ବାସ୍ତବ ବ୍ୟୁରୋ: ଦେଶରେ ଧିରେଧିରେ ବଢୁଛି କୋଭିଡ୍‌ ରୋଗୀଙ୍କ ସଂଖ୍ୟା ।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ରବିବାର ସକାଳ ୮ଟା ସୁଦ୍ଧା ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭୫୮ ରହିଛି । ଗତ ୨୪ ଘଣ୍ଟାରେ ୩୬୩ଟି ନୂଆ ମାମଲା ଚିହ୍ନଟ ହୋଇଛି । ଏଯାଏଁ ସର୍ବାଧିକ ମାମଲା କେରଳରୁ ଚିହ୍ନଟ ହୋଇଛି । କେରଳରେ ସର୍ବାଧିକ ୧୪୦୦ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି […]

କେନ୍ଦ୍ରାପଡ଼ା(ରାକେଶ ମହାନ୍ତି): ୩୦/୦୫/୨୦୨୫-ଆସନ୍ତା ୨ ତାରିଖ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦ୍ରାପଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଜିଲ୍ଲାପାଳ ବିଭିନ୍ନ ଅଧିକାରୀଙ୍କୁ ଦେଇଥିବା ଦାୟୀତ୍ବ ସମ୍ପର୍କରେ ବୁଝିବା ସହିତ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ […]

ବାସ୍ତବବ୍ୟୁରୋ(କେନ୍ଦୁଝର): କେନ୍ଦୁଝର ଜିଲ୍ଲା ବାମେବାରି ଥାନା ଅନ୍ତର୍ଗତ ଜୁରୁଡି ଠାରେ ଅ।ନ୍ତ୍ରାମ।ନ୍ତା ନିକଟରେ ଏକ ଖଣି ରେ ଗଚ୍ଛିତ ଥିବ। ଲୁହାପଥର କୁ ମେସିନ ଲଗାଇ ଚୋରି କରୁଥିବା ବେଳେ ବାମେବାରି ପୋଲିସ କୈାଣସି ସୁତ୍ରରୁ ଖବରପାଇ ଗାଡ଼ିକୁ ଜବତ୍ କରିଛି। ଯୋଡ଼ା ଓ ବଡ଼ବିଲ ଅଂଚଳରେ ପ୍ରତ୍ୟେକଦିନ କିଛିନାକିଛି ଚୋରି ହେବାରେ ଲାଗିଛି। ସେହି ଠାରୁ ହାଇୱ। ଲଗାଇ ସେଠାରେ ଗଚ୍ଛିତ ଥିବା ଲୁହାପଥର ବୋଝେଇ କରୁଥିବା ବେଳେ […]

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ । ରାଜ୍ୟ କାର୍ଯ୍ୟାଳୟରେ ପାର୍ଥୀବ ଶରୀର ପହଂଚିବା ପରେ ରାଜ୍ୟ ସଭାପତି, ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ପଦାଧିକାରୀ, କାର୍ଯ୍ୟକର୍ତା ଜଣାଇଲେ ଶ୍ରଦ୍ଧାଞ୍ଜଳୀ । ବାସ୍ତବବ୍ୟୁରୋ(ଭୁବନେଶ୍ୱର)୩୦/୦୫: ବିଶିଷ୍ଟ ରାଜନେତା, ବିଜେପିର ପ୍ରଥମ ତଥା ପୂର୍ବତନ ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ବଢିବାରେ ଲାଗିଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଓଡ଼ିଶାରୁ ଆଉ ୫ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରେ ୪ ପୁରୁଷ ଓ ଜଣେ ମହିଳା କରୋନା ସଂକ୍ରମିତ ଅଛନ୍ତି। ପୂର୍ବରୁ ଭୁବନେଶ୍ବରରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି […]

ବରଗଡ଼(ନବୀନ କୁମାର ଦାଶ):ଗତକାଲି ଗୁରୁ ଭଗବାନ ସାହୁ ସ୍ମୃତି କମିଟି ର ବୈଠକ ସ୍ଥାନୀୟ ଏ ଇ ମିସନ ସ୍କୁଲ ଠାରେ ଡ. ତପସ୍ୱୀନି ଗୁରୁଙ୍କ ସଭାପତିତ୍ବରେ ସମ୍ପାଦକ ସନ୍ତୋଷ କୁମାର ପଣ୍ଡା ଏବଂ ସର୍ଦ୍ଦାର ପ୍ରିତମ ସିଂହଙ୍କ ସଂଯୋଜନା ରେ ପଶ୍ଚିମ ଓଡ଼ିଶା ଭାଷା କଳା ଓ ସଂସ୍କୃତି ର ପ୍ରଚାରକ ଗୁରୁ ଭଗବାନ ସାହୁଙ୍କ ୯୫ ତମ ଜନ୍ମୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି।ଆସନ୍ତା […]

ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ । ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଏକା ସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ  ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବାହାର କରିଛି।  ମୋଟ୍  ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୧୬ ହଜାର ୭୮୭ ଜଣ ଯୁକ୍ତ ୨ ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି। ପାସ୍ ହାର ୮୨.୭୭ ପ୍ରତିଶତ ରହିଛି। ଏଥର ବି ଛାତ୍ରଙ୍କ […]

ବାସ୍ତବ ବ୍ୟୁରୋ: ଆସନ୍ତା ଜୁନ୍‌ ୧୨ ତାରିଖରେ ଓଡ଼ିଶାର ମୋହନ ମାଝୀଙ୍କ ବିଜେପି ସରକାର କ୍ଷମତାରେ ଏକ ବର୍ଷ ପୂରଣ କରିବ। ସରକାରର ପ୍ରଥମ ବର୍ଷ ପୂର୍ତ୍ତି ପାଳନ ଅବସରରେ ଜୁନ୍‌ ୧୨ ତାରିଖରୁ ଜୁନ୍‌ ୧୯ ତାରିଖ ଯାଏଁ ସପ୍ତାହ ବ୍ୟାପୀ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିପାରନ୍ତି ବୋଲି ସୂଚନା […]

ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।  ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଦକ୍ଷତା ଓ ବୈଷୟିକ ବିଭାଗରେ ନିୟମାବଳୀ ସଂଶୋଧନ କରିଛନ୍ତି। ମମତା ଓ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟ କରିବ। ଆଗାମୀ ୫ ବର୍ଷ ପାଇଁ ୧୬୨୩ କୋଟି […]

ବାସ୍ତବ ବ୍ୟୁରୋ: ଭାରତ-ପାକିସ୍ତାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ଚାଲିଥିବା ବେଳେ ପୁରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଯୁଦ୍ଧ ପରିସ୍ଥିତିକୁ ନଜରରେ ରଖି ଓଡିଶାର ବିଭିନ୍ନ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସମସ୍ତ ସନ୍ଦିଗ୍ଧ ଗତିବିଧିକୁ ନଜରରେ ରଖିଛନ୍ତି ସୁରକ୍ଷା ବାହିନୀ ।  ଏହିକ୍ରମରେ ପୁରୀ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ମନ୍ଦିର […]

Pin It on Pinterest