୧-୨୦୦୮ ସଙ୍କଟଠୁ ମଧ୍ୟ ଆହୁରି ଶୋଚନୀୟ ହେବ ବିଶ୍ଵ ଅର୍ଥ ବ୍ୟବସ୍ଥା, IMF କହିଲା – ମାନବତା ପାଇଁ ଅନ୍ଧକାରମୟ ସମୟ। ୨-ଗୁଜବକାରୀଙ୍କୁ ସାବଧାନ କରାଇଲେ ପୋଲିସ ଡିଜି । କହିଲେ ସୋସିଆଲ ମିଡିଆରେ ତିକ୍ତତା କିମ୍ବା ଭୟ ସୃଷ୍ଟି କଲା ଭଳି ଅପପ୍ରଚାର କଲେ ହେବ କଡ଼ା କାର୍ଯ୍ୟନୁଷ୍ଠାନ। ୩-ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା: ୪ କୋଟି ମହିଳାଙ୍କୁ ମିଳିଲା ୫୦୦-୫୦୦ ଟଙ୍କା, ପର୍ଯ୍ୟାୟ କ୍ରମେ ୨୦ କୋଟି […]

ବାସ୍ତବ ବ୍ୟୁରୋ-ରାଜ୍ୟରେ ଦିନ କୁ ଦିନ କରୋନା ଆକ୍ରାନ୍ତଙ୍କ ବୃଦ୍ଧିପାଇବାରେ ଲାଗିଲାନି । ଆଜି ଗୋଟିଏ ଦିନରେ ୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି । ସୂର୍ଯ୍ୟନଗର ୫ମ ଆକ୍ରାନ୍ତ ପ୍ରଦୀପ୍ତ ଦଳବେହେରାଙ୍କ ସଂସ୍ପର୍ଶରେ ଆସି ୭ ସଂକ୍ରମିତ । ପ୍ରଦୀପ୍ତଙ୍କ ସ୍ତ୍ରୀ, ଝିଅଙ୍କ ସମେତ ତାଙ୍କ ଘରେ ଭଡାରେ ରହୁଥିବା ବ୍ୟକ୍ତି ସଂକ୍ରମିତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗର […]

୧-କରୋନା ପାଇଁ ଚିନ ଠାରୁ କ୍ଷତିପୂରଣ ଦାବି କଲା ICJ । ଜାତିସଂଘ ମାନବାଧିକାର ପରିଷଦରେ ପିଟିସନ ଦାୟର। ୨-ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ ଛୁଇଁଲା, ଗୋଟିଏ ଦିନରେ ୧୫ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ। ୩-ଆଜିଠୁ ଜନଧନ ଖାତାଧାରୀ ମହିଳାଙ୍କୁ ଟଙ୍କା ପ୍ରଦାନ ଆରମ୍ଭ। ୪-ଗତକାଲି ରାତି ୮ଟା ଠାରୁ ଘରୁ ଗୋଡ କାଢିବା ମନା । ଭୁବନେଶ୍ୱର, କଟକ ଓ ଭଦ୍ରକରେ ୪୮ ଘଣ୍ଟା ଯାଏଁ ସମ୍ପୂର୍ଣ୍ଣ […]

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ଆଉ ୩ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ୩ ଆକ୍ରାନ୍ତ ଭୁବନେଶ୍ୱରର ବମିଖାଲ ଅଞ୍ଚଳର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ଶୁକ୍ରବାର ମଧ୍ୟାହ୍ନରେ କଟକର ଜଣେ ବ୍ୟକ୍ତିଙ୍କ ନମୁନାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସନ୍ଧ୍ୟାରେ ରାଜଧାନୀ ରେ ଆଉ ୩ଜଣଙ୍କଠାରେ ଏହି ଭୂତାଣୁ ଚିହ୍ନଟ ହୋଇଛି ।  […]

