ଲଘୁଚାପ ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା । ଏମ୍ଏସ୍ଏମ୍ଇ ଋଣ ପ୍ରଦାନରେ ଗଞ୍ଜାମ ଜିଲ୍ଲା ପ୍ରଥମ । ଭବାନୀପାଟଣା ସହର ଓ ନୀଳଗିରି ଏନଏସି ସଟ୍ଡାଉନ । ନବନିଯୁକ୍ତ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । “ସୁନାମି ପ୍ରସ୍ତୁତି” ନେଇ ଓଡ଼ିଶାର ଦୁଇଟି ଗାଁକୁ ମିଳିଲା ୟୁନେସ୍କୋ ମାନ୍ୟତା।ଗୋଟିଏ ଜଗତସିଂହପୁରର ନୋଳିଆ ସାହି ଥିବା ବେଳେ ଅନ୍ୟଟି ଗଂଜାମ ଜିଲ୍ଲାର ଭେଙ୍କଟରାୟପୁର […]
ରାଜ୍ୟ
ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ନୂଆ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ପ୍ରଦାନ କରାଯାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ […]
ଚଢ଼ା ଦରରେ ସାର ବିକ୍ରି ହେଲେ କାର୍ଯ୍ୟାନୁଷ୍ଠାନ ସାର, କୃଷି ସାମଗ୍ରୀ ଯୋଗାଣରେ ଯାଞ୍ଚ୍ କଡ଼ାକଡ଼ି କରିବାକୁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୯ରୁ ବର୍ଷା ସମ୍ଭାବନା, ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ SRC। ଜାତୀୟ ଶିକ୍ଷା ନୀତି ଉପରେ ଆଲୋଚନା କରିବ ବିଜେଡି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ବ ନେଲେ ବିଷ୍ଣୁପଦ ସେଠୀ । […]
ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୧୮ରେ ପହଞ୍ଚିଛି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ କରୋନାରେ ୯ଜଣଙ୍କ ମୃତ୍ୟୁ ହୋଇଛି । ବଙ୍ଗୋପସାଗରେ ଲଘୁଚାପ : ଆଜି ପ୍ରବଳ-କାଲି ସାମାନ୍ୟ ବର୍ଷା , ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ […]
ବାସ୍ତବ ବ୍ୟୁରୋ-କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ । ଗୃହମନ୍ତ୍ରୀ ଅମିତ ଶାହାଙ୍କ ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ପଜିଟିଭ ବୋଲି ଜଣାପଡିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଯେଉଁଠାରେ ସେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ହରିୟାଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।କରୋନାରେ ସଂକ୍ରମିତ ହେବା ପରେ ଧର୍ମେନ୍ଦ୍ର ପ୍ରଧାନ ନିଜେ ଟ୍ୱିଟ୍ କରି ମଙ୍ଗଳବାର ସନ୍ଧ୍ୟାରେ ଜଣାଇଛନ୍ତି […]
ବାସ୍ତବ ବ୍ୟୁରୋ – ପ୍ରକାଶ ପାଇଲା ଭାରତୀୟ ପ୍ରଶାସନିକ ସେବା ୨୦୧୯ ପରୀକ୍ଷାଫଳ । ପ୍ରଦିପ ସିଂ ୟୁପିଏସସି ସିଭିଲ ସର୍ଭିସେସ୍ (ମେନ୍ସ) ପରୀକ୍ଷା ୨୦୧୯ ରେ ଟପ୍ପର ହୋଇଥିବା ବେଳେ ଜତିନ୍ କିଶୋର ଦ୍ୱିତୀୟ ସ୍ଥାନରେ ଏବଂ ପ୍ରତୀଭା ଭର୍ମା ତୃତୀୟ ସ୍ଥାନରେ ଅଛନ୍ତି । ସେହିପରି ଓଡ଼ିଶାର ଅଭିଷେକ ସରାଫ ଅଷ୍ଟମ ସ୍ଥାନରେ ରହିଥିବା ବେଳେ ୧୦ ନମ୍ବର ସ୍ଥାନରେ ରହିଛନ୍ତି ସଞ୍ଜିତା ମହାପାତ୍ର । ଆଇଏଏସ୍, […]
ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ୧୩୮୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧କୁ ବୃଦ୍ଧି ପାଇଛି । ଆଜି ସଙ୍ଗରୋଧ କେନ୍ଦ୍ରରୁ ୮୮୯ ଓ ସ୍ଥାନୀୟ ଅଞ୍ଚଳରୁ ୪୯୫ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୮, ଖୋର୍ଦ୍ଧା ଜିଲ୍ଲାରୁ ୨୦୧, କଟକ […]
୧-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ; ୩ ଦିନ ଧରି ସାରା ରାଜ୍ୟରେ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ୨-ଭୁବନେଶ୍ୱର ଓ କଟକରୁ ୮ଟି ରୁଟ୍ରେ ପୁଣି ଗଡ଼ିଲା ‘ମୋ ବସ୍’ । ୩-ଏଣିକି ନିୟମିତ ହେବ ବ୍ୟାଙ୍କ ସେବା,୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ବ୍ୟାଙ୍କ କାର୍ଯ୍ୟ । ୪-ଏସ୍ସିବି ଆଇସୋଲେସନ୍ରେ ହେବ ଡାଏଲିସିସ୍ ବ୍ୟବସ୍ଥା । ୩ଟି ମେସିନ୍ରେ ସପ୍ତାହକୁ ୩୦ କିଡ୍ନି ରୋଗୀ ପାଇବେ ସୁବିଧା । […]
ବାସ୍ତବ ବ୍ୟୁରୋ-ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏକ ସତର୍କ ସୂଚନା ଜାରି କରି କହିଛି ଯେ,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର […]
୧-ଆଜି ସୋମବାର ରାକ୍ଷୀ ପୂର୍ଣ୍ଣିମା; ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥ, ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା । ୨-ଆଜି ରାଜ୍ୟରେ ୨୬ଟି ଜିଲ୍ଲାରୁ ୧୩୮୪ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୨୯୭କୁ ବୃଦ୍ଧି । ଏବେ ରାଜ୍ୟରେ ମୋଟ୍ ୨୧,୯୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୦୯୫ ରହିଛି । ୩-୨ଶହ ଟପିଲା ରାଜ୍ୟରେ କରୋନାଜନିତ ମୃତ୍ୟୁ […]


