ବାସ୍ତବ ବ୍ୟୁରୋ : ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ତଥା ଉତ୍ତର ଉପକୂଳ ଓଡିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା […]
ରାଜ୍ୟ
ବାସ୍ତବ ବ୍ୟୁରୋ : ଆଜି ରାଜ୍ୟରେ ୨୩ଟି ଜିଲ୍ଲାରୁ ସର୍ବାଧିକ ୭୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ୨୪୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୫୦୮ଜଣ ସଙ୍ଗରୋଧ କେନ୍ଦ୍ରର । ଏଣେ ରାଜ୍ୟରେ ମୋଟ୍ ୭୪୦୭ଜଣ […]
୧-ରାଉରକେଲା ମହାନଗରୀକୁ ସପ୍ତାହାନ୍ତ ସଟଡାଉନ ଘୋଷଣା କରାଗଲା । ୨-ଭୁବନେଶ୍ୱର: ରାଜ୍ୟର ସମ୍ବଳ ସ୍ଥିତି ସଙ୍ଗୀନ, ନିଜସ୍ଵ ଟିକସ ଆଦାୟ ୩୭% ହ୍ରାସ। ୩-ଆଜିଠାରୁ ବନ୍ଦ ରହିବ ଭୁବନେଶ୍ୱର ଏମ୍ସର OPD ସେବା। ୪-ଆସନ୍ତା ଦୁଇଦିନ ରାଜ୍ୟର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୫-ଆଜି ଅପରାହ୍ଣ ୩ଟାରେ ପ୍ରକାଶ ପାଇବ ଆଇସିଏସଇ ଦଶମ ଏବଂ ଆଇଏସସି ଦ୍ବାଦଶ ପରୀକ୍ଷା […]
ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୨ଟି ଜିଲ୍ଲାରୁ ନୂଆ ୫୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ପାର କରିଛି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୬୧ । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକ […]
୧-ସ୍ପଷ୍ଟୀକରଣ ଦେଲା ଅର୍ଥ ବିଭାଗ – ନୂଆ ନିଯୁକ୍ତି ଉପରେ ସାମୟିକ କଟକଣା, ଖାଲି ପଦବୀ ପୂରଣ କରାଯିବ । ୨-୨୦ ହଜାର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍ ଓଡ଼ିଶାରେ ପହଞ୍ଚିଲା । ୩-ଲୋକଙ୍କୁ ସରକାରୀ ଅଫିସ ଆସିବାକୁ ପଡ଼ିବ ନାହିଁ, ସମସ୍ତ ସେବା ଅକ୍ଟୋବର ୨ ସୁଦ୍ଧା ଅନଲାଇନରେ ଉପଲବ୍ଧ ହେବ : ମୁଖ୍ୟମନ୍ତ୍ରୀ । ୪-ଜମ୍ମୁ-କାଶ୍ମୀରରେ ଓଡିଆ ଆଇପିଏସ ଅଫିସର ସସପେଣ୍ଡ । ପଦବୀର ଅପବ୍ୟବହାର ଓ […]
ବାସ୍ତବ ବ୍ୟୁରୋ : ଆହୁରି ୩ମାସ ମିଳିବ ମାଗଣା ଏଲପିଜି ସିଲିଣ୍ଡର । କେବଳ ମାଗଣା ଏଲପିଜି ସିଲିଣ୍ଡର ଯୋଗାଇବା ସମୟ ସୀମାକୁ ନୁହେଁ ବରଂ ଅନ୍ୟ ଦୁଇ ଯୋଜନାର ସମୟ ସୀମା ମଧ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟରେ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଅଧୀନରେ ମାଗଣା ଏଲପିଜି ସିଲିଣ୍ଡର ଯୋଗାଇବା ସମୟ ସୀମାକୁ […]
୧-ଆଜି ରାଜ୍ୟରେ ୨୬ଟି ଜିଲ୍ଲାରୁ ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି । ୬୭୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୬୦ ରହିଛି । ୨-କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ୩-ଭୁବନେଶ୍ୱର:ଆରମ୍ଭ ହେଲା ରାଜ୍ୟରେ ଖର୍ଚକାଟ: ବିମାନ […]
୧-ଆଜି ରାଜ୍ୟରେ ୨୧ଟି ଜିଲ୍ଲାରୁ ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି । ମୋଟ୍ ୬୪୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୭ ରହିଛି । ୨-ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି । ୩-କୋଭିଡ […]
୧-ଆଜି ରାଜ୍ୟରେ ୨୪ଟି ଜିଲ୍ଲାରୁ ପୁଣି ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି । ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୪ ରହିଛି । ୨-କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୮ ଜଣଙ୍କ ଜୀବନ ଗଲାଣି । ୩-ହୀରାକୁଦ […]
ବାସ୍ତବ ବ୍ୟୁରୋ : ଆସନ୍ତା ମଙ୍ଗଳବାର ଠାରୁ କଟକରେ ଥିବା ପ୍ରମୁଖ ହସ୍ପିଟାଲରେ ହେବ ଆଣ୍ଟିଜେନ ଟେଷ୍ଟ । ସଂକ୍ରମଣ ରୋକିବା ପାଇଁ ତଥା କରୋନା ମୁକାବିଲା ଲାଗି ଏସସିବି, ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ, ଶିଶୁଭବନ ଓ ସିଟି ହସ୍ପିଟାଲରେ ଏହି ପରୀକ୍ଷା ହେବ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନାନୁଯାୟୀ, ଆଣ୍ଟିଜେନ୍ ଟେଷ୍ଟ ମାଧ୍ୟମରେ ଲୋକଙ୍କର ଠାରେ କୋଭିଡ ଷ୍ଟାଟସ ୨ରୁ ୩ ଘଣ୍ଟା […]


