ବାସ୍ତବ ବ୍ୟୁରୋ : ତୃଣମୂଳ ସ୍ତରରେ ସରକାରୀ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଓ ଲୋକଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ନିଜ ମନ୍ତ୍ରିପରିଷଦ ସହଯୋଗୀଙ୍କୁ ଆଜି ଦାୟିତ୍ୱ ଦେଇଛନ୍ତି ମୋହନ ମାଝୀ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ୨ଟି ଲେଖାଏଁ ଜିଲ୍ଲାର ଦାୟିତ୍ବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ […]

ସଂଜୟ ଶତପଥୀ(କଟକ): ସାରା ବିଶ୍ବରେ ପରିବେଶ ସନ୍ତୁଳନତା କୁ ନେଇ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପୁଜୁଥିବା ବେଳେ ସଚେତନତା ର ଅଭାବରୁ ସ୍ନାୟୁଗତ ଓ ସ୍ତନ କର୍କଟ ରୋଗ ର ପ୍ରାଦୁର୍ଭାବ ବଢ଼ିଚାଲିଛି। ବିଶେଷ କରି ବହୁ ସାମାଜିକ ଅନୁଷ୍ଠାନ ପକ୍ଷରୁ ସହରାଞ୍ଚଳ ରେ ସଚେତନତା କାର୍ଯ୍ୟକ୍ରମ ହେଉଥିବା ବେଳେ ଗ୍ରାମାଞ୍ଚଳରେ ଏହି ସଚେତନତା ର ଅଭାବ ଦେଖାଦେଇଛି। ଏହି ବିଷୟକୁ ଗମ୍ଭୀରତାର ସହ ଗ୍ରହଣ କରି ଆଜି ରୋଟାରୀ […]

ବରଗଡ଼୨୫/୧୨(ନବୀନ କୁମାର ଦାଶ):ସମାଜ ସେବୀ ଜନକଲ୍ୟାଣ ସଂଗଠନ ଓଡିଶା ଜନତା ସଂଘର୍ଷ ସମିତି ବରଗଡ଼ ର ୩୬ତମ ବାର୍ଷିକ ଉତ୍ସବ ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ବରଗଡ଼ ଠାରେ ୨୪.୧୨.୨୦୨୪ ଦିନ ସଭାପତି କିଶୋର ଚନ୍ଦ୍ର ସାହୁ କଣ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ କୁମାର ପୁରୋହିତ ଯୋଗ ଦାନ କରି ସମିତି ଓ ଭିନ୍ନକ୍ଷମ ଶିଶୁ ମାନଙ୍କ ଉନ୍ନତି […]

ବାସ୍ତବ ବ୍ୟୁରୋ: ପରଲୋକରେ ଭବାନିପାଟଣା ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଂଜୟ ଶତପଥି । ଆଜି (ବୁଧବାର) ସକାଳ ୮ ଟାରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ କର୍କଟ ରୋଗରେ ଆକ୍ରାନ୍ତ ଥିବାବେଳେ ତାଙ୍କୁ ବ୍ରେନ୍ ଷ୍ଟ୍ରୋକ ମଧ୍ୟ ହୋଇଥିବା ଜଣାପଡିଥିଲା। ଏନେଇ ସୂଚନା ଦେଇଛନ୍ତି ବିଶ୍ୱବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ […]

ବାସ୍ତବ ବ୍ୟୁରୋ: ବଦଳିଲେ ୫ ରାଜ୍ୟର ରାଜ୍ୟପାଳ । ଓଡ଼ିଶା ସମେତ ୪ ରାଜ୍ୟର ରାଜ୍ୟପାଳଙ୍କ ବଦଳି ହୋଇଛି । ମିଜୋରାମ, କେରଳ, ବିହାର, ଓଡ଼ିଶା ଓ ମଣିପୁରର ରାଜ୍ୟପାଳଙ୍କ ବଦଳି ହୋଇଛି । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ସ୍ଥାନରେ ଡକ୍ଟର ହରିବାବୁ କାମ୍ଭମପତିଙ୍କୁ ନିଯୁକ୍ତି ଦିଆଯାଇଛି । ହରି ବାବୁ ବର୍ତ୍ତମାନ ମିଜୋରାମର ରାଜ୍ୟପାଳ ଅଛନ୍ତି । ସେ ୧୬ତମ ଲୋକସଭାରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ […]

