ବରଗଡ଼:-୩୦/୧୦(ନବୀନ କୁମାର ଦାଶ):ପ୍ରତି ବର୍ଷ ଭଳି ଚଳିତ ବର୍ଷ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ରେଙ୍ଗାଲି କେମ୍ପ ସରକାରୀ କେନାଲ ବିଭାଗ ପରିସର ରେ ୬୫ତମ ସାର୍ବଜନୀନ ମାଁ ଶ୍ୟାମା କାଳୀପୂଜା ପାଇଁ ଗାଆଁ ଠୁ ସହର ପର୍ଯ୍ୟନ୍ତ ଚାରି ଆଡେ଼ ଉତ୍ସବ ମୁଖର ହୋଇ ଉଠିଛି। ଏହି ଅବସରରେ ଆଜି ଠାରୁ ନଭେମ୍ବର ୧ ପର୍ଯ୍ୟନ୍ତ ତିନି ଦିନ ଧରି ହେବାକୁ ଥିବା ମାଁ ଶ୍ୟାମା କାଳୀପୂଜା […]
ରାଜ୍ୟ
ବାସ୍ତବ ବ୍ୟୁରୋ: ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିଲା ‘ଦାନା’ ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ। ଫଳରେ ଟଳିପଡ଼ିଥିଲା ଅନେକ ଗଛ। ଭାଙ୍ଗି ଯାଇଥିଲା ଚାଳ ଛପର ଘର। ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏବେ ଏହା […]
ବାସ୍ତବବ୍ୟୁରୋ: ବାତ୍ୟା ସମୟରେ ବ୍ୟାଘାତ ହେବନି ଟେଲିକମ ସେବା ।ଏ ନେଇ ବଡ ସୂଚନା ଦେଲେ ଆଇଟି ମନ୍ତ୍ରୀ ।ବାତ୍ୟା ସମୟରେ ବ୍ୟାଘାତ ହେବନି ଟେଲିକମ ସେବା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟର ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ।ସୂଚନା ମୁତାବକ, ବାତ୍ୟା ଦାନା ପାଇଁ ଟେଲିକମ ବିଭାଗ ବ୍ୟାପକ ପ୍ରସ୍ତୁତି କରିଛି ।
ବାସ୍ତବ ବ୍ୟୁରୋ: ଭୀଷଣ ବାତ୍ୟା ‘ଦାନା’ ଗତ ୬ ଘଣ୍ଟାରେ ଏହା ୧୦ କିମି ବେଗରେ ଗତି କରୁଛି। ଏବେ ଏହା ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ରହିଛି। ସେହିଭଳି ଧାମରାର ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ୧୮୦ କିମି ଦୂରରେ ରହିଛି ଦାନା। ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍ କରିବ ବା ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା ଭିତରକନିକା ଓ ଧାମରା […]
ବାସ୍ତବ ବ୍ୟୁରୋ: ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ଏହାର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ପାଗ ଅଧିକ କୋହଲା ହେବାରେ ଲାଗିଥିବାବେଳେ ସମୁଦ୍ର ଅଶାନ୍ତ ହେବା ସହିତ ଉଚ୍ଚା ଜୁଆର ସୃଷ୍ଟି ହେଉଛି। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ […]
ବାସ୍ତବ ବ୍ୟୁରୋ: ୨୪ ତାରିଖ ରାତିରୁ ଉପକୂଳରେ ମାଡ଼ ହେବ ଦାନା । ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ବର୍ଷା ଜାରି ରହିଛି । ୧୩ କିଲୋମିଟର ବେଗରେ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା । ପାରାଦୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୪୯୦ କିମି ଦୂରରେ ରହିଛି । ଭାରତୀୟ ପାଣିପାଗ ବିଭାଗର ଆକଳନ ଭିତରକନିକା- ଧାମରା ପାଖାପାଖି ଅଂଚଳରେ ସ୍ଥଳଭାଗ ଅତିକ୍ରମ କରିବ । ଦାନା […]
ବାସ୍ତବ ବ୍ୟୁରୋ: ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା ‘ଦାନା’। ଲ୍ୟାଣ୍ଡଫଲ୍ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ବାତ୍ୟା ‘ଦାନା’ ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ ରହିଛି । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ ଦିଆଯାଇଛି । ‘ଦାନା’ର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ। ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ […]
ବାସ୍ତବବ୍ୟୁରୋ: ଭାରତୀୟ ରେଳବିଭାଗ ପକ୍ଷରୁ ସମ୍ଭାବ୍ଯ ବାତ୍ୟାକୁ ନଜରରେ ରଖି ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ମୋଟ ୧୭୮ ଟ୍ରେନ୍ ବାତିଲ କରାଯାଇଛି। ସେଥ୍ରେ ଅପ୍ ଟ୍ରେନ୍ ୮୫ ଥୂବା ବେଳେ ଡାଉନ୍ ଟ୍ରେନ୍ ୯୩ଟି ରହିଛି ।୨୩ ତାରିଖରେ ବାତିଲ ହୋଇଥିବା ଟ୍ରେନ୍ -:କାମାକ୍ଷା-ବାଙ୍ଗାଲୁରୁ, ନୂଆଦିଲ୍ଲୀ-ଭୁବନେଶ୍ବର, ଋଷିକେଷ-ପୁରୀ, ନୂଆଦିଲ୍ଲୀ-ପୁରୀ, କୋଲକାତା-ପୁରୀ, ସିକନ୍ଦରାବାଦ-ଭୁବନେଶ୍ବର, ଚେନ୍ନାଇ ସେଣ୍ଟ୍ରାଲ-ହାୱାଡ଼ା, ପଣ୍ଡିଚେରୀ-ଭୁବନେଶ୍ବର, ଏସ୍ବିସି-ଭୁବନେଶ୍ବର, CSURATM-BHUBANESWAR, ଗାନ୍ଧିଧାମ-ପୁରୀ, ସୁରତ-ବ୍ରହ୍ମପୁର ପ୍ରମୁଖ। ୨୪ ତାରିଖରେ […]
ବାସ୍ତବ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ର ନେଇ ବଡ଼ ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ମଙ୍ଗଳବାର ସୃଷ୍ଟି ହୋଇଥିବା ଅବପାତଟି ଆଜି ଗଭୀର ଅବପାତରେ ପରିଣତ ହେବ । ବୁଧବାର ସକାଳେ ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । କାଳକ୍ରମେ ଏହା ଭୀଷଣ ବାତ୍ୟାରେ ରୂପାନ୍ତରିତ ହେବ । ୨୪ ତାରିଖ ରାତି ଓ ୨୫ ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ […]
ବାସ୍ତବ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ପାଇଁ ସଜାଗ ରାଜ୍ୟ ସରକାର । ବାତ୍ୟା ମୁକାବିଲା ପାଇଁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ବାତ୍ୟାର ଗତିପଥ ଉପରେ ତୀକ୍ଷ୍ମଣ ନଜର ରଖିବ କଣ୍ଟ୍ରୋଲ ରୁମ୍ । ସେପଟେ ବାତ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକୁ ଯିବେ ବରିଷ୍ଠ ଆଇଏସ୍ ଅଧିକାରୀ । କେଉଁ ଜିଲ୍ଲାକୁ […]


