୧-କରୋନା ଅପଡେଟ : ୧୦୫ ଦେଶକୁ ବ୍ୟାପିଲା ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୩୮୧୭। ଇତିହାସର ପ୍ରଥମ ବିଶ୍ୱବ୍ୟାପୀ ମହାମାରୀ। ୨-ବାଲେଶ୍ବର:ଇମାମି ପେପର ମିଲରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା କୋଟି କୋଟି ଟଙ୍କାର ସଂପତ୍ତି। ୩-କଟକ:ଓଡ଼ିଶାରେ କରୋନା; ଅବଜରଭେସନରେ ଅଛନ୍ତି ୧୩୩ ସନ୍ଦିଗ୍ଧ। ୪-ଖାନନଗରକୁ ଉଠିଯିବ କଟକ ବାଦାମବାଡ଼ି ବସଷ୍ଟାଣ୍ଡ।ବିଶ୍ୱନାଥ ପାଠାଗାର ନିକଟ ୩୦ ଏକର ଜମିକୁ ବସ୍‌ଷ୍ଟାଣ୍ଡକୁ ସ୍ଥାନାନ୍ତର କରାଯିବ। ୫-ଭଦ୍ରକ: ନରସିଂହପୁରରେ ମାତାଲିଙ୍କୁ ସାବାଡ କଲେ ମହିଳା, ଆଡ୍ଡା […]

ବାସ୍ତବ ବ୍ୟୁରୋ-ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ଭାଜପା ଟିକଟରୁ ସେ ରାଜ୍ୟ ସଭାକୁ ଯିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି କିଛି ସମୟ ଆଗରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି। ସେ ଆଜି କଂଗ୍ରେସ ଛାଡ଼ି […]

୧-ବର୍ଷା ପାଇଁ ଫିକା ପଡ଼ିବ ହୋଲି! ବର୍ଷା ସହ ପବନ ବହିବା ସମ୍ଭାବନା। ୨-ଗୋପରେ ଗୋଟା କୁକୁଡା ହୋଇଗଲା ମାତ୍ର ୧୦ ଟଙ୍କା, ଚିକେନ ପ୍ରେମୀଙ୍କ ପାଇଁ ହୋଲି ପୁରା ରଙ୍ଗିଲା। ୩-ପୁଣି ଟଙ୍କା ଲୁଟି ନେଲା ମ୍ୟାଜିକ୍ ପେନ୍ । ତିନି ଦିନରେ ଆସିଲାଣି ୩ଟି ଭିନ୍ନ ଭିନ୍ନ ଲୁଟର କାହାଣୀ । ଚାଲିଛି ତଦନ୍ତ, ହେଲେ ଧରାପଡୁନି ଲୁଟେରା। ୪-ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଆଜି ୨ଟା ଯାଏଁ […]

୧-କରୋନା ସଂକ୍ରମଣ – ଏକ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ।ତିନିହଜାର ୪୮୪ ଜଣଙ୍କର ମୃତ୍ୟୁ:ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୨-୧୦ରୁ ଲଗାତର ତିନିଦିନ ଯାଏଁ ଘଡଘଡି ସହ ବର୍ଷା ସମ୍ଭାବନା। ୩-ହକି ଇଣ୍ଡିଆ ବାର୍ଷିକ ପୁରସ୍କାର : ଓଡ଼ିଶାକୁ ହକି ଇଣ୍ଡିଆ ପ୍ରେସିଡେଣ୍ଟର୍ସ ଟ୍ରଫି, ଦୀପ୍‌ଗ୍ରେସ ସମ୍ମାନୀତ। ୪-ନବୀନଙ୍କ ମହିଳା ଦିବସ ଭେଟି:ମିଶନ ଶକ୍ତି ଏବେ ସ୍ବତନ୍ତ୍ର ବିଭାଗ, ଶ୍ରେଷ୍ଠ ଅଙ୍ଗନବାଡ଼ି କେନ୍ଦ୍ର,SHG ଓ ବ୍ୟାଙ୍କକୁ ପୁରସ୍କାର। ୫-କନ୍ଧମାଳ:MGNREGS ଟଙ୍କା ଉଠାଇ […]

ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ପାଳନ ଅଭିଯାନକୁ ସ୍ମରଣୀୟ କରିବା ପାଇଁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ କେବଳ ମହିଳା ଲୋକୋ ପାଇଲଟ, ସହାୟକ ଲୋକୋ ପାଇଲଟ ଏବଂ ଟ୍ରେନ ଗାର୍ଡ ମାନଙ୍କୁ ନେଇ ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନ ଖୋର୍ଦ୍ଧା ରୋଡ଼ ଠାରୁ ପଲାସା ମଧ୍ୟରେ ଚଳାଚଳ I ସଶକ୍ତ ମହିଳା ମାନଦଣ୍ଡ ଠାରୁ ମଧ୍ୟ ଶକ୍ତିଶାଳୀ ଏବଂ ବର୍ଣ୍ଣନା ଠାରୁ ସୁନ୍ଦର ଅଟନ୍ତି I ପୁରୁଷ ମାନଙ୍କ […]

