ବାସ୍ତବ ବ୍ୟୁରୋ: ଓଡିଶା ପାଇଁ ଖୁସି ଖବର । ରାଜ୍ୟରେ ପହଁଞ୍ଚିଲା କରୋନା ଔଷଧ ରେମ୍ଡେସିଭିର୍ । ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଉକ୍ତ ଔଷଧ ହସ୍ପିଟାଲରେ ଚିତ୍କିସିତ ହେଉଥିବା ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର କରାଯାଇପାରିବ । କରୋନା କୁ କେତେକାଂଶରେ ମାତ ଦେଇ ପାରୁଥିବା ଆଣ୍ଟି ଭାଇରାଲ ଔଷଧ ରେମଡେସିଭିର କୁ ହାଇଦ୍ରାବାଦସ୍ଥିତ ଔଷଧ ନିର୍ମାଣକାରୀ କମ୍ପାନୀ […]
ରାଜ୍ୟ
୧-ଆଜି ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ୨୪୫ କରୋନା ଆକ୍ରାନ୍ତ । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୬ ରହିଛି । ୨-ଆସନ୍ତା ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣି ମଧ୍ୟ […]
ବାସ୍ତବ ବ୍ୟୁରୋ-ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୨୬୪ ଜଣ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଁଞ୍ଚିଛି । ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରେ ୨୩୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି […]
ବାସ୍ତବ ବ୍ୟୁରୋ : ଆସନ୍ତା ୩୦ ତାରିଖ ରାତି ଠାରୁ ସମଗ୍ର ପୁରୀ ଜିଲ୍ଲାରେ ଲାଗୁ ହେବ କର୍ଫ୍ୟୁ । ଜୁଲାଇ ୧ ରେ ବାହୁଡ଼ା ଯାତ୍ରା ଥିବାରୁ ଭକ୍ତଙ୍କ ଭିଡ଼କୁ ରୋକିବା ଲକ୍ଷ୍ୟରେ ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି ବୋଲି ଗଣମାଧ୍ୟମ କୁ ସୂଚନା ଦେଇ କହିଛନ୍ତି ଜିଲ୍ଲାପାଳ ବଲଓ୍ଵନ୍ତ ସିଂହ । ଜିଲ୍ଲାପାଳ କହିଛନ୍ତି ଜୁନ ୩୦ ତାରିଖ ରାତି ୧୦ଟାରୁ ଜୁଲାଇ ୨ ତାରିଖ […]
୧-ଆଜି ରାଜ୍ୟର ୧୪ଟି ଜିଲ୍ଲାରୁ ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି । ମୋଟ୍ ୪୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୦୩ ରହିଛି । ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨–ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର […]
ବାସ୍ତବ ବ୍ୟୁରୋ : ବାତିଲ୍ ହେଲା ଅନ୍ତର୍ଜାତୀୟ ବିମାନ ସେବା । ଆସନ୍ତା ଜୁଲାଇ ୧୫ ଯାଏଁ ବନ୍ଦ ରହିବ ଅନ୍ତର୍ଜାତୀୟ ବିମାନ ସେବା । ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଏହି ନିଷ୍ପତ୍ତି ନେଇଛନ୍ତି । ତେବେ କିଛି ନିର୍ଦ୍ଦିଷ୍ଟ ସର୍ତ୍ତ ସହିତ, କିଛି ରୁଟରେ ବିମାନ ସେବା ଚାଲିପାରିବ । ଡିଜିସିଏ ର ଏହି ନିଷ୍ପତ୍ତି ନେବାର କାରଣ ହେଉଛି, […]
ବାସ୍ତବ ବ୍ୟୁରୋ–ଜୁଲାଇ ୧୫ ସୁଦ୍ଧା ପ୍ରକାଶ ପାଇବ ଦଶମ ଏବଂ ଦ୍ବାଦଶ ରେଜଲ୍ଟ,ଘୋଷଣା କଲା ସିବିଏସ୍ଇ । ପରୀକ୍ଷା ନିୟନ୍ତ୍ରକ ସମୟ ଭରଦ୍ବାଜଙ୍କ ଅନୁଯାୟୀ, ଦେଶରେ କରୋନା ମହାମାରୀ ପାଇଁ ଅବଶିଷ୍ଟ ପରୀକ୍ଷା ବାତିଲ କରାଯାଇ ଥିବାରୁ, ବିକଳ୍ପ ମୂଲ୍ୟାଙ୍କନ ଯୋଜନା ପରେ ଫଳାଫଳ ଘୋଷଣା କରାଯିବ । ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ମାର୍କରେ ଉନ୍ନତି ଆଣିବା ପାଇଁ ପରେ ପରୀକ୍ଷା ଦେବାକୁ ସୁଯୋଗ ଦିଆଯିବ । ତଥାପି, […]
ବାସ୍ତବ ବ୍ୟୁରୋ-ଆସନ୍ତାକାଲି ଦିନ ୧୧ଟାରେ ଭିଡିଓ କନଫରେନ୍ସିଙ୍ଗ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗି ଆଦିତ୍ୟନାଥ ଓ ଅନ୍ୟ ନେତା ମନ୍ତ୍ରୀଙ୍କ ଉପସ୍ଥିତିରେ ଉତର ପ୍ରଦେଶରେ,ପ୍ରବାସୀ ଶ୍ରମିକମାନଙ୍କ ପାଇଁ ‘ଆତ୍ମ ନିର୍ଭର ରୋଜଗାର ଅଭିଯାନ’ ଲଂଚ କରିବାକୁ ଯାଉଛନ୍ତି । ଯାହା ଦ୍ୱାରା ଅନେକ ପ୍ରବାସୀ ଶ୍ରମିକ ମାନଙ୍କୁ କର୍ମ ସଂସ୍ଥାନ ମିଳିପାରିବ । ଏଥି ସହିତ ରାଜ୍ୟର ବେରୋଜଗାର ମାନଙ୍କ ସହିତ ଯେଉଁମାନେ କରୋନା […]
ବାସ୍ତବ ବ୍ୟୁରୋ : ପ୍ରତିଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟି ରେ ରଖି, ଜୁଲାଇରେ ଧାର୍ଯ୍ୟ ହୋଇଥିବା ସିବିଏସ୍ଇ ୧୦ମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରିବାକୁ ସିବିଏସଇ ନେଇଥିବା ନିଷ୍ପତ୍ତି ବିଷୟରେ ସଲିସିଟର ଜେନେରାଲ୍ ତୁଷାର ମେହତା ସୁପ୍ରିମକୋର୍ଟଙ୍କୁ ଅବଗତ କରିଛନ୍ତି । ପୂର୍ବରୁ ଅବଶିଷ୍ଟ ସିବିଏସଇ ପରୀକ୍ଷା ବାତିଲ କରିବା ନେଇ କିଛି ପରୀକ୍ଷାର୍ଥୀ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ମଙ୍ଗଳବାର […]
୧- ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି ପାଇଛି । ଏବେ ମୋଟ୍ ୪୧୨୩ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୫ ରହିଛି । ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨-ଆଜିଠାରୁ ପୁରୀରେ ବାହାରିବ ଭକ୍ତଙ୍କ ପାଇଁ ମହାପ୍ରସାଦ । […]


