ବାସ୍ତବ ବ୍ୟୁରୋ (ଖଣ୍ଡପଡା)- ଶାସକ ଦଳର ପୁରୁଖା ରାଜନେତା ଖଣ୍ଡପଡାର ବିଧାୟକ,ହେଲେ ଖଣ୍ଡପଡା ର ସମଶ୍ୟା ସହ ସେ ଯେପରି ଅନଭିଜ୍ଞ ପରି ଲାଗେ।ରାସ୍ତା ଘାଟ ହେଉବା ନିର୍ବାଚନ ମଣ୍ଡଳୀର ସମଶ୍ୟା କିଛି ଯେପରି ତାଙ୍କ କାନରେ ବାଯେନା। ବିଦ୍ୟୁତ ସାମାଜିକ ଜୀବନରେ ସବୁଠାରୁ ଜରୁରୀ ହୋଇପଡିଥିବାବେଳେ,ସେସୁ ସମୟରେ ଯଥାକଥା ଚଳିଯାଉଥିଲେ ଖଣ୍ଡପଡାବାସି। ହେଲେ ଟା ଟା କମ୍ପାନୀ ଦାଇତ୍ଵ ନେବାପରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଚଂଳବାସି […]

ବିଶ୍ୱବିଦ୍ୟାଳୟ ଅଧୀନରେ ୩୦୦ରୁ ଅଧିକ କଲେଜ ରହିପାରିବନି । ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ, ସମସ୍ତ ବନ୍ଦର ପାଇଁ ୩ ନମ୍ବର ସତର୍କ ସୂଚନା । ଆଇଟିଆଇ ପାଇଁ ଗୋଟିଏ ପର୍ଯ୍ୟାୟ ନାମଲେଖା । ୪୦ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ମଧ୍ୟରେ ଓଡ଼ିଶାର ର‍୍ୟାଙ୍କ ୨୦ । କୃଷି ଗବେଷଣା ପାଇଁ ହାତ ମିଳାଇଲେ ଓୟୁଏଟି-ଦିଲ୍ଲୀ ଆଇଆଇଟି । ଅନ୍‌ଲାଇନ୍‌ ଟ୍ରାକିଂ ହେବ ଲଘୁ ଖଣିଜ ପଦାର୍ଥ କାରବାର । […]

ଆଜି ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ। ଜିରୋ ରେଜଲ୍ଟ କରିଥିବା ଯୁକ୍ତ୨ କଲେଜକୁ କାରଣ ଦର୍ଶାଅ ନୋଟିସ୍‌, ୭ ଦିନରେ ଉତ୍ତର ଦେବାକୁ ନିର୍ଦ୍ଦେଶ । ଯୁକ୍ତ୨ ନାମଲେଖା ଲାଗି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି : ଶହେ ଟଙ୍କା କମିଲା ଆବେଦନ ଫି’, ସିଏଏଫ୍‌ ଦାଖଲ କରିବାକୁ ସ୍କୁଲକୁ ଆସିବେନି ପିଲା । ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ : ଅଙ୍ଗନବାଡ଼ି ରେଜିଷ୍ଟରରେ ବୟସ […]

ବାସ୍ତବ ବ୍ୟୁରୋ-ସଚ୍ଚୋଟ ଟିକସଦାତାଙ୍କୁ ସାହାଯ୍ୟ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ “ସ୍ୱଚ୍ଛ କର – ସମ୍ମାନଜନକ ସମ୍ମାନ” ପ୍ଲାଟଫର୍ମ ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ପ୍ଲାଟଫର୍ମର ତିନୋଟି ମୁଖ୍ୟ ବୈଶିଷ୍ଟ୍ୟ ଅଛି -ଫେସଲେସ୍ ଆସେସମେଣ୍ଟ, ଫେସଲେସ୍ ଅପିଲ୍ ଏବଂ ଟାକ୍ସପେୟର ଚାର୍ଟର୍ । ମୁଖ୍ୟ ବ୍ୟବସ୍ଥା ହେଉଛି ଟିକସ ବ୍ୟବସ୍ଥାକୁ ସରଳ କରିବା ଏବଂ ଏହାକୁ ଜନସାଧାରଣଙ୍କ ପାଇଁ ଅନୁକୂଳ ତଥା […]

