୟର ୧.୩ କୋଟି ପରିବାରଙ୍କୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ଏହି ଚୁକ୍ତିନାମା ସ୍ବାକ୍ଷରିତ […]
ରାଜ୍ୟ
ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ର ବ୍ରହ୍ମପୁର ଶାଖା କାର୍ଯ୍ୟଳୟ ଶୁଭାରମ୍ଭ । ବାସ୍ତବବ୍ୟୁରୋ(ବ୍ରହ୍ମପୁର): ହାରିଡ଼ାଖଣ୍ଡି ଅଞ୍ଚଳର ଦ୍ବାରିକା ନଗର ଠାରେ ଚାଲିଥିବା ବିବେକାନନ୍ଦ ସଂସ୍କୃତି ମେଳା ପରିସରରେ ଓଡ଼ିଶାର ଅନ୍ୟତମ ପ୍ରାଚୀନ ଏବଂ ପ୍ରତିଷ୍ଠିତ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ, ବୁଗୁଡ଼ା,ଗଞ୍ଜାମ ତରଫରୁ ଆଲୋଚନା ଚକ୍ର, ସମ୍ବର୍ଦ୍ଧନା ସଭା ଏବଂ ସାରସ୍ୱତ ବନ୍ଧୁ ମିଳନ ଗତ ୧୨ତାରିଖରେ ଆୟୋଜିତ ହେଇଯାଇଛି ।ବିକ୍ଷିପ୍ତା ସାହିତ୍ୟ ପ୍ରାତିଷ୍ଠାନ ର ସାଧାରଣ […]
ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ଟାଙ୍ଗୀ ଅଞ୍ଚଳର ଜଣାଶୁଣା ରାମଲୀଳା ନିର୍ଦ୍ଦେଶକ ତଥା ସ୍ଵର୍ଣ୍ଣପଦକପ୍ରାପ୍ତ ମାରୁତିଶ୍ରୀ ରଣଜିତ ପ୍ରସାଦ ଜେନାଙ୍କୁ ପୁରୀଠାରେ ଆୟୋଜିତ ଶ୍ରୀକ୍ଷେତ୍ର ମହୋତ୍ସବରେ ସମ୍ବର୍ଦ୍ଧିତ କରାଯାଇଛି। ମୂର୍ଚ୍ଛନା ଓ ଓଡ଼ିଶା କଲଚର ଏକାଡ଼େମୀ ପକ୍ଷରୁ ତାଙ୍କୁ ଶ୍ରୀକ୍ଷେତ୍ର ରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଭାଇ ମାଡ଼ ମାଥେ ଦେଲା କୀରିଟ,ମୃତ୍ୟୁ ଯଜ୍ଞେ ରାବଣୀ ଓ ପତି ପ୍ରାଣ ଦେଲା ସତୀ ସିନ୍ଦୁର ଆଦି ରାମାୟଣର ବିଭିନ୍ନ ବିଷୟବସ୍ତୁ […]
ସଂଜୟ ଶତପଥୀ(କଟକ): ଆଗାମୀ ୭୬ ତମ ସାଧାରଣତନ୍ତ୍ର ଦିବସ କଟକ ଜିଲ୍ଲା ରେ ପାଳନକୁ ପାଳନକୁ ନେଇ ଏକ ପ୍ରସ୍ତୁତି ବୈଠକ କଟକ ଜିଲ୍ଲା ର ମାନନୀୟ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ (ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ କଟକ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରସ୍ତୁତି ବୈଠକ ରେ ଏକ ନୂତନ ନିଷ୍ପତ୍ତି ସମସ୍ତ ଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ବିଗତ ବହୁବର୍ଷ ଧରି ଏହି […]
ବାସ୍ତବ ବ୍ୟୁରୋ: ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମିଳନୀ । ଭୁବନେଶ୍ୱରର ଜନତା ମଇଦାନରେ ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ। ଏହାର ଶୁଭାରମ୍ଭ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଆଜି ନିଜ ଅଭିଭାଷଣରେ କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଲେ, “ବିକଶିତ ଭାରତ ଅଭିମୁଖେ ଆମେ ଗତି […]
