ଆଜି ରାଜ୍ୟର ୩୦ ଟି ଜିଲାରୁ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୪୧୧ରେ ପହଞ୍ଚିଛି । ଏଥିମଧ୍ୟରୁ ୨୮୭୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୦୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ଆଜି ରାଜ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ […]

ଏବେ ଯାତ୍ରୀବାହୀ ବସ୍‌ ଚଳାଚଳ ସ୍ବାଭାବିକ ହେବ:ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ହ୍ରାସ ପାଉଛି ହୀରାକୁଦ ଜଳସ୍ତର । ଡ୍ୟାମକୁ ଏବେ ୩ ଲକ୍ଷ ୨୧ ହଜାର ୮୫୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଏଥିରୁ ୪ ଲକ୍ଷ ୪ ହଜାର ୪୫୦ କ୍ୟୁସେକ ଜଳ ନିଷ୍କାସନ କରାଯାଇଛି । ଆଜି ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କୃଷି, ଐତିହ୍ୟ […]

ବାସ୍ତବ ବ୍ୟୁରୋ-ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରି କୁହାଯାଇଛି ଯେ, ପଶ୍ଚିମବଙ୍ଗ ଏବଂ ଏହାର ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଏକ ଘର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪୮ ଘଣ୍ଟା ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ […]

ଆଜି ୩୦ଟି ଜିଲ୍ଲାରୁ ରାଜ୍ୟରେ ୩୦୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ୍ ୭୭୨୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭୯୧ ରହିଛି । ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ସବୁ ଶନିବାର ସରକାରୀ ଅଫିସ୍‌ ଛୁଟି, […]

ଆସନ୍ତାକାଲିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭାରତ ବାୟୋଟେକ୍ ଓ କାଉନସିଲ ଫର ମେଡିକାଲ ରିସର୍ଚ (ଆଇସିଏମ୍‌ଆର)ର ମିଳିତ ସହଯୋଗରେ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ ହେଉଥିବା କୋଭିକ୍ସିନ୍ ଟିକାର ଖୁବଶୀଘ୍ର ଦ୍ବିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆରମ୍ଭ ହେବ ସମ୍‌ରେ । ହୀରାକୁଦକୁ ପ୍ରବେଶ କରୁଥିବା ଜଳ ପରିମାଣ କମିଛି । ୩୬ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସିତ । […]

ବାସ୍ତବ ବ୍ୟୁରୋ-ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ରବିବାର ଦିନ ବ୍ୟାଙ୍କଗୁଡ଼ିକୁ ଚେତାବନୀ ଦେଇଛି ଯେ, ଯଦି ସେମାନେ ଇଲେକ୍ଟ୍ରୋନିକ୍ ପେମେଣ୍ଟ ମୋଡ୍ ଉପରେ କୌଣସି କାରବାର ଶୁଳ୍କ ଆଦାୟ କରନ୍ତି ତାହାଲେ ସେମାନଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ଏକ ସର୍କୁଲାର ରେ, ସର୍ବୋଚ୍ଚ ପ୍ରତ୍ୟକ୍ଷ ଟିକସ ନୀତି ନିର୍ବାହକାରୀ ସଂସ୍ଥା କହିଛି ଯେ, ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (UPI) କାରବାର ଉପରେ କିଛି ବ୍ୟାଙ୍କ ଚାର୍ଜ […]

ମୁଣ୍ଡଳିରେ ପହଞ୍ଚିଲା ମହାନଦୀ ବନ୍ୟାଜଳ, ୯ ଲକ୍ଷ ୮୦ହଜାର କ୍ୟୁସେକ୍ ଜଳ ପ୍ରବାହିତ । ଗାଁକୁ ବନ୍ୟା ଜଳ ପ୍ରବେଶ କରିଛି । ବନ୍ୟା ଜଳ ଯୋଗୁଁ ଅଟ୍ରିରେ ୪ ଫୁଟ ଉଚ୍ଚର ପାଣି ପ୍ରବାହିତ, ପଟ୍ଟାମୁଣ୍ଡାଇରେ ଡଙ୍ଗା ଦାବି କରି ରାସ୍ତାରୋକ । ରାଜ୍ୟ ସରକାରଙ୍କ ଘୋଷଣା, ଜେଇଇ ଓ ନିଟ୍‌ ପରୀକ୍ଷାର୍ଥୀଙ୍କ ଯିବାଆସିବା ପାଇଁ ଆଜିଠାରୁ ସେପ୍ଟେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ବି ସ୍ଥାନରେ […]

କଟକ ଜିଲ୍ଲାର ବଡ଼ମ୍ବା ନିକଟ ମା’ ଭଟ୍ଟାରିକା ମନ୍ଦିରରେ ୮ ଫୁଟ ବନ୍ୟା ଜଳ, ପାହାଡ଼ ଉପରକୁ ସ୍ଥାନାନ୍ତରିତ ହେଲେ ଚଳନ୍ତି ପ୍ରତିମା । ଆସନ୍ତା ନଭେମ୍ବର ମାସକୁ ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ-୨୦୧୯ ମୁଖ୍ୟ ଲିଖିତ ପରୀକ୍ଷା । ହୀରାକୁଦ ଡ୍ୟାମରୁ ଖୋଲିଲା ଆଉ ୪ଟି ଗେଟ, ୪୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ । ଆଜି ରାଜ୍ୟ ସରକାର ଜେଇଇ ମେନ୍ ଓ ଏନ୍‌ଇଇଟି ପରୀକ୍ଷା […]

ବାସ୍ତବ ବ୍ୟୁରୋ-ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ନଦୀବନ୍ଧରେ ପାଣି ଭର୍ତ୍ତି ହେବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ୨୪ ଟି ଗେଟ ଖୋଲାଯାଇଛି । ଆଗକୁ ଆଉ ୩୬ଟି ଗେଟ ଖୋଲାଯିବ । ଯାହା ମହାନଦୀରେ ମଧ୍ୟମରୁ ବଡ଼ ଧରଣର ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏଭଳି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ।  ଏହି ଡ୍ୟାମକୁ ୬ […]

ବାସ୍ତବ ବ୍ୟୁରୋ : UGC ପରୀକ୍ଷା ଗାଇଡଲାଇନ ଏବଂ ଅନ୍ତିମ ବର୍ଷ ବିଶ୍ୱବିଦ୍ୟାଳୟ ପରୀକ୍ଷା ୨୦୨୦ ଉପରେ ସୁପ୍ରିମ କୋର୍ଟ ଚୂଡାନ୍ତ ନିଷ୍ପତ୍ତି ଘୋଷଣା କରିଛନ୍ତି । ପରୀକ୍ଷା ବାତିଲ ପାଇଁ ହୋଇଥିବା ଆବେଦନ ସୁପ୍ରିମ୍‌ କୋର୍ଟରେ ଖାରଜ ହୋଇଯାଇଛି । UGCର ଜୁଲାଇ ୬ ନିର୍ଦ୍ଦେଶକୁ କାଏମ ରଖିଛନ୍ତି କୋର୍ଟ । ଜଷ୍ଟିସ୍‌ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠର ରାୟ ଶୁଣାଇଛନ୍ତି ।  ସର୍ବୋଚ୍ଚ ନ୍ୟାୟାଳୟ […]

Pin It on Pinterest