ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ୪୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧ ଲକ୍ଷ ୫୫ହଜାର ୫କୁ ବୃଦ୍ଧି ପାଇଛି । ଏବେ ମୋଟ୍ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୬୭୩ ରହିଛି। ଆଜି ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ […]
ରାଜ୍ୟ
ବାସ୍ତବ ବ୍ୟୁରୋ-ଆରପାରିରେ ଓଲିଉଡର ଖ୍ୟାତନାମା ଅଭିନେତା ଅଜିତ ଦାସ । ଆଜି ଖ୍ୟାତନାମା ଓଡ଼ିଆ ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ଅଜିତ ଦାସଙ୍କର ୭୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା । ତାଙ୍କ ପରଲୋକ ଖବର ପ୍ରସାରିତ ହେବାପରେ ରାଜ୍ୟ କଳା ଜଗତରେ ଶୋକର ଛାୟା ଖେଳି ଯାଇଛି। ସେପ୍ଟେମ୍ବର ୧ ତାରିଖ ଦିନ ସେ କରୋନା ପଜିଟିଭ୍ […]
ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୧୩ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେପ୍ଟେମ୍ବର ୧୪ରୁ ୨୪ ତାରିଖ ମଧ୍ୟରେ ମାଟ୍ରିକ୍ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ସପ୍ଲିମେଣ୍ଟାରି ପରୀକ୍ଷା ଅନୁଷ୍ଠିତ ହେବ । ଆଜିଠାରୁ ଚାଲିବ ଭୁବନେଶ୍ୱର-ଦୁର୍ଗ ସ୍ୱତନ୍ତ୍ର ଟ୍ରେନ, ନିଟ ପରୀକ୍ଷା […]
ଆସନ୍ତା ୧୩ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୧୧ ତାରିଖରେ ରାଷ୍ଟ୍ରୀୟ ଶିକ୍ଷାନୀତି ଉପରେ ଦେଶବ୍ୟାପୀ ଜାଗରଣ ଅଭିଯାନ ଉଦ୍ଘାଟିତ ହେବ। ୟୁଜି ଶେଷ ସେମିଷ୍ଟର ପରୀକ୍ଷା ପାଇଁ ଉତ୍କଳ ବିଶ୍ବବିଦ୍ୟାଳୟର ବିଜ୍ଞପ୍ତି : ୨୨ରୁ ପ୍ରାକ୍ଟିକାଲ, ୨୯ରୁ ଥିଓରି ପରୀକ୍ଷା । ୧୨ ତାରିଖରୁ ଓଡ଼ିଶାରୁ ଚାଲିବ ୩ଟି ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍ । ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ: ରହିବନି […]
ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ପୁଣି ଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଆବେଦନ କରିପାରିବେ ଆଶାୟୀ । ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଆରମ୍ଭ: ଏଥର କେବଳ ଅନ୍ଲାଇନ୍ରେ ଆବେଦନ ଓ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ। ସେପ୍ଟେମ୍ବର ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ‘ଓଡ଼ିଶାରୁ ପୁଣି ଚାଲୁ ହେଉ ଶ୍ରମିକ ସ୍ପେଶାଲ୍ ଟ୍ରେନ୍’: ରେଳମନ୍ତ୍ରୀଙ୍କୁ ପତ୍ର […]
ବାସ୍ତବ ବ୍ୟୁରୋ- ଆସନ୍ତା ସେପ୍ଟେମ୍ବର ୧୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କନ୍ଧମାଳ, ରାୟଗଡା ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କର ଗୋଟିଏ […]
ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଅନଲାଇନ୍ରେ ଆରମ୍ଭ ହେଲା ୫ ଦିନିଆ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ । କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳକୁ ନେଇ ଯେଉଁ ପରୀକ୍ଷାର୍ଥୀଙ୍କର କୌଣସି ପ୍ରକାର ଦ୍ୱନ୍ଦ୍ୱ ଥିବ ସେମାନେ ଖାତା ପୁନଃଯାଞ୍ଚ ପାଇଁ ଆସନ୍ତା ୧୧ ତାରିଖ ପରେ ଆବେଦନ କରିପାରିବେ। ଓପିଜିସିରେ ହପର୍ ଭୁଶୁଡ଼ି ୪ ଗୁରୁତର, ୬୬୦ ମେଗାୱାଟ୍ର ପାୱାର୍ପ୍ଲାଣ୍ଟ୍ ଅଚଳ । ଆଜି ଦେଶର କରୋନା ମିଟର ୪୧,୧୩,୮୧୧ରେ […]
ଆଜିର ରାଜ୍ୟରେ ୩୦ଟି ଜିଲ୍ଲାରୁ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି । ଏଥିମଧ୍ୟରୁ ୨୯୨୯୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା […]
ଆଜିର ରାଜ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୬୭୮ ରେ ପହଞ୍ଚିଛି । ଏଥିମଧ୍ୟରୁ ୨୮୭୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୭୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫୩୧ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା । ବନ୍ଦ ହେଲା ହୀରାକୁଦର ଆଉ ୩ଟି ଗେଟ୍, […]
ବାସ୍ତବ ବ୍ୟୁରୋ-ଆଜି ଅର୍ଥାତ ସେପ୍ଟେମ୍ବର ୩ ରେ ସୁପ୍ରିମକୋର୍ଟ (ଏସସି) ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଦ୍ୱାରା ଦିଆଯାଇଥିବା ମୋରା଼ଟୋରିଅମ ଉପରେ ସୁଧ ଛାଡ ପାଇଁ ଏକ ଆବେଦନର ଶୁଣାଣି କରିଛନ୍ତି । ଜଷ୍ଟିସ ଅଶୋକ ଭୂଷଣ, ଆର ସୁଭାଷ ରେଡ୍ଡୀ ଏବଂ ଏମଆର ଶାହାଙ୍କ ଏକ ବେଞ୍ଚ ଏହି ଆବେଦନର ଶୁଣାଣି ହେଇଛି । ସେପ୍ଟେମ୍ବର ୧୦ ରେ ସର୍ବୋଚ୍ଚ ନ୍ୟାୟାଳୟ ଶୁଣାଣି ଜାରି ରଖିବେ । […]