2003- SARS ଭୂତାଣୁ,ମୃତ୍ୟୁ ହାର 10%,26 ଦେଶ ପ୍ରଭାବିତ 2009-Swine flu ଭୂତାଣୁ,ମୃତ୍ୟୁ ହାର 4.5%,6 କୋଟି ଲୋକ ପ୍ରଭାବିତ 2014- EBOLA,ମୃତ୍ୟୁ ହାର 25%, 12000 ମୃତ୍ୟ 2020- Corona Virus , 80 ଦିନ ରେ 3200 ମୃତ୍ୟୁ, ମୃତ୍ୟୁ ହାର 3% ରୁ କମ୍ 4 ଟି ମଧ୍ୟରୁ Corona Virus COVID19 ଯୋଗୁଁ ମୃତ୍ୟୁ ହାର ସବୁଠାରୁ କମ୍,କିନ୍ତୁ ଏବେ ଏହି ରୋଗ ପାଇଁ […]

୧-ଆସନ୍ତାକାଲି ଆନ୍ତର୍ଜାତୀୟ ମହିଳା ଦିବସ ରେ ମୋ ବସ ରେ ମହିଳାଙ୍କୁ ମାଗଣା ଯାତ୍ରା ସୁବିଧା। ୨-ମଧ୍ୟପ୍ରଦେଶ ସରକାର ରେ ରାଜନୈତିକ ସଙ୍କଟ , ଘଡିକେ ଘୋଡା ଛୁଟୁଛି। ୩-ଆଜି ଜଷ୍ଟିସ ଅରଜିତ ପସାୟତ ଙ୍କ ଅଧ୍ୟକ୍ଷତା ରେ କଳାଧନ ସଂକ୍ରାନ୍ତୀୟ ଏସଆଇଟି ର କଟକ ରେ ବୈଠକ । ୪-ଆଜି ବର୍ଷା ଝଡ଼ ତୋଫାନ ପାଇଁ ୧୩ ଜିଲ୍ଲା କୁ ୱାର୍ଣ୍ଣିଙ୍ଗ । ଗତକାଲି ଲୋଇସିଙ୍ଗା , ଆଗଲପୁର, […]

୧-ମହିଳା ଟ୍ବେଣ୍ଟି-୨୦ ବିଶ୍ଵକପ : ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ। ୨-ଓଡିଶା ଆଶ୍ଵସ୍ଥ – ଏସସିବିରେ ସନ୍ଦିଗ୍ଧ କରୋନା ସଂକ୍ରମଣଙ୍କ ରକ୍ତ ନମୁନା ନେଗେଟିଭ। ୩-ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୫୩କୁ ବୃଦ୍ଧି, ତାହିର ହୁସେନ୍ ଗିରଫ, ୬୫୪ ମାମଲା ରୁଜ୍ଜୁ, ୧୮୨୦ ଗିରଫ। ୪-ଓଡ଼ିଶାର ଦୌଡ଼ରାଣୀ, ଗୋଲଡେନ୍‌ ଗାର୍ଲ ଦୂତି ଚାନ୍ଦଙ୍କୁ ମିଳିଲା ଟାଇମ୍ସ ଅଫ୍‌ ଇଣ୍ଡିଆ କ୍ରୀଡ଼ା ପୁରସ୍କାର ଅନ୍ତର୍ଗତ ଦେଶର ଶ୍ରେଷ୍ଠ ମହିଳା ଆଥ୍‌ଲେଟ୍‌ ପୁରସ୍କାର। ୫-କରୋନା ପାଇଁ […]

୧-ଆଜି ଫଗୁ ଦଶମୀ, ଦୋଳଯାତ୍ରା ଆରମ୍ଭ,ସୁଦଶା ବ୍ରତ ଓ ପଞ୍ଚାୟତରାଜ ଦିବସ। ୨-ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 104 ତମ ଜନ୍ମ ଜୟନ୍ତୀ, ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ୩-ପୃଥିବୀ ଆଡକୁ ମାଡି ଆସୁଛି ମାଉଣ୍ଟ ଏଭରେଷ୍ଟଠୁ ବଡ ବିଶାଳକାୟ ଉଲକା ପିଣ୍ଡ ।ଘଣ୍ଟା ପ୍ରତି ୩୧,୩୧୯ କିଲୋମିଟର ବେଗରେ ଆସୁଥିବା ଏହି ଉଲକା ପିଣ୍ଡକୁ ୫୨୭୬୮(1998 OR 2)ର ନାମ ଦିଆଯାଇଛି। ୪-ନୂଆ ଦିଲ୍ଲୀ:ଚିନ୍ତା ବଢ଼ାଇଲା କରୋନା, […]

୧-ଆଇସିସି ମହିଳା ଟି-୨୦ ବିଶ୍ୱକପ୍‌: ପୁଣି ସେମିରେ ଭାରତ-ଇଂଲଣ୍ଡ ଟକ୍କର। ୨-ଏପ୍ରିଲ ୩ରେ ଗଣଶିକ୍ଷା ବିଭାଗ ପାଳିବ ପ୍ରବେଶ ଉତ୍ସବ। ୩-ପାଣିପାଗ: ଆଜିଠାରୁ ସାତ ତାରିଖ ଯାଏଁ ବର୍ଷିବ, ୮ରୁ ବଢିବ ତାତି। ୪-ରାଞ୍ଚି:କେଜ୍ରିଓ୍ଵାଲଙ୍କ ପଥରେ ହେମନ୍ତ ସରକାର, ମାଗଣାରେ ବିଜୁଳି ଓ ଋଣ ଛାଡ କରିବାକୁ ବଜେଟରେ ଘୋଷଣା। ୫-ବର୍ତ୍ତିଲାନି ବିଏମ୍‌ସି ଗାଡି : ୨ଟି ଅଳିଆ ବୁହା ଗାଡିକୁ ୩୨,୫୦୦ ଟଙ୍କାର ଫାଇନ୍। ୬-ପ୍ରଥମ ଥର କଟକ […]

Pin It on Pinterest