ବାସ୍ତବ ବ୍ୟୁରୋ:ଓଡ଼ିଶାର ଗଣପର୍ବ ରଜ ପର୍ବ ପାଇଁ ରାଜ୍ୟ ସରକାର କୋହଳ କଲେ ଶୁକ୍ରବାର ରାତିର କର୍ଫ୍ୟୁ । ଶୁକ୍ରବାର ସଂଧ୍ୟା ୭ଟାରୁ କର୍ଫ୍ୟୁ ଜାରି ହେବ ନାହିଁ । ରାତି ୧୦ଟା ଯାଏଁ ଖୋଲା ରହିବ ଦୋକାନ ବଜାର । ରବିବାର ପହିଲି ରଜ ଥିବା ବେଳେ ଶନିବାର ଓ ରବିବାର ସଟ୍ ଡାଉନ୍ ରହିବ । ତେଣୁ ଶୁକ୍ରବାର ସଂଧ୍ୟାର କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି […]

୧-ରାଜ୍ୟର ୧୪ଟି ଜିଲ୍ଲାରୁ ନୂଆ ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ। ମୋଟ ଆକ୍ରାନ୍ତଙ୍କ ୩୩୮୬କୁ ବୃଦ୍ଧି । ସୁସ୍ଥ ହେଲେଣି ୨୨୮୨, ସକ୍ରିୟ ଆକ୍ରାନ୍ତ ଅଛନ୍ତି ୧୦୯୨ । ୨-ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୫୭୯, ଗତ ୨୪ ଘଣ୍ଟାରେ ସଂକ୍ରମଣ ସଂଖ୍ୟା ୯,୯୯୬ । ୩-ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା […]

ବାସ୍ତବ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଫରେନିଂସିରେ ଜରିଆରେ ସିଡିଏମଓ ଏବଂ କୋଭିଡ ହସ୍ପିଟାଲର ବରିଷ୍ଠ ଅଧିକାରୀ ମାନଙ୍କ ସହ କଥା ହୋଇଛନ୍ତି । ଚିନ୍ତା ବଢାଉଛି କୋଭିଡ ଯୋଦ୍ଧାଙ୍କୁ କରୋନା ସଂକ୍ରମଣ । କରୋନା ଲଢେଇରେ ଆଗଧାଡ଼ିରେ ଥିବା ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମୀଙ୍କୁ କରୋନା ସଂକ୍ରମଣ ଏବେ ଦିନ କୁ ଦିନ ବଢ଼ି ଚାଲିଛି । ଆଜି ଭୁବନେଶ୍ବର ଏମ୍‌ସରେ ଆଉ […]

୧- କରୋନାଭାଇରସ୍ ସଂକ୍ରମଣ ବଢୁଥିବା ୧୫ଟି ରାଜ୍ୟ ରେ ଉଚ୍ଚସ୍ତରୀୟ ଟିମ୍ ମୁତୟନ କଲେ କେନ୍ଦ୍ର ସରକାର । ୨-ରାଜ୍ୟରେ ଆଜି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୨୧୩୩ ଜଣ ସୁସ୍ଥ ହୋଇସାରିଥିବାବେଳେ ୧୧୦୬ଟି ସକ୍ରିୟ ମାମଲା ରହିଛି । ସେହିପରି ରାଜ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ୩-ଭାରତରେ […]

ବାସ୍ତବ ବ୍ୟୁରୋ: ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ଅନୁଯାୟୀ,ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ବୁଧବାର ଅପରାହ୍ଣ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, […]

ବାସ୍ତବ ବ୍ୟୁରୋ-ସୂଚନା ଅନୁଯାୟୀ,ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମାତା ମାଧବୀ ରାଜ ସିନ୍ଧିଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଉଭୟଙ୍କୁ ଗଳାରେ ଯନ୍ତ୍ରଣା ଓ ଜ୍ୱର ହେବାରୁ ତାଙ୍କର କରୋନା ପରୀକ୍ଷଣ କରାଯାଇଥିଲା, ତାଙ୍କ ପରୀକ୍ଷଣ ରିପୋର୍ଟ ପଜେଟିଭ ଆସିଥିବା ଜଣାପଡିଛି । ତାଙ୍କୁ ଦିଲ୍ଲୀ ସ୍ଥିତ ସାକେତ ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ତେବେ ଜ୍ୟୋତିରାଦିତ୍ୟ ଓ ତାଙ୍କ ମା ଙ୍କ ସ୍ୱାସ୍ଥ୍ୟବସ୍ଥା ବର୍ତ୍ତମାନ […]

