ବାସ୍ତବ ବ୍ୟୁରୋ-କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ । ଗୃହମନ୍ତ୍ରୀ ଅମିତ ଶାହାଙ୍କ ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ପଜିଟିଭ ବୋଲି ଜଣାପଡିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଯେଉଁଠାରେ ସେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ହରିୟାଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।କରୋନାରେ ସଂକ୍ରମିତ ହେବା ପରେ ଧର୍ମେନ୍ଦ୍ର ପ୍ରଧାନ ନିଜେ ଟ୍ୱିଟ୍ କରି ମଙ୍ଗଳବାର ସନ୍ଧ୍ୟାରେ ଜଣାଇଛନ୍ତି […]

ବାସ୍ତବ ବ୍ୟୁରୋ – ପ୍ରକାଶ ପାଇଲା ଭାରତୀୟ ପ୍ରଶାସନିକ ସେବା ୨୦୧୯ ପରୀକ୍ଷାଫଳ । ପ୍ରଦିପ ସିଂ ୟୁପିଏସସି ସିଭିଲ ସର୍ଭିସେସ୍ (ମେନ୍ସ) ପରୀକ୍ଷା ୨୦୧୯ ରେ ଟପ୍ପର ହୋଇଥିବା ବେଳେ ଜତିନ୍ କିଶୋର ଦ୍ୱିତୀୟ ସ୍ଥାନରେ ଏବଂ ପ୍ରତୀଭା ଭର୍ମା ତୃତୀୟ ସ୍ଥାନରେ ଅଛନ୍ତି । ସେହିପରି ଓଡ଼ିଶାର ଅଭିଷେକ ସରାଫ ଅଷ୍ଟମ ସ୍ଥାନରେ ରହିଥିବା ବେଳେ  ୧୦ ନମ୍ବର ସ୍ଥାନରେ ରହିଛନ୍ତି ସଞ୍ଜିତା ମହାପାତ୍ର ।  ଆଇଏଏସ୍‌, […]

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ୧୩୮୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧କୁ ବୃଦ୍ଧି ପାଇଛି । ଆଜି ସଙ୍ଗରୋଧ କେନ୍ଦ୍ରରୁ ୮୮୯ ଓ ସ୍ଥାନୀୟ ଅଞ୍ଚଳରୁ ୪୯୫ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୮, ଖୋର୍ଦ୍ଧା ଜିଲ୍ଲାରୁ ୨୦୧, କଟକ […]

୧-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ; ୩ ଦିନ ଧରି ସାରା ରାଜ୍ୟରେ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ୨-‌ଭୁବନେଶ୍ୱର ଓ କଟକରୁ ୮ଟି ରୁଟ୍‌ରେ ପୁଣି ଗଡ଼ିଲା ‘ମୋ ବସ୍’ । ୩-ଏଣିକି ନିୟମିତ ହେବ ବ୍ୟାଙ୍କ ସେବା,୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ବ୍ୟାଙ୍କ କାର୍ଯ୍ୟ । ୪-ଏସ୍‌ସିବି ଆଇସୋଲେସନ୍‌ରେ ହେବ ଡାଏଲିସିସ୍‌ ବ୍ୟବସ୍ଥା । ୩ଟି ମେସିନ୍‌ରେ ସପ୍ତାହ‌କୁ ୩୦ କିଡ୍‌ନି ରୋଗୀ ପାଇବେ ସୁବିଧା । […]

ବାସ୍ତବ ବ୍ୟୁରୋ-ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏକ ସତର୍କ ସୂଚନା ଜାରି କରି କହିଛି ଯେ,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର […]

୧-ଆଜି ସୋମବାର ରାକ୍ଷୀ ପୂର୍ଣ୍ଣିମା; ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥ, ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା । ୨-ଆଜି ରାଜ୍ୟରେ ୨୬ଟି ଜିଲ୍ଲାରୁ ୧୩୮୪ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୨୯୭କୁ ବୃଦ୍ଧି । ଏବେ ରାଜ୍ୟରେ ମୋଟ୍ ୨୧,୯୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୦୯୫ ରହିଛି । ୩-୨ଶହ ଟପିଲା ରାଜ୍ୟରେ କରୋନାଜନିତ ମୃତ୍ୟୁ […]

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୯ ଟି ଜିଲ୍ଲାରୁ ପୁଣି ୧୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୯୧୩ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଚିହ୍ନଟ […]

୧-୪ରେ ଲଘୁଚାପ, ୩ରୁ ରାଜ୍ୟରେ ପ୍ରବଳ ବର୍ଷା; ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି । ୨-ଭୁବନେଶ୍ୱର ରେ ଖୋଲିବା ସପିଂ ମଲ୍ । ୩-ବରିଷ୍ଠ ବାୟୁସେନା କର୍ମଚାରୀ ଭାବେ ଦାୟିତ୍ବ ଗ୍ରହଣ କଲେ ଓଡ଼ିଆ ପୁଅ ଦିଲ୍ଲୀପ କୁମାର ପଟ୍ଟନାୟକ । ୪-ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର । ୫-ଆଜିଠୁ ୩ ଦିନ ପାଇଁ ସମଗ୍ର ରାୟଗଡ଼ା ଜିଲ୍ଲା ସଟ୍‌ଡାଉନ । ୬-ଆସନ୍ତା […]

୧-ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ୧୬୦୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ମୋଟ୍ ୨୦,୫୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨,୭୩୭ ରହିଛି । ୨-ଆଜି ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା । ଏହା ସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା […]

ବାସ୍ତବ ବ୍ୟୁରୋ-ଅନଲକ୍ ୩ ପାଇଁ ରାଜ୍ୟ ସରକାର ଜାରି କଲେ ଗାଇଡଲାଇନ୍ । ଆଜି ସାମ୍ବାଦିକ ସମ୍ମିଳନୀରେ, ଏସଆରସି ପ୍ରଦୀପ ଜେନା କହିଛନ୍ତି ଯେ,କରୋନା ଯୋଦ୍ଧା ଯେଭଳି କାମ କରୁଛନ୍ତି ତାହା ପ୍ରଶଂସନୀୟ । ଜୀବିକାକୁ ମଧ୍ୟ ଗୁରୁତ୍ୱ ଦେବାକୁ ପଡିବ । ସେ କହିଛନ୍ତି ଯେ, ପୂର୍ବଭଳି ସାଧାରଣ ସ୍ଥାନରେ ଛେପ ପକାଇଲେ ଫାଇନ୍ ପଡିବ । ଏପରିକି ମାସ୍କ ନପିନ୍ଧିଲେ ପ୍ରଥମ ଦୁଇଥରରେ ୧୦୦୦ ଟଙ୍କା ଓ […]

Pin It on Pinterest