ବରଗଡ଼:-୯/୪(ବାସ୍ତବ ଟିଭି ନବୀନ କୁମାର ଦାଶ):ଓଡ଼ିଶାର ସମୃଦ୍ଧ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସଂରକ୍ଷଣ ଏବଂ ପ୍ରଚାର କରିବା ଲକ୍ଷ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଓଡ଼ିଆ ପକ୍ଷ ପାଳନର ନବମ ଦିବସରେ ଜିଲ୍ଲା ପାଠାଗାର ସହିତ ବିଭିନ୍ନ ବ୍ଲକ, ପୌରାଞ୍ଚଳ ଓ ପୌରପାଳିକା ପରିସର ରେ ‘ଆସ ବହିଟିଏ କିଣିବା’ ଅଭିଯାନ ଅନୁଷ୍ଠିତ ହୋଇଯାଇଛି I ଏହି […]
ରାଜ୍ୟ
ବରଗଡ଼(ବାସ୍ତବ ଟିଭି ନବୀନ କୁମାର ଦାଶ):ମଙ୍ଗଳବାର ଦିନ ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ଙ୍କ ଦ୍ୱାରା ଜର୍ଜ ଉଚ୍ଚ ବିଦ୍ୟାଳୟ ର ପୁରାତନ ଛାତ୍ର ସଂଗଠନ କାର୍ଯ୍ୟାଳୟ ଓ ଅତିଥି ପ୍ରକୋଷ୍ଠ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶାଶ୍ବତୀ ଦାଶ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂ ୬ଷ୍ଠ ଓ ୯ମ ଶ୍ରେଣୀର ଛାତ୍ର ମାନଙ୍କର ପ୍ରବେଶ ଉତ୍ସବ […]
ବରଗଡ଼୯.୪(ବାସ୍ତବ ଟିଭି ନବୀନ କୁମାର ଦାଶ):ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ସହିତ ସମନ୍ୱୟ ରଖି ପ୍ରତ୍ୟେକ ଜିଲ୍ଲାରେ ମୁଖ୍ୟ ଆକାଉଣ୍ଟାଣ୍ଟ ଜେନେରାଲଙ୍କ କାର୍ଯ୍ୟାଳୟ ପେନସନ ଅଦାଲତ ଆୟୋଜନ କରେ ଯାହା ଦ୍ୱାରା ପେନସନଭୋଗୀଙ୍କ ଅଭି ଯୋଗର ଯାଞ୍ଚ କରାଯାଏ ଏବଂ ତତ୍ କ୍ଷଣାତ ନିଷ୍ପତ୍ତି ନେଇ ସମାଧାନ କରା ଯାଏ।ଏହି ପରିପ୍ରେକ୍ଷୀରେ ଆଗାମୀ ୧୧ ଏପ୍ରିଲ, ୨୦୨୫ ତାରିଖ ଦିନ ସମ୍ବଲପୁର ଠାରେ ଏକ ପେନସନ ଅଦାଲତ […]
ବରଗଡ଼୭/୪(ନବୀନ କୁମାର ଦାଶ):ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଫୁଟବଲ ଆସୋସିଏସନ୍ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ରାଜ୍ୟର କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ ତଥା ତୃଣମୂଳ ସ୍ତରରେ କ୍ରୀଡ଼ାବିତମାନଙ୍କୁ ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରିବା ସହ କ୍ରୀଡ଼ା ପ୍ରତିଭା ବିକାଶ କରିବା ନିମନ୍ତେ ଆରମ୍ଭ ହୋଇ ଯାଇଛି ସିଏମ ଟ୍ରଫି ଫୁଟବଲ ଚାମ୍ପିୟନ ସିପ୍ ପ୍ରତିଯୋଗିତା ୧୫ ବର୍ଷରୁ କମ୍ କ୍ରୀଡ଼ାବିତ୍ ବର୍ଗ ପାଇଁ […]
ବାସ୍ତବ ବ୍ୟୁରୋ :ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବାର ସମ୍ଭାବନା ରହିଛି । ଏ […]
ବାସ୍ତବବ୍ୟୁରୋ: ଆଭ୍ୟନ୍ତରୀଣ ଓ ଉପକୂଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ଭିତରେ ବର୍ଷା ଆଣିବ ଆଶ୍ବସ୍ତି । ଆସନ୍ତା ଏପ୍ରିଲ୍ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ […]
ବାସ୍ତବ ବ୍ୟୁରୋ: ପରଲୋକରେ ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ମନୋଜ କୁମାର । ଆଜି (ଶୁକ୍ରବାର) ୮୭ ବର୍ଷ ବୟସରେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁରେ ସାରା ଦେଶ ଦୁଃଖିତ। ୨୪ ଜୁଲାଇ ୧୯୩୭ରେ ହରିକୃଷ୍ଣ ଗିରି ଗୋସ୍ୱାମୀ ଭାବେ ଜନ୍ମଗ୍ରହଣ କରିଥିବା ମନୋଜ କୁମାର ସମସ୍ତ କଳାକାରଙ୍କ ପାଇଁ […]
ସଂଜୟ ଶତପଥୀ(କଟକ): ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି “ସେବା ଓ ସୁରକ୍ଷା”।ସମାଜର ଦୁର୍ବଳ ଶ୍ରେଣୀ, ଅବହେଳିତ, ନିଷ୍ପେସିତ, ମହିଳା ଓ ଶିଶୁଙ୍କୁ ଉପଯୁକ୍ତ ପୋଲିସ ସେବା ଯୋଗାଇ ଦେବା ଆମ ସମସ୍ତଙ୍କ ପ୍ରାଥମିକ କର୍ତ୍ତବ୍ୟ । ସେମାନଙ୍କୁ ଉପଯୁକ୍ତ ସୁରକ୍ଷା ଏବଂ ନ୍ୟାୟ ପ୍ରଦାନ କରିବାରେ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ମୁଖ୍ୟ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର […]
ବାସ୍ତବ ବ୍ୟୁରୋ: ଟ୍ରପ୍ ଲାଇନ ପ୍ରଭାବରେ ଖରା ପରେ ବର୍ଷା ହେବାକୁ ଥିବା ବେଳେ ୨ରୁ ୫ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ୨ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ, ଝାରସୁଗୁଡ଼ା, ଦେଓଗଡ଼ ,ବରଗଡ଼ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ଅନୁଗୁଳ ସୁବର୍ଣ୍ଣପୁର, ନବରଙ୍ଗପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି ଓ କୋରାପୁଟ ରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ତା […]
ସଂଜୟ ଶତପଥୀ(କଟକ): ରାଜ୍ୟ ସ୍ତରୀୟ ଓଡ଼ିଶା ଦିବସ କଟକ ଜିଲ୍ଲା ସାଲେପୁର ମଣ୍ଡଳ ଅନ୍ତର୍ଗତ ସତ୍ୟଭାମା ପୁର ସ୍ଥିତ ମଧୁବାବୁଙ୍କ ଜନ୍ମ ପୀଠରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଧୁବାବୁଙ୍କ ଜନ୍ମପୀଠସ୍ଥିତ ଉତ୍କଳ ଗୌରବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହା ପରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଏନ୍ତୁଡ଼ିଶାଳ ପରିଦର୍ଶନ ସହିତ ମଧୁବାବୁଙ୍କ ଜନ୍ମପୀଠ ସମନ୍ବିତ ବିକାଶ […]


