ବାସ୍ତବ ବ୍ୟୁରୋ-ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର, ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ଯେ, ଯେଉଁ ଡିଗ୍ରୀ କଲେଜରେ କୌଣସି ବିଷୟର ଚାହିଦା ନାହିଁ କିମ୍ବା ଲଗାତର କିଛି ବର୍ଷ ହେବ ଖାଲି ପଡୁଛି ତାହାକୁ ବନ୍ଦ କରି ଦିଆଯାଉ । ନହେଲେ ସେହି ସିଟ୍ ବଦଳରେ ଅନ୍ୟ ଚାହିଦା ଥିବା ବିଭାଗଗୁଡିକର ସିଟ୍ ବୃଦ୍ଧି କରାଯାଉ । ସେ ଚିଠିରେ ଉଲ୍ଲେଖ କରି […]
ରାଜ୍ୟ
୧-ଆଜି ରାଜ୍ୟରେ ପୁଣି ୫୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୫୨୫୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୧୩୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨-ଓଡିଶାରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ। ଏହି ୩ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ […]
ବାସ୍ତବ ବ୍ୟୁରୋ-ରାଜ୍ୟରେ ଅଧିକ କରୋନା ପ୍ରବଣ ୪ଟି ଜିଲ୍ଲା ଖୋର୍ଦ୍ଧା, ଗଞ୍ଜାମ, କଟକ ଓ ଯାଜପୁର ସହିତ ରାଉରକେଲା ମହାନଗରରେ ଆଜି ରାତି ୯ଟାରୁ ଜୁଲାଇ ୩୧ ମଧ୍ୟରାତ୍ର ପର୍ଯ୍ୟନ୍ତ, ଲକ୍ଡାଉନ୍ ଲାଗୁ କରିଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ଭୁବନେଶ୍ଵରରେ ଲକ୍ଡାଉନ୍ କଡାକଡି ହେବ। ଏ ନେଇ ପୋଲିସ କମିଶରନର ସୁଧାଂଶୁ ଷଡଙ୍ଗୀ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି। ନିୟମ ନମାନିଲେ କଡା ଦଣ୍ଡ ମିଳିବ ସେ […]
ବାସ୍ତବ ବ୍ୟୁରୋ-ସାରା ବିଶ୍ୱ ଇମ୍ୟୁନିଟି ପାୱାର ବା ରୋଗପ୍ରତିରୋଧକ ଶକ୍ତି କୁ ବଢ଼ାଇ କରୋନା କୁ ହରେଇବା ପାଇଁ ସଚେତନତା ସୃଷ୍ଟି କରୁଥିବା ବେଳେ ଆମ ରାଜ୍ୟର ପୋଲିସ କମିଶନର ଙ୍କ ନଜର ପଡିଛି ଥାନା ବାବୁଙ୍କ ମେଦବହୁଳତା (BMI) ଉପରେ । ଏହାର କାରଣ ଯାହା ଥାଉ ନା କାହିଁକି ପୋଲିସ କର୍ମଚାରୀଙ୍କ ନିଦ ହଜାଇ ଦେଇଛି । କରୋନା କଟକଣା ସମୟରେ ପୁଲିସ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା […]
୧-ଆଜି ରାଜ୍ୟରେ ୨୪ଟି ଜିଲ୍ଲାରୁ ୭୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧୧୦ରେ ପହଞ୍ଚିଥିବା ବେଳେ ଆରୋଗ୍ୟ ଲାଭ କରିଛନ୍ତି ୧୦୮୭୭ ଜଣ । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୨୪ ରେ ପହଞ୍ଚିଛି। ୨-ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩ରେ ପହଞ୍ଚିଛି। ୩-ରାଜଧାନୀ ଭୁବନେଶ୍ୱରର […]
ବାସ୍ତବ ବ୍ୟୁରୋ-ଲକଡାଉନ୍ ହେଲା ସମଗ୍ର ରାଉରକେଲା ମ୍ୟୁନିସପାଲଟି ଓ ୪ଟି ଜିଲ୍ଲା । ଆସନ୍ତା ୧୭ତାରିଖ ରାତି ୯ଟାରୁ ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍ ଡାଉନ୍ ହେବ ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର । ଏହି ଲକଡାଉନ୍ କଡ଼ାକଡ଼ି ପାଳନ ହେବ । ତେବେ ସାମଗ୍ରୀ ପରିବହନ ଓ ଆର୍ଥିକ ଗତିବିଧି ସମେତ ଅତ୍ୟାବଶ୍ୟକ ସେବାକୁ ଏହି କଟକଣାରୁ ବାଦ୍ ଦିଆଯାଇଛି । ଆଜି ଗଣମାଧ୍ୟମକୁ ସୂଚନା […]
ବାସ୍ତବ ବ୍ୟୁରୋ-ପରିବା ବଜାର ଆକାଶ ଛୁଆଁ । ଟମାଟୋ କିଲୋ ପ୍ରତି ୮୦ ରୁ ୧୦୦ ଟଙ୍କାରେ ବିକ୍ରି ହେଉଛି । ଉପଭୋକ୍ତା ମନ୍ତ୍ରୀ ରାମବିଳାସ ପାଶୱାନ କହିଛନ୍ତି ଯେ,ମୌସୁମୀ ଋତୁରେ ବର୍ଷା ଯୋଗୁଁ ଟମାଟୋ ନଷ୍ଟ ହେବାର ଅଧିକ ସମ୍ଭାବନା ଥାଏ । ଏଥିପାଇଁ ବଜାରରେ ଆବଶ୍ୟକ ମୁତାବକ ଟମାଟୋ ମଧ୍ୟ ଉପଲବ୍ଧ ହେଉନାହିଁ । ସେଥିପାଇଁ ଟାମୋଟା ଦାମ ବୃଦ୍ଧି ପାଇଛି । ସଠିକ ପରିମାଣର ଟମାଟୋ […]
୧-ଆଜି ରାଜ୍ୟରେ ୨୩ଟି ଜିଲ୍ଲାରୁ ଆଉ ୪୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୯୨ ରେ ପହଞ୍ଚିଛି । ୧୦, ୪୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୪୮୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ୨- ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯ରେ […]
ବାସ୍ତବ ବ୍ୟୁରୋ: ରାଜ୍ୟରେ ବଢ଼ିଲା ସ୍କୁଲରେ ଆଡମିଶନ ତାରିଖ । ରାଜ୍ୟ ସରକାର ପୁଣିଥରେ ନାମଲେଖା ଅବଧିକୁ ଅଗଷ୍ଟ ୧୪ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବରୁ ଜାରି ହୋଇଥିବା ଏସଓପିକୁ ପାଳନ କରି ଏହି ନାମଲେଖା ପ୍ରକ୍ରିୟା ବଳବତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ […]
୧-ଆଜି ରାଜ୍ୟର ୨୨ଟି ଜିଲ୍ଲାରୁ ୬୧୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୯୮ କୁ ବୃଦ୍ଧି । ୨-ଆଜି ରାଜ୍ୟରେ କରୋନାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ୩ଜଣଙ୍କୁ ମିଶାଇଲେ କରୋନାରେ ମୃତକଙ୍କ ସଂଖ୍ୟା ୭୭ ରେ ପହଞ୍ଚିଛି। ୩-ଆଜି ଠାରୁ ତିନି ହସ୍ପିଟାଲରେ (KIMS,SUM ଓ କଟକର ଅଶ୍ଵିନୀ ) ପ୍ଲାଜମା ଥେରାପି ଆରମ୍ଭ। ୪- ଆଜି ପ୍ରକାଶ […]


