ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି । ସୂଚନା ଥାଉକି, ରାଷ୍ଟ୍ରପତି ୨୪ ତାରିଖ […]
ରାଜ୍ୟ
ଓଡିଶା କଂଗ୍ରେସ ନେତୃବୃନ୍ଦ ସମବେଦନା ଜଣାଇବା ଦୂର କଥା, ସାମାନ୍ୟତମ ନିନ୍ଦା ମଧ୍ୟ କରିନାହାନ୍ତି ନିଜ ଅସ୍ତିତ୍ୱ ବଂଚାଇ ରଖିବା ପାଇଁ ଓଡିଶାରେ କଂଗ୍ରେସ ନେତାମାନେ ପ୍ରୟାସ ଜାରୀ ରଖି ପ୍ରତିଦିନ ଡ୍ରାମାବାଜୀ କରୁଛନ୍ତି ବାସ୍ତବବ୍ୟୁରୋ(ଭୁବନେଶ୍ୱର): ତା.୦୯/୦୩- ଗତ କାଲି ସମଗ୍ର ବିଶ୍ୱ ଯେତେବେଳେ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରୁଥିଲା, ସେତେବେଳେ କଂଗ୍ରେଶ ଶାସିତ କର୍ଣ୍ଣାଟକ ପ୍ରଦେଶରୁ ଆସିଥିବା ଏକ ଦୁଖଦଃ ସମ୍ବାଦ ସମସ୍ତଙ୍କୁ ବ୍ୟଥୀତ କରିଥିଲା […]
ସୀମାନିର୍ଦ୍ଧାରଣ କରାଗଲେ ଓଡିଶାର ଲୋକସଭା ଏବଂ ବିଧାନସଭା ଆସନ ସଂଖ୍ୟା ବଢିବ ବିଜେଡି ୨୦୨୪ ବିଧାନସଭା ନିର୍ବାଚନ ହାରିବା ପରେ ଏବେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡି ମେଂଟ ମୁହାଁବାସ୍ତବବ୍ୟୁରୋ(ଭୁବନେଶ୍ୱର)ତା.୧୧/୦୩: ଦେଶରେ ଇଣ୍ଡି ମେଂଟର କିଛି ରାଜନୈତିକ ଦଳ ମାନେ ଡିଲିମିଟେସନକୁ ନେଇ ଅଯଥାରେ ମିଥ୍ୟାପ୍ରଚାର କରୁଛନ୍ତି, ବିବାଦୀୟ ବୟାନ ଦେଇ ଲୋକଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି । ସୀମାନିର୍ଦ୍ଧାରଣ ପ୍ରକ୍ରିୟା ଦେଶର ଗଣତନ୍ତ୍ରକୁ ସୁଦୃଢ କରିବ ।ସାରା […]
ସଂଜୟ ଶତପଥୀ(କଟକ): ସମଗ୍ର ଭାରତବର୍ଷରେ କାର୍ଯ୍ୟରତ ନିର୍ମାଣ ଶ୍ରମିକମାନଙ୍କର ଦ୍ବୀଦିବସୀୟ ସର୍ବଭାରତୀୟ ସମ୍ମିଳନୀ କର୍ଣ୍ଣାଟକର ମାଙ୍ଗାଲୋର ସହରସ୍ଥିତ ସଂଘ ନିକେତନ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ମହାସମାବେଶ ରେ ଭାରତ ର ୨୮ ଟି ରାଜ୍ୟରୁ ଅନ୍ୟୁନ ୪୦୦ ଜଣ ପ୍ରତିନିଧି ଯୋଗଦେଇଥିଲେ। ଏହି ମହାସମାବେଶ ରେ ଭାରତୀୟ ମଜଦୂର ସଂଘ ର ସର୍ବଭାରତୀୟ ସଭାପତି ଶ୍ରୀ ହିରଣ୍ମୟ ପାଣ୍ଡିଆ ଯୋଗଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରି […]
ବାସ୍ତବ ବ୍ୟୁରୋ: ଆଜି ଭୋର ୪ ଟା ବେଳେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁତ୍ର ଅଭିଜିତ ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅନନ୍ତ ଗତ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ହୋଇଛି। ପୂର୍ବତନ […]
ବାସ୍ତବ ବ୍ୟୁରୋ : ମହିଳା ଦିବସରେ ୧ କୋଟି ୬୩ ହଜାର ମହିଳାଙ୍କ ବ୍ୟାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା । ବ୍ରହ୍ମପୁର ସମାବେଶରେ ସୁଭଦ୍ରାର ୨ୟ କିସ୍ତି ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସଭାରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ, ପ୍ରଭାତୀ ପରିଡ଼ାଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ରହିଥିଲେ । ସୁଭଦ୍ରା ଯୋଜନା ପାଇଁ ୧ କୋଟି ୮ ଲକ୍ଷ […]
• ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ• ନିୟମ ଭଙ୍ଗକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ• ନିୟମିତ ଚେକିଂ ସହ ହେବ ଜୋରିମାନା ଆଦାୟ• ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ ବାସ୍ତବବ୍ୟୁରୋ(ଭୁବନେଶ୍ୱର): ତା-୬.୩.୨୦୨୫ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟ ରେ […]
ବରଗଡ଼(ନବୀନ କୁମାର ଦାଶ): ବରଗଡ଼ ଜିଲା ଅତାବିରାରେ ଗତ ବୁଧବାର ସକାଳ ୮ଟାରେ ସିବିଆଇ ଚଢ଼ାଉ କରିଛି। ସିବିଆଇର ୧୦ ଜଣିଆ ୨ଟିମ୍ ନିକଟସ୍ଥ ପରମାଣପୁର ଗ୍ରାମର ଖାଦ୍ୟ ଓ ଯୋଗାଣ ବିଭାଗର ଶ୍ରମିକ ଠିକାଦାର ଜି.ସତ୍ୟନାରାୟଣ ଏବଂ ଅତାବିରାର ବ୍ୟବସାୟୀ ଜି.ନରସିଂହ ମୂର୍ତିଙ୍କ ଘରେ ଚଢ଼ାଉ କରିଛନ୍ତି । ସତ୍ୟନାରାୟଣ ଏବଂ ନରସିଂହ ମୂର୍ତି ସମ୍ପର୍କରେ ପୁତୁରା ଏବଂ କାକା ।କେଉଁ କାରଣ ନେଇ କକା, ପୁତୁରା ଘରେ […]
ବାସ୍ତବବ୍ୟୁରୋ: ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ କମିଶନର କମ୍ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ […]
ବାସ୍ତବ ବ୍ୟୁରୋ: ଓଡ଼ିଶା ସରକାର ସୁଭଦ୍ରା ଯୋଜନାର ଲାଭ ପାଇଁ ଆବେଦନ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଘୋଷଣା କରିଥିଲେ। କିନ୍ତୁ କେତେକ ହିତାଧିକାରୀ ଆବେଦନ କରିବାରେ ସମସ୍ୟାରେ ପଡ଼ିଥିବା ଖବର ଦୃଷ୍ଟିକୁ ଆସିଛି। ଏବେ ସରକାରୀ ଅଧିକାରୀମାନେ ଘରକୁ ଘର ବୁଲି ପ୍ରତ୍ୟେକ ଘରକୁ ସର୍ଭେ କରି ବାଦ୍ ପଡ଼ିଥିବା ସୁଭଦ୍ରା ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ସାମିଲ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା […]