ବାସ୍ତବ ବ୍ୟୁରୋ- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ରାଜଧାନୀ ଭୁବନେଶ୍ୱର, କଟକ ଓ ଭଦ୍ରକ ସହର । ଆଜି ରାତି ଆଠଟାରୁ ରବିବାର ରାତି ୮ଟା ପର୍ଯ୍ୟନ୍ତ ସଟଡାଉନ୍ ରହିବ ଭୁବନେଶ୍ୱର ଓ ଭଦ୍ରକ ସହର । ଆଜି ଏ ସଂକ୍ରାନ୍ତରେ ଏକ ଜରୁରୀ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠି ଓ […]

ବାସ୍ତବ ବ୍ୟୁରୋ- ଦେଶରେ କରୋନା ଭୂତାଣୁ କାୟା ବିସ୍ତାର ମେଲେଇ ଚାଲିଥିବା ବେଳେ ଆଜି ସକାଳ ୯ ତା ସୁଦ୍ଧା ସମଗ୍ର ଦେଶରେ ୨୩୦୧ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୫୬ […]

ବାସ୍ତବ ବ୍ୟୁରୋ- କ୍ୟାପିଟାଲ ହସ୍ପିଟାଲରୁ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡିସ୍‌ଚାର୍ଜ ହୋଇଛନ୍ତି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। H & FW Dept Odisha✔@HFWOdisha The first COVID-19 positive case, belonging to Bhubaneswar who is being treated at Capital hospital has recovered and tested negative for COVID-19. […]

ବାସ୍ତବ ବ୍ୟୁରୋ- ଆଜି ସକାଳ ୯ ଟାରେ ଭିଡିଓ ବାର୍ତ୍ତା ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲକଡାଉନକୁ ସମ୍ମାନ ଦେଇଥିବାରୁ ସମସ୍ତ ଦେଶବାସୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । ଏହା ସହ ସେ କହିଲେ କି, କରୋନାକୁ ହରାଇବାକୁ ପଡିବ, ଭାରତକୁ ଜିତେଇବାକୁ ପଡିବ । କରୋନା ସହିତ ଚାଲିଥିବା ଏହି ଲଢେଇରେ ଯଦି କିଛି ଦରକାର ଅଛି ତାହା ହେଉଛି ସାମୁହିକ ଶକ୍ତି । ଏହି ସାମୁହିକ ଶକ୍ତିର ପରିପ୍ରକାଶ […]

ବାସ୍ତବ ବ୍ୟୁରୋ- ଦିନକୁ ଦିନ ଦେଶ ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ଭୂତାଣୁ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ୫୦ ଛୁଇଁଛି। ଏହା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୫୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୭୬୪ ଜଣ ଏବେ ଚିକିତ୍ସାଧୀନ ରହିଛନ୍ତି।  ମହାରାଷ୍ଟ୍ରରେ ସର୍ବାଧିକ ୩୩୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୧୩ଜଣଙ୍କର ମୃତ୍ୟୁ ହୋଇଛି ଓ ୪୨ ଜଣ ସୁସ୍ଥ […]

୧-ଲକଡାଉନ୍: ରେଲଓ୍ୱେ ଓ ଏୟାରଲାଇନ୍ସ ଆରମ୍ଭ କଲେ ଟିକେଟ୍ ବୁକିଂ, ଏପ୍ରିଲ ୧୫ରୁ କରିପାରିବେ ଯାତ୍ରା। ୨-ଖୁସି ଖବର: ରାଜ୍ୟରେ ଦ୍ବିତୀୟ କରୋନା ଆକ୍ରାନ୍ତ ଏବେ ସମ୍ପୂର୍ଣ୍ଣ ସୁସ୍ଥ, ଏମ୍ସ ହସ୍ପିଟାଲରୁ ହେଲେ ଡିସ୍‌ଚାର୍ଜ। ୩-ନିଜାମୁଦ୍ଦିନ କରୋନା ହଟସ୍ପଟ:୧୮୩୦ ଚିହ୍ନଟ,୧୪୦୦ ଚାଲିଛି ଖୋଜା। ୪-ସତର୍କ କଲେ ସୁବ୍ରତ: ଆସନ୍ତା ୨ ସପ୍ତାହ ସମସ୍ତଙ୍କ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ । ସମସ୍ତେ ଜଗିରଖି ଚଳନ୍ତୁ, ୧୫ ଦିନ ଘରେ ରହି କରୋନାକୁ […]

Pin It on Pinterest