୧-୨୮ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨-ଓଡ଼ିଶା ହାଇକୋର୍ଟକୁ ୭୨ ବର୍ଷ ପୂରିଲା। ୧୯୪୮, ଜୁଲାଇ ୨୬ ତାରିଖରେ ପ୍ରତିଷ୍ଠା ହୋଇଥିଲା ଓଡ଼ିଶା ହାଇକୋର୍ଟ। ଆସନ୍ତାକାଲି ହେଉଛି ପ୍ରତିଷ୍ଠା ଦିବସ । ୩-ଆସନ୍ତା ସୋମବାରଠାରୁ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ୨୪ ଘଣ୍ଟିଆ ଆଣ୍ଟିଜେନ୍ ପରୀକ୍ଷା ଆରମ୍ଭ ହେବ। ୪-ଆଜିଠୁ ସମ୍ବଲପୁରରେ ଦ୍ୱିତୀୟ ପର୍ଯ୍ୟାୟ ସଟ୍ଡ଼ାଉନ୍ । ୫-ଜୁଲାଇ ୩୧ ସୁଦ୍ଧା ଓଜେଇଇ ଆବେଦନ, […]
ରାଜ୍ୟ
୧-ଆଜି ରାଜ୍ୟରେ ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୪ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୧୩କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ମୋଟ୍ ୧୫,୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୫୦ ରହିଛି । ୨- ଆଜି ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତ […]
ବାସ୍ତବ ବ୍ୟୁରୋ-କରୋନାଭାଇରସ୍ ମହାମାରୀ ମଧ୍ୟରେ ଅଗଷ୍ଟ ୧୫ ରେ ସ୍ୱାଧୀନତା ଦିବସ ପାଳନ ପାଇଁ ଗୃହ ମନ୍ତ୍ରଣାଳୟ (MHA) ଶୁକ୍ରବାର ଦିନ ଏକ ନିର୍ଦେଶାବଳୀ ଜାରି କରିଛି । ଏହା ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜ୍ୟ, ଗଭର୍ନର ଇତ୍ୟାଦିଙ୍କୁ ଜନସାଧାରଣଙ୍କ ମଣ୍ଡଳୀରୁ ଦୂରେଇ ରଖିବାକୁ ଏବଂ ଉତ୍ସବ ପାଇଁ ଟେକ୍ନୋଲୋଜି ବ୍ୟବହାର କରିବାକୁ ନିର୍ଦେଶ ଦେଇଛି । ଯୁଗ୍ମ ସଚିବ ଅନୁଜ ଶର୍ମା ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ […]
ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ସର୍ବାଧିକ ୧୫୯୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୧୦୬୭ ଓ ସ୍ଥାନୀୟ ଅଞ୍ଚଳରୁ ୫୨୭ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨,୬୯୩କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୩୨ , […]
ବାସ୍ତବ ବ୍ୟୁରୋ : ଆଜି ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟ ୨୭ଟି ଜିଲ୍ଲାରୁ ୧୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୮୪୭ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪୧୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୦୯୯କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ […]
୧-ରାଜ୍ୟରେ ଥିବା ସରକାରୀ ଓ ବେସରକାରୀ ଆଇଟିଆଇଗୁଡ଼ିକରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ସାମ୍ସ(ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜ୍ମେଣ୍ଟ ସିଷ୍ଟମ) ଜରିଆରେ କେନ୍ଦ୍ରୀୟ ଅନ୍ଲାଇନ୍ ପଦ୍ଧତିରେ ନାମ ଲେଖାଯିବ । ୨-ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସିରେ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଲକଡାଉନ୍ କଟକଣା ଜାରି । ୩-ଓଡ଼ିଶାରୁ ରାଜ୍ୟସଭାକୁ ନିର୍ବାଚିତ ବିଜୁ ଜନତା ଦଳର ୪ ଜଣ ସଭ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି । ସେମାନେ ହେଲେ ମୁଜିବୁଲ୍ଲା […]
୧-ଆଜି ରାଜ୍ୟରେ ୨୮ ଜିଲ୍ଲାରୁ ରେକର୍ଡ଼ ସଂଖ୍ୟକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୩୫କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୬୩୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨-ରାଜ୍ୟରେ ପୁଣି ୫ଜଣଙ୍କ ମୁଣ୍ଡ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦୮ର ପହଞ୍ଚିଛି ୩-ଆଜି ମୁଖ୍ୟମନ୍ତ୍ରୀ ନବୀନ […]
ବାସ୍ତବ ବ୍ୟୁରୋ-ଆଜି ସନ୍ଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଓ କଟକ ଜିଲ୍ଲାର କରୋନା ସମୀକ୍ଷା କରି କରୋନା ପରିଚାଳନା ଟିମ୍କୁ ଧନ୍ୟବାଦ ଜଣାଇଛନ୍ତି । କାରଣ ରାଜ୍ୟ ବାହାରୁ ଏକ ଲକ୍ଷରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ଖୋର୍ଦ୍ଧା (ଭୁବନେଶ୍ବର) ଓ କଟକ ଜିଲ୍ଲାରେ କରୋନା ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି । କଟକ ଜିଲ୍ଲାରେ ଏହା ୭୧ ପ୍ରତିଶତ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ସୁସ୍ଥତା ହାର ୭୦ ପ୍ରତିଶତ, ଯାହାକି ଜାତୀୟ […]
୧-ଆଜି ରାଜ୍ୟରେ ୨୩ଟି ଜିଲ୍ଲାରୁ ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୭୫୭ ରେ ପହଞ୍ଚିଛି । ଏଥିମଧ୍ୟରୁ ୫୭୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨-ରାଜ୍ୟ ସରକାରଙ୍କ ବଡ ଘୋଷଣା, ଏଣିକି କରୋନା ମୃତ୍ୟୁବରଣ କରୁଥିବା ଲୋକଙ୍କ ଶବ ସତ୍କାର କଲେ ମିଳିବ ୭୫୦୦ ଟଙ୍କା । […]
ବାସ୍ତବ ବ୍ୟୁରୋ-ଅଭିନୟର ବାଦଶାହା କଳାର ନିରବଚ୍ଛିନ୍ନ ପୂଜକ ସମସ୍ତଙ୍କର ପ୍ରିୟ ବିଜୟ ମହାନ୍ତି ଆଉ ନାହାନ୍ତି । ସମସ୍ତଙ୍କୁ ପର କରି ସେ ଆଜି ପରପାରିରେ । ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ଓଡିଆ ଚଳଚ୍ଚିତ୍ର ତଥା ମଞ୍ଚ ଅଭିନୟ ଓ ନିର୍ଦେଶନା ଜଗତରେ ଏକ ସ୍ୱତନ୍ତ୍ର ସ୍ଥାନର ଅଧିକାର କରିଥିଲେ ବିଜୟ ମହାନ୍ତି । ଅଭିନେତା ଓ ନିର୍ଦ୍ଦେଶକ ଭାବେ ସଫଳ […]