ବାସ୍ତବ ବ୍ୟୁରୋ: ୨୦୨୫-୨୬ ଆର୍ଥିକ ବର୍ଷର ବଜେଟରେ ଓଡିଶାର ରେଳବାଇ କ୍ଷେତ୍ର ପାଇଁ ବଜେଟ ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ବଜେଟରେ ଓଡିଶାକୁ ମିଳିଛି ୧୦,୫୯୯ କୋଟି । ୨୦୨୪ ବଜେଟରେ ଏହି ପରିମାଣ ୧୦୫୮୬କୋଟି ଟଙ୍କା ଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ଦ୍ୱିତୀୟ ବର୍ଷର ବଜେଟରେ ପୁଣିଥରେ ଓଡ଼ିଶାର ରେଳବାଇ କ୍ଷେତ୍ର ପାଇଁ ୧୦ହଜାର କୋଟି ଟଙ୍କାରୁ ଅଧିକ ବଜେଟ୍ […]

ବରଗଡ଼:-୩୦/୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମ ରେ ନିଷ୍ଠା ପରିବାର ର ରେଡ ଡ୍ରପ ମାରାଥନର ତିରିସ (୩୦)ଦିନରେନଳିନୀ ଓ ପୱନ କୁମାର ଷଡ଼ଙ୍ଗୀ ଙ୍କ ୨୦ତମ ବିବାହ ବାର୍ଷିକୀଅବସର ରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର କୁ ପୱନ ଷଡ଼ଙ୍ଗୀ ଙ୍କ ମାଁ ଉର୍ମିଲା ଷଡ଼ଙ୍ଗୀ ଅତିଥି ଭାବରେ ଯୋଗଦେଇ ଫିତା କାଟି ଶୁଭାରମ୍ଭ କରିଥିଲେ। ନିଜ […]

ବରଗଡ:-୩୦/୧(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ଏନ୍ ଏସି ଅନ୍ତର୍ଗତ ୱାର୍ଡ ନଂ -୭ ସମ୍ବଲପୁର-ବରଗଡ ୱେ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ରେ କଡ ସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ରେ ୬୦ତମ ବାର୍ଷିକ ଉତ୍ସବ ମହା ସମାରୋହରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ, ମୁଖ୍ୟ ନିମନ୍ତ୍ରିତ ଅତିଥି ଭାବେ ଏନ୍ ଏସି ଅଧ୍ୟକ୍ଷ ବନମାଳୀ […]

ଭୁବନେଶ୍ବର ୨୯/୦୧ /୨୦୨୫:ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି । ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକ ମାନେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀଜୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ । 2036 […]

ବାସ୍ତବ ବ୍ୟୁରୋ: ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ ୨୦୨୫। କନକ୍ଲେଭ୍ ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା।  ଏହାକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଦୁଇଦିନିଆ କନକ୍ଲେଭ୍ ରେ ରାଜ୍ୟପାଳ ଡକ୍ଟର  ହରିବାବୁ […]

ବରଗଡ଼-୨୭/୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ସଦରମହକୁମାରେ ଆୟୋଜିତ ୭୬ତମ ସାଧାରଣତନ୍ତ୍ର ଦିବସରେ ଜିଲ୍ଲାପାଳ ଅଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି ଜିଲ୍ଲାବାସୀଙ୍କୁ ସମ୍ବୋଧିତ କରିଥିଲେ। ମୁଖ୍ୟ ଅତିଥି ତଥା ଜିଲ୍ଲାପାଳ ପ୍ରଥମେ ନିଜ କାର୍ଯ୍ୟାଳୟରେ ତ୍ରିରଙ୍ଗା ପତାକା ଉତ୍ତଳୋନ କରିବା ପରେ ବହ୍ନି କନ୍ୟା ପାର୍ବତୀଗିରି,ମହାତ୍ମା ଗାନ୍ଧୀ, ସ୍ଵଭାବ କବି ଗଙ୍ଗାଧର ମେହେର,ବୀର […]