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ସ୍ପଷ୍ଟ ଅକ୍ଷରରେ ପ୍ରେସକ୍ରିପସନ୍ ଲେଖିବେ ଡାକ୍ତର । ଯୁକ୍ତ୨ ନାମଲେଖା ପାଇଁ ଆବେଦନ ୨୧ରୁ । କ୍ୟାବିନେଟ୍‌ ନିଷ୍ପତ୍ତି : ଦିନକରେ ମିଳିବ ପ୍ରୋଭିଜନାଲ୍‌ ଟ୍ରେଡ୍‌ ଲାଇସେନ୍‌ସ୍‌ । ଲଗାଣ ବର୍ଷାରେ ବେହାଲ ମାଲକାନଗିରି : କାଲିମେଳା ଓ ପଡ଼ିଆ ବ୍ଲକରେ ବନ୍ୟା ସ୍ଥିତି, ପୋଲ ଉପରେ ଚାଲିଛି ୩ ଫୁଟର ପାଣି । ୨୦ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଲା ରାଜ୍ୟ କ୍ୟାବିନେଟ୍ ବୈଠକ, […]

ବାସ୍ତବ ବ୍ୟୁରୋ-ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ପରିଚାଳନାର ସମୀକ୍ଷା କରି କହିଛନ୍ତି କି, କୋଭିଡ୍ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ରୋଗୀ ମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦିଆଯାଉଛି ।  ଏ କ୍ଷେତ୍ରରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି । ଲକ୍ଷଣ […]

ବାସ୍ତବ ବ୍ୟୁରୋ-ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଜି ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନୂଆପଡା, କେନ୍ଦୁଝର, ମୟୂରଭଞ୍ଜ, ବରଗଡ, ବଲାଙ୍ଗୀର ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି […]

ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ପରୀକ୍ଷ‌ା ଫଳ । ଆଜିଠୁ ପିଜି ନାମଲେଖା ଲାଗି ଆବେଦନ, ୫ଟି ବିଷୟ ଓ ୧୦ ଶିକ୍ଷାନୁଷ୍ଠାନ ପାଇଁ ଆବେଦନ କରିପାରିବେ । ଭିନ୍ନକ୍ଷମ ଓ କିନ୍ନରଙ୍କୁ ଆବେଦନ ଫି’ ଦେବାକୁ ପଡ଼ିବନି, ୧୧ ବିଶ୍ବବିଦ୍ୟାଳୟ ଓ ୫ କଲେଜରେ ହେବ ପରୀକ୍ଷା କେନ୍ଦ୍ର । ଆଜି ଓଡିଶା ବିଧାନସଭାର ପ୍ରଥମ ବାଚସ୍ପତି ସ୍ବର୍ଗତ ମୁକୁନ୍ଦ ପ୍ରସାଦ ଦାସଙ୍କର ୧୩୩ ତମ ଜନ୍ମଜୟନ୍ତୀ […]

ଆଜି ପବିତ୍ର ଜନ୍ମାଷ୍ଟମୀ : ଜନ୍ମନେବେ ଭଗବାନ ଶ୍ରୀକୃଷ୍ଣ, କରୋନା ଲାଗି ଘରେ ରହି ଆରାଧନା ପାଇଁ ଶ୍ରଦ୍ଧାଳୁଙ୍କୁ ପରାମର୍ଶ ।  ପିଜି ନାମଲେଖା ପାଇଁ ଏଥର ଏକକ ପ୍ରବେଶିକା ପରୀକ୍ଷା, ଅଗଷ୍ଟ ୧୨ରୁ ୩୧ ଯାଏ ଆବେଦନ ।  ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ : ମନ୍ଦିର ଖୋଲିବା ନେଇ ସରକାର ନେବେ ନିଷ୍ପତ୍ତି ।  ୧୨‌‌ରେ +୨ ବିଜ୍ଞାନ ପରୀକ୍ଷାଫଳ, ମଧ୍ୟାହ୍ନ ସାଢ଼େ୧୨ଟା ପରେ ଜାଣି ହେବ । […]

ବାସ୍ତବ ବ୍ୟୁରୋ-ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରି କୁହାଯାଇଛି କି,ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ସକାଳେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ହେବାର ସମ୍ଭାବନା ରହିଛି । […]

Pin It on Pinterest