ବାସ୍ତବ ବ୍ୟୁରୋ-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରବିବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ କୃଷି ଭିତ୍ତିଭୂମି ପାଣ୍ଠି ଅଧୀନରେ ଆର୍ଥିକ ସୁବିଧା ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ହେଉଛି ପ୍ରଭୁ ବଳରାମଙ୍କ ଜନ୍ମ ବାର୍ଷିକୀ। ସମସ୍ତ ଦେଶବାସୀଙ୍କୁ, ବିଶେଷକରି କୃଷକ ଭାଇମାନଙ୍କୁ, ଡାଉଙ୍କ ଜନ୍ମଦିନର ଶୁଭେଚ୍ଛା । ଏହି ପବିତ୍ର ଅବସରରେ ଦେଶରେ କୃଷି କ୍ଷେତ୍ରରେ ଅଧିକ ସୁବିଧା ପାଇଁ ଏକ ଲକ୍ଷ କୋଟି ଟଙ୍କାର ଏକ ସ୍ୱତନ୍ତ୍ର […]

ହୀରାକୁଦ ଜଳଭଣ୍ଡାରର ୮ ଗେଟ୍‌ ଖୋଲା । ରାଜ୍ୟରେ ପ୍ରତିଷ୍ଠା ହେବ ୬୫ ନୂଆ ଅଦାଲତ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଜି ଲଘୁଚାପ,୧୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୧୫ ପରେ ପୁରୀ ସୌନ୍ଦର୍ଯ୍ୟୀକରଣ କାମ ଆରମ୍ଭ, ଶୀଘ୍ର ସରିବ ୭୫ ମିଟର ଐତିହ୍ୟ କରିଡର ଉଚ୍ଛେଦ । ଏଥର ବନ୍ଦ ରହିବ ବାଲିଯାତ୍ରା! ଦଶହରା ବି ଅନିଶ୍ଚିତ; ୪ ଜଣଙ୍କୁ ନେଇ କେବଳ ମାଟିଉଠା […]

ବାସ୍ତବ ବ୍ୟୁରୋ :ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରି କୁହାଯାଇଛି କି,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା-ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କାଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ […]

ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ । ୧୧ ତାରିଖ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଅର୍ଥ, କ୍ରୀଡ଼ା, ସଂସ୍କୃତି ସମେତ ୪ ବିଭାଗରେ ଅନ୍‌ଲାଇନ୍‌ ସେବା । ଭୁବନେଶ୍ୱର: ଆଜି – କାଲି ସପ୍ତାହାନ୍ତ ସଟ୍ ଡାଉନ୍ । ଅଗଷ୍ଟ ମାସ ଶେଷ ଯାଏଁ ଲାଗୁ । ରାଜ୍ୟରେ ପୋଲିସ ବିଭାଗର ପ୍ରଶସ୍ତିକରଣ ଉପରେ […]

ବାସ୍ତବ ବ୍ୟୁରୋ-ଦୁବାଇରୁ ଏକ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ୧୭୦ ଯାତ୍ରୀଙ୍କ ସହ ଶୁକ୍ରବାର ଦିନ କେରଳର କୋଝିକୋଡ ବିମାନବନ୍ଦରରେ ଅବତରଣ କରିବା ସମୟରେ ରନୱେରୁ ଖସି ଯାଇଥିଲା । ପାଇଲଟ ଏବଂ ଅନ୍ୟ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଡିଜିସିଏ ଅନୁଯାୟୀ ବିମାନଟି ରନୱେରୁ ଖସି ଏକ କାନ୍ଥରେ ଖସିପଡିଲା ଏବଂ ପରେ ଏକ ଉପତ୍ୟକାକୁ ଖସିଗଲା ଏବଂ […]

ଲଘୁଚାପ ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା । ଏମ୍‌ଏସ୍‌ଏମ୍‌ଇ ଋଣ ପ୍ରଦାନରେ ଗଞ୍ଜାମ ଜିଲ୍ଲା ପ୍ରଥମ । ଭବାନୀପାଟଣା ସହର ଓ ନୀଳଗିରି ଏନଏସି ସଟ୍‌ଡାଉନ । ନବନିଯୁକ୍ତ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । “ସୁନାମି ପ୍ରସ୍ତୁତି” ନେଇ ଓଡ଼ିଶାର ଦୁଇଟି ଗାଁକୁ ମିଳିଲା ୟୁନେସ୍କୋ ମାନ୍ୟତା।ଗୋଟିଏ ଜଗତସିଂହପୁରର ନୋଳିଆ ସାହି ଥିବା ବେଳେ ଅନ୍ୟଟି ଗଂଜାମ ଜିଲ୍ଲାର ଭେଙ୍କଟରାୟପୁର […]

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ନୂଆ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି ।  ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ପ୍ରଦାନ କରାଯାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ […]

ଚଢ଼ା ଦରରେ ସାର ବିକ୍ରି ହେଲେ କାର୍ଯ୍ୟାନୁଷ୍ଠାନ ସାର, କୃଷି ସାମଗ୍ରୀ ଯୋଗାଣରେ ଯାଞ୍ଚ୍ କଡ଼ାକଡ଼ି କରିବାକୁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୯ରୁ ବର୍ଷା ସମ୍ଭାବନା, ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ SRC। ଜାତୀୟ ଶିକ୍ଷା ନୀତି ଉପରେ ଆଲୋଚନା କରିବ ବିଜେଡି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ବ ନେଲେ ବିଷ୍ଣୁପଦ ସେଠୀ । […]

ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୧୮ରେ ପହଞ୍ଚିଛି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ କରୋନାରେ ୯ଜଣଙ୍କ ମୃତ୍ୟୁ ହୋଇଛି । ବଙ୍ଗୋପସାଗରେ ଲଘୁଚାପ : ଆଜି ପ୍ରବଳ-କାଲି ସାମାନ୍ୟ ବର୍ଷା , ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ […]

ବାସ୍ତବ ବ୍ୟୁରୋ-କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ । ଗୃହମନ୍ତ୍ରୀ ଅମିତ ଶାହାଙ୍କ ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ପଜିଟିଭ ବୋଲି ଜଣାପଡିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଯେଉଁଠାରେ ସେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ହରିୟାଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।କରୋନାରେ ସଂକ୍ରମିତ ହେବା ପରେ ଧର୍ମେନ୍ଦ୍ର ପ୍ରଧାନ ନିଜେ ଟ୍ୱିଟ୍ କରି ମଙ୍ଗଳବାର ସନ୍ଧ୍ୟାରେ ଜଣାଇଛନ୍ତି […]

Pin It on Pinterest