ବରଗଡ଼୨୫/୩(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳରେ ସକ୍ରିୟ ଭୂମିକା ଗ୍ରହଣ କରି ଆସୁଥିବା ଆନ୍ତର୍ଜାତୀୟ ମାନ୍ୟତା ପ୍ରାପ୍ତ ସ୍ବେଚ୍ଛା ସେବୀ ସଂଗଠନ ଜେସିଆଇ ଅତାବିରା ପକ୍ଷରୁ ୧୮ତମ ଶପଥ ଗ୍ରହଣ ସମା ରୋହ ଧୁମ୍ ଧାମରେ ପାଳିତ ହୋଇ ଯାଇଛି। ସମାରୋହରେ ଜେସିଆଇ ଜୋନ୍ -୯ ର ପୂର୍ବତନ ମଣ୍ଡଲାଧ୍ୟକ୍ଷ ହରିଶ୍ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜେ ସି ଆଇ ଅତାବିରା ର […]
ରାଜ୍ୟ
ବାସ୍ତବ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜୁନରାମ ମେଘୱାଲ ସାମାଜିକ ଗଣମାଧ୍ୟମ ‘ଏକ୍’ରେ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ୍ ଜଷ୍ଟିସ୍ ଟଣ୍ଡନଙ୍କ ନାମ ସୁପାରିଶ କରିଥିଲେ। ଜଷ୍ଟିସ୍ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟରେ ବିଚାରପତି ଅଛନ୍ତି। ସୂଚନାଯୋଗ୍ୟ ଯେ, ଜଷ୍ଟିସ୍ ହରିଶ ଟଣ୍ଡନ ବର୍ତ୍ତମାନ କଲିକତା ହାଇକୋର୍ଟରେ ବିଚାରପତି ଅଛନ୍ତି। […]
ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ବିଧାୟକ, ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ ବିଜେଡି, କଂଗ୍ରେସ, କମ୍ୟୁନିଷ୍ଟ, ଆପ୍ ଦଳର ବରିଷ୍ଠ ଓ ପ୍ରମୁଖ ନେତୃବୃନ୍ଦଙ୍କ ସମେତ ବିଭିନ୍ନ ସାମାଜିକ ସଂଗଠନ, ଧାର୍ମିକ ସଂଗଠନ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷ, ସାମ୍ବାଦିକ, ଡାକ୍ତର, ଅଧିବକ୍ତାମାନଙ୍କୁ ଶ୍ରଦ୍ଧାଞ୍ଜଳି ସଭାରେ […]
ବାସ୍ତବ ବ୍ୟୁରୋ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି । ଏପ୍ରିଲ ୨ରୁ ରାଜ୍ୟରେ ହେବ ସକାଳୁଆ ସ୍କୁଲ । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି । ସକାଳ ୭ଟାରୁ ୯ଟା ଯାଏଁ ରାଜ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲାରହିବ । ତାତି ବଢିଲେ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ସହିତ ପିଲାଙ୍କ […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭ ମାର୍ଚ୍ଚ ୨୦୨୫:ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ […]
ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ, ବିଧାୟକ, ରାଜ୍ୟ ପଦାଧିକାରୀ, ବିଚାର ପରିବାର, ସାମାଜିକ ସଂଗଠନ ସମେତ ସହସ୍ରାଧିକ ସମର୍ଥକ ଜଣାଇଲେ ଶ୍ରଦ୍ଧାଞ୍ଜଳୀ ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭/୦୩: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକବ୍ୟକ୍ତ କରାଯାଇଛି ।ତାଙ୍କ ବିୟୋଗରେ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି ହୋଇଛି । ରାଜ୍ୟ […]
ବାସ୍ତବ ବ୍ୟୁରୋ:ବିଭିନ୍ନ ଦାବି ନେଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ଏବଂ ୨୫ ତାରିଖ ଦୁଇ ଦିନିଆ ଧର୍ମଘଟ ଡାକରା ଦେଇଛି। ରାଜ୍ୟର ୬ ହଜାର ସରକାରୀ ବ୍ୟାଙ୍କ ଶାଖାର ୩୭ ହଜାରରୁ ଅଧିକ କର୍ମଚାରୀ ସାମିଲ ହେବେ ବୋଲି ସାମ୍ୱାଦିକ ସମ୍ମିଳନୀ କରି ୟୁଏଫବିୟୁ ଓଡ଼ିଶା ଶାଖା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଦେଶର ୯ଟି ବ୍ୟାଙ୍କ ସଂଘ ଏହି ଧର୍ମଘଟରେ […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭/୦୩: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ପରଲୋକ ଘଟିଛି । ଡକ୍ଟର ପ୍ରଧାନ ଦୀର୍ଘଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ତାଙ୍କ ପରଲୋକରେ ଦେଶ ଓ ଦଳ ପାଇଁ ଅପୂରଣୀୟ କ୍ଷତି ହୋଇଛି । ୧୯୪୧ ମସିହା ଜୁଲାଇ ୧୬ ତାରିଖରେ ସ୍ୱର୍ଗତଃ ଡକ୍ଟର ପ୍ରଧାନ ଜନ୍ମଗ୍ରହଣ […]
ବରଗଡ଼:-୧୬.୩(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ମନାପଡା ପଞ୍ଚାୟତ ଟିଙ୍ଗିପାଲି ଠାରେ ଚୋବିଶ ପ୍ରହରୀ ନାମ ଯଜ୍ଞ ଆରମ୍ଭ ହୋଇଯାଇଛି। ସର୍ବ ପ୍ରଥମେ ସପତ୍ନିକ କିଶୋର ପଧାନ ଓ ପୁଷ୍ପାଞ୍ଜଳି ପଧାନ କର୍ତ୍ତା ବରଣ ପୂର୍ବକ ସ୍ଥାନୀୟ ଡେଙ୍ଗେଇ କଣ୍ଟା ତୁଠରେ ପୂଜାର୍ଚ୍ଚନା କରାଯାଇଥିଲା।ତଦପରେ ଏକ ବର୍ଣ୍ଣାଢ଼୍ୟ କଳସ ଶୋଭାଯାତ୍ରା ଘଣ୍ଟ ଶଙ୍ଖ ହୁଳହୁଳି ର ତାଳେ ତାଳେ ଜଳପୂର୍ଣ୍ଣ କଳସ ଗ୍ରାମ ପରିକ୍ରମା କରି ନାମଯଜ୍ଞ […]
ବାସ୍ତବ ବ୍ୟୁରୋ: ଆସନ୍ତା ୨୨ ତାରିଖରେ ଓଡ଼ିଶା ଗସ୍ତ ରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ପ୍ରଥମେ ସମ୍ବଲପୁର ଆସିବେ ଏବଂ ତାପରେ ଭୁବନେଶ୍ବରରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାଛଡ଼ା ତାଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏନେଇ ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଆସିବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ଏଥିଲାଗି ଆଜି ବୁର୍ଲାରେ ବିଜେପି […]


