ଆଜି ରାଜ୍ୟ ରେ ୩0ଟି ଜିଲାରୁ ୨୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୫୩୩୦ରେ ପହଞ୍ଚିଛି । ଏଥିମଧ୍ୟରୁ ୩୨୦୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୨୩୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟ ରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା […]

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୩୩୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୨୭୧୩ରେ ପହଞ୍ଚିଛି  । ୩୩୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୧୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  । ରାଜ୍ୟରେ ଆଉ ୧୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ ହୋଇଛି । ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିଛି […]

ବାସ୍ତବ ବ୍ୟୁରୋ-ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହରାଥୀ । ମହାରଥୀ ୬୫ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଶନିବାର-ରବିବାର ରାତି ୨ଟା ୨୬ ମିନିଟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମହାରଥୀଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି। ଗତ ମାସରେ ପ୍ରଦୀପ ମହାରଥୀ କରୋନାରେ ସଂକ୍ରମିତ ହୋଇଥିଲେ । ତେବେ ସେ କରୋନାରୁ ସୁସ୍ଥ ହୋଇ […]

ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା । ଲଘୁଚାପ ଜନିତ ବର୍ଷା ଯୋଗୁଁ ବିପଦ ସଂକେତ ଟପିଲା ଜଳକା ନଦୀ । କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିଳାଷ’ ଆନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ । ଅଭିନେତା ସବ୍ୟସାଚୀ ମିଶ୍ର ପାଇବେ ମହାତ୍ମା ଗାନ୍ଧୀ ସେବା ସମ୍ମାନ । ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ମାମଲା, ଆଜି ଟ୍ରିବ୍ୟୁନାଲରେ ଶୁଣାଣି ।  ୨ କୋଟି ଯାଏଁ ରୁଣ ଉପରେ […]

ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ । ଆଜି ରାଜ୍ୟ ରେ ୩0ଟି ଜିଲାରୁ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୩୩୪ରେ ପହଞ୍ଚିଛି । ଏଥିମଧ୍ୟରୁ ୩୫୩୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୦୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ରାଜ୍ୟରେ ଆଉ ୧୬ […]

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ  ୪୩୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୬୮୮୮ରେ ପହଞ୍ଚିଛି । ଏଥିମଧ୍ୟରୁ ୩୮୮୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ଆଜି ରାଜ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି […]

ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଓ‌ଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ।  ଲଘୁଚାପ ଯୋଗୁଁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସାରାରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୩,୦୮,୦୧୪ରେ ପହଞ୍ଚିଛି । ଏହା ମଧ୍ୟରୁ ୧୦୧୩୯୬୪ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୫,୬୧୯ ରହିଛି । ତେବେ ମୋଟ ଆରୋଗ୍ୟ ସଂଖ୍ୟା ୪୨,୦୮୪,୩୧ ରେ ପହଞ୍ଚିଛି । ଆଜିଠାରୁ ଆରମ୍ଭ […]

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଯୋଗୁଁ ଆସନ୍ତା ୨୦ରୁ ୨୨ତାରିଖ, ୩ ଦିନ ଧରି ରାଜ୍ୟବ୍ୟାପୀ ଭଲ ବର୍ଷା ହେବ: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା।  ଯୁକ୍ତ୨ ନାମଲେଖା : ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ପାଇଁ ଆଜି ପୂର୍ବାହ୍ନ ୧୧ଟାରେ ସାମ୍ ସ ୱେବସାଇଟ୍ ରେ ପ୍ରଥମ ପର୍ଯ୍ୟାୟ ମେରିଟ୍  ଲିଷ୍ଟ ତଥା କଟ୍  ଅଫ୍ ମାର୍କ ପ୍ରକାଶ […]

‘ଖେଲୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ ବିକାଶ ପାଇଁ ଖର୍ଚ୍ଚ ହେବ ୧୨.୦୨ କୋଟି ଟଙ୍କା । ୪ ବର୍ଷ ମଧ୍ୟରେ ଏ ସମ୍ପର୍କିତ ସମସ୍ତ କାର୍ଯ୍ୟ ଶେଷ ହେବ। ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଓଡ଼ିଶାରେ ହୋଇଥିବା ବନ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିବା ପାଇଁ କେନ୍ଦ୍ରୀୟ ଟିମ ଭୁବନେଶ୍ୱରେ ପହଞ୍ଚିଲେ । […]

ଆଜି ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ସ୍ନାତକ(ୟୁଜି)ପାଠ୍ୟକ୍ରମରେ ନାମଲେଖା ପାଇଁ ଅକ୍ଟୋବର ୧୧ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ।  ଆସନ୍ତା ୧୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହା ୧୯ ତାରିଖରେ ଲଘୁଚାପରେ ପରିଣତ ହେବ । ଫଳରେ ଉତ୍ତର ଓଡ଼ିଶାରେ ଦୁଇରୁ […]

Pin It on Pinterest