ବରଗଡ଼୨୪/୧୨(ନବୀନ କୁମାର ଦାଶ):ବ୍ୟସ୍ତ ବହୁଳ ଲୁହୁରାଚଟି- ସମ୍ବଲପୁର ୫୩ନଂ ଚାରି ଥାକିଆ ମୁଖ୍ୟ ଜାତୀୟ ରାଜପଥ ପ୍ରାୟତଃ ବରଗଡ଼ ରୁ ସମ୍ବଲପୁର ମଧ୍ୟରେ ଟ୍ରାଫିକ ସମସ୍ୟା ଅଣାୟତ୍ତ ।ଦିନକୁ ଦିନ ଛୋଟ ମୋଟ ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ଘଟଣା ମାନ ଘଟି ମୂଲ୍ୟ ବାନ ଜୀବନ ବଳି ପଡ଼ି ମୁଣ୍ଡ ପରେ ମୁଣ୍ଡ ଗଡି ଯାଉଥିଲେ ହେଁ ପ୍ରଶାସନ ନିଦା ବିଷ୍ଣୁ ସାଜିଛି। ରାଜରାସ୍ତା ନିର୍ମାଣ କାରୀ […]

ବାସ୍ତବ ବ୍ୟୁରୋ: ବର୍ତ୍ତମାନ ରାଜ୍ୟରେ ଶୀତ ଜାରି ରହିଛି। ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ କମିବ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେପଟେ ଅଦିନିଆ ବର୍ଷାକୁ ନେଇ ସତର୍କ କରିଛନ୍ତି ଆଇ ଏମ ଡି ଡ଼ିଜି। ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ। ବଙ୍ଗୋପସାଗରରେ ଥିବା ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ବର୍ଷା ହେବ। […]

ସଂଜୟ ଶତପଥୀ(କଟକ): କଟକ ର ନାରୀ ସଂଘ ସଦନ ଠାରେ ମହିଳା ସ୍ବାବଲମ୍ବୀ ଅନୁଷ୍ଠାନ ସାଫରନ୍ ର ଅଧ୍ୟକ୍ଷା ଶ୍ରୀମତୀ ଅରୁପା ପରିଜାଙ୍କ ସଭାପତିତ୍ବରେ ଏକ ଫୁଡ୍ ଫେଷ୍ଟିଭାଲ ର ଆୟୋଜନ କରାଯାଇଥୂଲା। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଶ୍ରୀ ରାମଚନ୍ଦ୍ର ଦାସ, ଅଧ୍ୟକ୍ଷ,ଓରଫ୍ରେସ୍, ସମ୍ମାନିତ ଅତିଥି ଭାବେ ଶ୍ରୀ ନିଶିକାନ୍ତ ମିଶ୍ର, ଅଧ୍ୟକ୍ଷ, ଟିମ୍ ଆଡମାର୍କ, ବିଶିଷ୍ଟ ଚିକିତ୍ସକ ଡ.ଅମୀୟ ମହାପାତ୍ର, ମୂଖ୍ୟ ବକ୍ତା ଭାବେ ଆଧ୍ୟାତ୍ମିକ […]

ବାସ୍ତବ ବ୍ୟୁରୋ: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ତାରିଖ ଠାରୁ ଦୁଇଦିନ ଯାଏଁ ରାଜ୍ୟରେ ପୁଣି ବର୍ଷା ସହ ଘନ କୁହୁଡ଼ି ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷାର ସମ୍ଭାବନା ରହିଛି। ଫଳରେ ଡିସେମ୍ବର ୨୪ ତାରିଖରେ ରାଜ୍ୟର ୭ଟି ଜିଲ୍ଲାରେ ହାଲୁକରୁ ମଧ୍ୟମଧରଣର ବର୍ଷା ଆକଳନ କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି […]

ସଂଜୟ ଶତପଥୀ(କଟକ): ଆଜି କଟକ ର ବାଣିପୀଠ ଶ୍ରୀରାମଚନ୍ଦ୍ର ଭବନ ଠାରେ ଜନନେତା ପ୍ରଦ୍ୟୁମ୍ନ ବଳ ସ୍ମୁତି କମିଟି,ଓଡିଶା ପକ୍ଷରୁ ଓଡ଼ିଶା ର ବିଶିଷ୍ଟ ଜନନେତା, ପୂର୍ବତନ ସାଂସଦ, ଦୈନିକ ସମ୍ବାଦପତ୍ର “ପ୍ରଗତିବାଦୀ”ର ପ୍ରତିଷ୍ଠାତା ପ୍ରବାଦ ପୁରୁଷ ପ୍ରଦ୍ୟୁମ୍ନ ବଳଙ୍କ ସ୍ମୁତି ଉତ୍ସବ ମହାସମାରୋହରେ ଡକ୍ଟର ବିଜୟାନନ୍ଦ ସିଂହ, ପ୍ରଫେସର, ଗୋପବନ୍ଧୁ ଦାସ ରିସର୍ଚ୍ଚ ଚେୟାର, କିସ୍ ବିଶ୍ବବିଦ୍ୟାଳୟ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ […]

Pin It on Pinterest