ବାସ୍ତବ ବ୍ୟୁରୋ: ରାଜ୍ୟରେ ବଢିଚାଲିଛି ଅତ୍ୟାବଶ୍ୟକ ସାମଗ୍ରୀର ଦର । ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆନ୍ଦୋଳନ କରାଯାଇଛି। ରାଜଧାନୀରେ ହଜାର ହଜାର ବିଜେଡି କର୍ମୀଙ୍କ ମେଳରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ମୋହନ ଚରଣ ମାଝୀଙ୍କ ସରକାରକୁ ମହଙ୍ଗା ମାଡ଼ ସରକାର ବୋଲି କହି କଟାକ୍ଷ କରିଛନ୍ତି। ଅତ୍ୟାବଶକୀୟ […]
ବାସ୍ତବ ବ୍ୟୁରୋ : ଆଇଏଏସ୍ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍ର ଆଇଏଏସ୍ ଶ୍ରୀ ସାହୁଙ୍କୁ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ମିଳିଛି। ଏ ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମଜୋନ ସାହୁ ଗତ ନଭେମ୍ବର ୧୭ ତାରିଖ ଠାରୁ କେନ୍ଦ୍ରୀୟ ଡେପୁଟେସନରେ ଓଡ଼ିଶା କ୍ୟାଡରକୁ ଆସିଛନ୍ତି। ସେ ତିନିବର୍ଷ […]
ବାସ୍ତବ ବ୍ୟୁରୋ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମ୍ପତି । ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରି ବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ରାଜଭବନର ନୂଆ ଅଭିଷେକ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ […]
ବରଗଡ଼-୨/୧( ନବୀନ କୁମାର ଦାଶ): ବର୍ଷ ଆରମ୍ଭ ହୁଏ ଶେଷ ହୁଏ,ପୁଣି ଆସେ ନବବର୍ଷ ଜାନୁୟାରୀ ଏକ୍ ତାରିଖ।ପୂର୍ବ ଦିଗରୁ ନୂତନ ବର୍ଷରେ ଉଦିଆସେ ନୂତନ ସୂର୍ଯ୍ୟ।ସମୟ ଚକରେ କିପରି ଗୋଟିଏ ବର୍ଷ କଟିଯାଏ ଜଣା ପଡେ ନାହିଁ।ନୂତନ ବର୍ଷ ରେ ନୂତନ ଆଶା ଆକାଂକ୍ଷା ନେଇ ଚଳଚଞ୍ଚଳ ହୋଇଉଠେ ମାନବ ସମାଜ। ଅଧୁରା ରହିଥିବା ସ୍ବପ୍ନକୁ ନବ ବର୍ଷରେ ପୂରଣ କରିବା ପାଇଁ ମନେ ଭରିଥାଏ ତାର ଅସୁମାରୀ […]
ବରଗଡ଼:-୨/୧(ନବୀନ କୁମାର ଦାଶ):ମା’ ମାଟିକୁ ମୁକ୍ତ କରିବା ପାଇଁ ଅକଥନୀୟ ଯନ୍ତ୍ରଣା ଭୋଗ କରି ଜୀବନ ବ୍ୟାପୀ ସଂଘର୍ଷ କରିଥିବା ବରଗଡ ଜିଲ୍ଲା ଘେଁସର ଜମିଦାର ମାଧୋ ସିଂହ ଓ ତାଙ୍କ ପରିବାରର ଇତିହାସ ସମଗ୍ର ଭାରତ ବର୍ଷରେ ବିରଳ ଅଟେ।ତେଣୁ ଘେଁସ ବିରଳ ଇତିହାସର ସଂରକ୍ଷଣ ଆବଶ୍ୟକ ରହିଛି ବୋଲି ଘେଁସ ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବୀରତା ଦିବସରେ ମତ ପ୍ରକାଶ ପାଇଛି। ଶହୀଦ ସ୍ମୃତି ସ୍ତମ୍ଭ […]