ମହାନ ସ୍ୱାଧୀନତା ସଂଗ୍ରାମୀ ,ତଥା ଜନଜାତି ଜନନାୟକ, ଶହିଦ୍ ବିର୍ଶାମୁଣ୍ଡାଙ୍କ ପୁଣ୍ୟତିଥୀରେ ,ବାସ୍ତବ ଟିଭି ପରିବାରର ଗଭୀର ଶ୍ରଦ୍ଧାଞ୍ଜଳି । ୧-ରାଜ୍ୟରେ ଆଜି ନୂଆ ୧୪୬ ଜଣ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି,୧୧୩୬ ଜଣ ଆକ୍ଟିଭ କେସ୍ ଥିବା ବେଳେ ୧୯୯୩ ସୁସ୍ଥ ହୋଇଛନ୍ତି। ୨-ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୫୯୮ରେ ପହଞ୍ଚିଲା । ୨୪ ଘଣ୍ଟାରେ ପ୍ରାୟ ୧୦,୦୦୦ ନୂଆ […]

ବାସ୍ତବ ବ୍ୟୁରୋ : ପୂର୍ବରୁ ଉଚ୍ଚଶିକ୍ଷା ବିଭାଗ ତରଫରୁ କୁହାଯାଇଥିଲା ଯେ, ଷଷ୍ଠ ସେମିଷ୍ଟାର ପରୀକ୍ଷା ଜୁନ ୨୦ ପରେ ଆରମ୍ଭ ହୋଇ ଜୁଲାଇ ୨୪ ତାରିଖରେ ପରୀକ୍ଷା ଶେଷ ହେବ । ଯାହାକୁ ନେଇ ଆଜି ରମାଦେବୀ ବିଶ୍ୱବିଦ୍ୟାଳୟର ଛାତ୍ରୀମାନେ ପରୀକ୍ଷା ବନ୍ଦ ଦାବିରେ ବିକ୍ଷୋଭ କରିଥିଲେ । ପରୀକ୍ଷାକୁ ସଂପୂର୍ଣ୍ଣ ବାତିଲ କରାଯାଉ ନହେଲେ ଅନଲାଇନ ପରୀକ୍ଷା ହେବ ବୋଲି ଦାବି କରିଥିଲେ । ରମାଦେବୀ ବିଶ୍ୱବିଦ୍ୟାଳୟ […]

ବାସ୍ତବ ବ୍ୟୁରୋ : ନରେନ୍ଦ୍ର ମୋଦୀ ସରକାରର ୨ୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ,ପ୍ରଥମଥର ପାଇଁ ଡିଜିଟାଲ ଫ୍ଲାଟଫର୍ମରେ ସମ୍ବୋଧନ କରିଛି ଭାରତୀୟ ଜନତା ପାର୍ଟି । ଆଜି ଆୟୋଜିତ ହୋଇଥିବା ଏହି ଭର୍ଚୁଆଲ ର‍୍ୟାଲିରେ ଉଦବୋଧନ ଦେଇ ଅମିତ ଶାହା କହିଛନ୍ତି ଯେ, ଓ଼ଡ଼ିଶାକୁ ବିକଶିତ ରାଜ୍ୟରେ ପରିଣତ କରିବାକୁ ହେବ ଯେପରିକି କୌଣସି ଶ୍ରମିକକୁ କାମ ପାଇଁ ବାହାର ରାଜ୍ୟକୁ ଯିବାକୁ ପଡ଼ିବ ନାହିଁ ଏଥିପାଇଁ […]

୧-ଆଜି ରାଜ୍ୟରେ ୧୩୮ଜଣ କରୋନା ଚିହ୍ନଟ । ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି, ଆକ୍ଟିଭ କେସ୍ ୧୦୮୯ ଥିବା ବେଳେ ୧୮୯୪ ଜଣ ସୁସ୍ଥ ହୋଇଛନ୍ତି । ୨-କରୋନା ମୁକ୍ତ ହେଲା ନ୍ୟୁଜିଲ୍ୟାଣ୍ଡ । ୩-ହଂସପାଳ ଫ୍ଲାଏଓଭରର ଶିଳାନ୍ୟାସ କରିଲେ ଅପରାଜିତା ଷଡ଼ଙ୍ଗୀ । ୪-ଆଜିଠୁ ରାଜ୍ୟ ଭିତରେ ଟ୍ରେନ୍ ଚଳାଚଳ ଆରମ୍ଭ । ୫-ରବିବାର ଦିନ ଜମ୍ମୁ-କଶ୍ମୀରର ଶୋପିଆନ୍ ଜିଲ୍ଲାରେ ଭାରତୀୟ ସେନାକୁ ମିଳିଛି ଆଉ ଏକ ସଫଳତା-ଏନକାଉଣ୍ଟରରେ […]

Pin It on Pinterest