ବାସ୍ତବ ବ୍ୟୁରୋ(ଭୁବନେଶ୍ୱର): ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଜି ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟଣା ଘଟିଛି। ସୂଚନା ଅନୁସାରେ ବାଣୀବିହାରସ୍ଥିତ ସିଣ୍ଡିକେଟ୍‌ ହଲ୍‌ରେ ଏହି ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ ଆଜି ସିଣ୍ଡିକେଟ୍‌ ହଲରେ ବୈଠକ ହୋଇଥିଲା। ବୈଠକ ଶେଷ ହେବାର ଅଳ୍ପ କିଛି ସମୟ ପରେ ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇ ଦମକଳ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳକୁ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରିଛନ୍ତି। ନିଆଁଲିଭା କାମ ଜାରି ରହିଥିବାରୁ କ୍ଷୟକ୍ଷତିର […]

ବାସ୍ତବ ବ୍ୟୁରୋ(ପାରଳାଖେମୁଣ୍ଡି): ଗତକାଲି ଠାରୁ ବିଭିନ୍ନ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଯୋଗୁଁ ପରିସ୍ଥିତି ସଙ୍ଗୀନ ହୋଇପଡ଼ିଛି। ଦୁଇଦିନ ଧରି ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ଗୁମ୍ମା ବ୍ଲକ୍‌ ତିପିସିଂ-କୁଲମ ମଧ୍ୟରେ ଥିବା ଏକ ପାହାଡ ଗୁରୁବାର ହଠାତ ଭୁଶୁଡି ପଡ଼ିଛି। ପାହାଡ ଭୁଶୁଡିବାରୁ ୪ଟି ଘର ସହିତ ଘର ଆଖପାଖରେ ଥିବା ଜୀବଜନ୍ତୁ ଓ ଘରର ଅନେକ ସମାଗ୍ରୀ ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ପାହାଡ ଭୁଶୁଡିବା […]

ବାସ୍ତବ ବ୍ୟୁରୋ (ଭୁବନେଶ୍ୱର): ବିଜେପୁର ଉପନିର୍ବାଚନରେ ବିପୁଳ ସଂଖ୍ୟା ର ଭୋଟ ପାଇ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିଜୟିନୀ ହୋଇଛନ୍ତି। ଶେଷ ରାଉଣ୍ଡ୍‌ ଗଣତି ଶେଷ ସୁଦ୍ଧା ୧ ଲକ୍ଷ ୩୫ ହଜାର ୯୫୭ ଖଣ୍ଡ ଭୋଟ୍‌ ପାଇ ରୀତା ସାହୁ ୯୭ ହଜାର ୯୯୦ ଖଣ୍ଡ ଭୋଟ୍‌ ବ୍ୟବଧାନରେ ଏହି ଉପନିର୍ବାଚନ ଜିଣିଛନ୍ତି। ବିଜେପି ପ୍ରାର୍ଥୀ ସନତ ଗଡ଼ତିଆ ୩୭୯୬୭ ଓ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡା […]

ବାସ୍ତବ ବ୍ୟୁରୋ (ଭୁବନେଶ୍ୱର): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁଁ ପୂର୍ବତଟ ରେଳବାଇ ସେବା ଖୁବ୍‌ ପ୍ରଭାବିତ ହୋଇଛି। ଗତକାଲି ଠାରୁ ବର୍ଷା ଲାଗି ରହିଥିବା କାରଣରୁ ପଲାସା ଏବଂ ବିଜିଆନଗରମ ମଧ୍ୟରେ ଥିବା ବିଭିନ୍ନ ଷ୍ଟେସନ୍‌ରେ ପାଣି ଜମି ରହିଥିବାରୁ ଅନେକ ଟ୍ରେନ୍‌ ବିଳମ୍ବରେ ଯାତ୍ରା କରୁଛି। ବିଜିୟନଗରମ୍‌ ଠାରେ ସହର ମଧ୍ୟରେ ଥିବା ପୌରପାଳିକା ନାଳ ଓ ନିକଟବର୍ତ୍ତୀ ଅଞ୍ଚଳରୁ ଷ୍ଟେସନ୍‌ […]

୧-ଚିଲିକା ଓ ଭିତରକନିକାରେ ହେବ ହାଉସ ବୋଟ୍‌, ସୂଚନା ଦେଲେ ପର୍ଯ୍ୟଟନ ସଚିବ ବିଶାଲ ଦେବ। ୨-ଜୟପୁର:ଲାଞ୍ଚ ନେବା ମହଙ୍ଗା ପଡିଲା – ପୁଲିସ ଇନ୍ସପେକ୍ଟର ନୀଳକଣ୍ଠ ମହାପାତ୍ରଙ୍କୁ ୫ ବର୍ଷ ଜେଲଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା। ୩-ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱେଚ୍ଛାକୃତ ଭାବେ ଘର ଓ ଜମି ଦେଇଥିବା ୧୧ ଜଣଙ୍କୁ ସମ୍ବର୍ଦ୍ଧନା ଦେଲେ ମୁଖ୍ୟମନ୍ତ୍ରୀ। ୪-ଅନୁଗୋଳ:ଶିକ୍ଷକଙ୍କୁ ଡରାଇ ଧମକାଇ ଲାଞ୍ଚ ମାଗୁଥିଲେ ନକଲି ସାମ୍ବାଦିକ; […]

ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ):   ଟ୍ରେନ ରେ ଯାତ୍ରା କରୁଥିବା ସମୟରେ ଯାତ୍ରୀମାନଙ୍କ ସବୁ ପ୍ରକାର ର ସୁବିଧା ଯୋଗାଇଦେବା ପାଇଁ ନୂଆନୂଆ ପଦକ୍ଷେପମାନ ଉଠାଯାଉଛି  ଭାରତୀୟ ରେଳବାଇ । ଗତକିଛି ଦିନ ତଳେ ରେଳବାଇ ପକ୍ଷରୁ ଦେଶର ଷ୍ଟେସନମାନଙ୍କରେ ଓ୍ଵାଇ-ଫାଇ ସୁବିଧା ଆରମ୍ଭ କରାଯାଇଥିଲା। ଖୁବ୍‌ଶୀଘ୍ର ଆପଣଙ୍କୁ ଟ୍ରେନ୍‌ ବି ଓ୍ଵାଇ-ଫାଇ ସୁବିଧା ଯୋଗାଇ ଦେବାକୁ ଯୋଜନା କରାଯାଉଛି ବୋଲି ରେଳମନ୍ତ୍ରୀ ପିୟୁଷ ଗୋଏଲ ବୁଧବାର ସୂଚନା ଦେଇଛନ୍ତି। […]

୧-ମନ୍ତ୍ରୀଙ୍କୁ ସ୍କୁଲରେ ମଧ୍ୟାହ୍ନ ଭୋଜନ କରି ଖାଦ୍ୟର ମାନ ଯାଞ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ୨-ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ, ଆଜିଠାରୁ ଆରମ୍ଭ ହୋଇଯିବ ତିନି ଦିନ ଧରି ବର୍ଷା। ୩-ମୃତ୍ୟୁ ଡାକୁଛି କାଠଯୋଡି!ପୁଣି ଗାଡକଣର ଦେବବ୍ରତ ମାଝୀ ସେଇ ନଦୀକୁ ଡେଇଁଲେ। ୪-ରାଜ୍ୟର ସବୁ ଜିଲ୍ଲାରେ ପ୍ରତିଷ୍ଠା ହେବ ଇଏସ୍‌ଆଇସି ହସ୍ପିଟାଲ। ୫-ଖାକି ବର୍ଦ୍ଦି ପିନ୍ଧି ଖୋର୍ଦ୍ଧା ଥାନା ହୋମ ଗାର୍ଡ କରୁଥିଲା ବିସ୍ଫୋରକର ଚୋର ବେପାର,ହୋମଗାର୍ଡକୁ ଗିରଫ […]

ବାସ୍ତବ ବ୍ୟୁରୋ(ଭୁବନେଶ୍ୱର) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୪ରେ ୫ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଏବଂ ୮ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, ବରଗଡ଼, […]

୧-ଫ୍ରେବୁୟାରୀରେ ହେବ +୨ ପ୍ରଥମ ବର୍ଷ ପରୀକ୍ଷା। ୨-ଦୀପାବଳିକୁ ଫିକା କରିପାରେ ମୌସୁମୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ରହିଛି ସମ୍ଭାବନା। ୩-ଆଜି ବ୍ୟାଙ୍କ ଧର୍ମଘଟ। ସାମିଲ ହେବେ ସାଢ଼େ ତିନି ଲକ୍ଷ କର୍ମଚାରୀ। ୪-ବଦଳିଲା ପ୍ରାଥମିକ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା ପଦ୍ଧତି। ଏଣିକି ରାଜ୍ୟରେ ଏକକ ପରୀକ୍ଷା। ନଭେମ୍ବରରେ ଷାଣ୍ମାସିକ ଓ ମାର୍ଚ୍ଚ ରେ ବାର୍ଷିକ ପରୀକ୍ଷା। ୫-୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଂଜୁରୀ, […]

ବାସ୍ତବ ବ୍ୟୁରୋ : ବିଜେପୁରରେ ଉପନିର୍ବାଚନ ପାଇଁ ସୋମବାର ସନ୍ଧ୍ୟାରେ ମତଦାନ ଶେଷ ହୋଇଛି। ରିପୋର୍ଟ ଅନୁସାରେ ଉପନିର୍ବାଚନରେ ବିଜେପୁରବାସୀ ସନ୍ଧ୍ୟା ୫ଟା ସୁଦ୍ଧା ୭୨ ପ୍ରତିଶତ ମତଦାନ କରିଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି। ମତଦାନ ଶେଷ ହୋଇଥିବା ବେଳେ ପୁଲିଂ ଅଧିକାରୀ ଓ କର୍ମଚାରୀମାନେ ରାତି ସୁଦ୍ଧା ପଦ୍ମପୁରରେ ପ୍ରସ୍ତୁତ କରାଯାଇଥିବା ଷ୍ଟ୍ରଙ୍ଗ ରୁମ୍‌ରେ ଇଭିଏମ୍‌ ଓ ଅନ୍ୟ […]

Pin It on Pinterest