ବରଗଡ଼:-୨୭/୧(ନବୀନ କୁମାର ଦାଶ)ବରଗଡ଼ ବ୍ଲକ ଅନ୍ତର୍ଗତ ତୋରା ଗ୍ରାମ ପଞ୍ଚାୟତ ର ସାହୁ ଟିକ୍ରା ଠାରେ ସକାଳ ୮ଟା ସମୟ ରେ ପବିତ୍ର ୭୬ ତମ ସଧାରଣ ତନ୍ତ୍ର ଦିବସ ଅବସର ରେ ଡାକ୍ତର ଅଶ୍ୱିନୀ ଭୋଇଙ୍କ ଦ୍ଵାରା ପତାକା ଉତ୍ତୋଳନ କରଯାଇଥିଲା।ତାପରେ ସକାଳ ୯ଟା ସମୟ ରେ ନିଷ୍ଠା ପରିବାର ର ରେଡ ଡ୍ରପ ମାରାଥନର ଛବିଶ ଦିନରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି […]

ବାସ୍ତବ ବ୍ୟୁରୋ: ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ପଦ୍ମ’ ପୁରସ୍କାର ଶନିବାର ସନ୍ଧ୍ୟାରେ ଘୋଷଣା ହୋଇଛି । ପଦ୍ମ ପୁରସ୍କାର ପାଇଁ ଓଡ଼ିଶାରୁ ୪ଜଣ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ମନୋନୀତ କରାଯାଇଛି । ଚଳିତବର୍ଷ ଓଡ଼ିଶୀରେ ନୃତ୍ୟଗୁରୁ ଦୁର୍ଗାଚରଣ ରଣବୀର, ଢେଙ୍କାନାଳର ସ୍ଥପତି ଆଦିତ୍ୟ ଗଡ଼ନାୟକ, ମେଡିସିନ୍ କ୍ଷେତ୍ରରେ ପ୍ରତିଷ୍ଠିତ ଡାକ୍ତର ଅଶୋକ କୁମାର ମହାପାତ୍ର ଓ ବିଶିଷ୍ଟ ସାହିତ୍ୟିକ ପ୍ରତିଭା ଶତପଥୀଙ୍କୁ ଏହି ସମ୍ମାନଜନକ ପୁରସ୍କାର ପାଇବାକୁ ମନୋନୀତ କରାଯାଇଛି। ରାଷ୍ଟ୍ରପତି […]

ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ୧ ସଂଗଠନ ପର୍ବର ସଭାପତି ଚୟନ କାର୍ଯ୍ୟ ସ୍ଥାନୀୟ ସର୍କିଟ ହାଉସଠାରେ ଶେଷ ହୋଇଯାଇଛି। ନଗର ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁଙ୍କ ଅଧ୍ୟକ୍ଷତା ରେ ହୋଇଥିବା ଏହି ସଂଗଠନ ପର୍ବ ସଭାରେ ମୂଖ୍ୟ ଅତିଥିଭାବେ ମାନ୍ୟବର ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ଓଡିଶରେ ମୋହନ ସରକାରଙ୍କ ଲୋକପ୍ରିୟ ଯୋଜନା ଗୁଡିକୁ ଜନତା ଙ୍କ ପାଖକୁ ନେବା ପାଇଁ ପ୍ରତ୍ୟେକ […]

ବରଗଡ଼:-୨୪.୧(ନବୀନ କୁମାର ଦାଶ)ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଜାଙ୍ଗେଡ ପଞ୍ଚାୟତ ଭାଲୁପତ୍ରା ଆନ୍ଦ୍ରପଡ଼ା ସ୍ତିତ ଜିର୍ଣୋଦ୍ଧାର ଶ୍ରୀ କୋଦଣ୍ଡା ରାମଚନ୍ଦ୍ର ସ୍ବାମୀ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଆସନ୍ତା ୩୦ତାରିଖ ରୁ ଆରମ୍ଭ ହୋଇ ଦୀର୍ଘ ଚାରି ଦିନ ଧରି ହେବାକୁ ଥିବାବେଳେ ଆନ୍ଧ୍ର ସମାଜ ପକ୍ଷରୁ ଚୁଡାନ୍ତ ପର୍ଯ୍ୟାୟ ରେ ପ୍ରସ୍ତୁତି ହେବା ସହ ଅଞ୍ଚଳରେ ଚାରିଆଡ଼େ ଉତ୍ସାହ,ଉଦ୍ଦୀପନା ବୃଦ୍ଧି ପାଇଛି। ଏନେଇ ବିଭିନ୍ନ ସାଜସଜ୍ଜା ସାଙ୍ଗକୁ […]

Pin It on Pinterest