ବାସ୍ତବ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’  ପୁରୀ- ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା । ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛି । ବାତ୍ୟା ‘ଦାନା’ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ସୂଚନନାଯୋଗ୍ୟ, ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ […]

ବରଗଡ୨୧/୧୦(ନବୀନ ଦାଶ): ଭେଡେନ ସୂର୍ଯ୍ୟମଣି ଜନତା ହାଇ ସ୍କୁଲ ରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ”ସୁରଭି”-୨୦୨୪ ଶିଶୁ ମହୋତ୍ସବ “ସୁରଭି”-୨୦୨୪ ମହା ସମାରୋହ ରେ ପାଳିତ ହୋଇଯାଇଛି। ପ୍ରଥମ ଅଧିବେଶନ ରେ ଅତିଥି ମାନଙ୍କ ଦ୍ଵାରା ଇଷ୍ଟ ଦେବୀ ମାଁ ସମଲେଶ୍ଵରୀ ଓ ଜଗତର ନାଥ ଜଗନ୍ନାଥ ଙ୍କ ସମୀପରେ ପ୍ରଦୀପ ପ୍ରଜ୍ବଳନ ସହ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶିଶୁ ମହୋତ୍ସବ ସୁରଭି -୨୦୨୪ ବିଇଓ ମଚ୍ଛିନ୍ଦ୍ର ମଲ୍ଲିକ ଙ୍କ […]

ବରଗଡ଼୨୧/୧୦(ନବୀନ କୁମାର ଦାଶ):ସ୍ଥାନୀୟ ଟାଉନ ଥାନା ସମ୍ମୁଖ ରେ ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଏକ ମାଗଣା ମଧୁମେହ ପରୀକ୍ଷା କେନ୍ଦ୍ର ଖୋଲାଯାଇ ପ୍ରାୟ ୨୦୦ ରୁ ଉର୍ଦ୍ଧ୍ବ ଜନସାଧାରଣଙ୍କ ମଧୁମେହ ପରୀକ୍ଷା କରାଯାଇଥିଲା।ଏଥିରେ କ୍ଲବ ସଭାପତି ସୁବାଷ ଅଗ୍ରୱାଲ, କିଶନ ଲାଲ ଅଗ୍ରୱାଲ,ପ୍ରବୀଣ ଜୈନ,ଅଶୋକ ଅଗ୍ରୱାଲ,ଦୀପକ ବଲୋଦିଆ,ପ୍ରାଞ୍ଜଳ ଧାନୁକା,ମଲ୍ଲି କାର୍ଜୁନ ରାଓ,ଅମରଜିତ୍ ସିଂ,ରାଜ କିଶୋର ପାଣିଗ୍ରାହୀ,ପଙ୍କଜ ଦାଶ, ପ୍ରଦୀପ ଗୋୟଲ ଆଦି ଅଂଶଗ୍ରହଣ କରି ସହଯୋଗ କରିଥିଲେ। ରାଜ […]

ବରଗଡ଼:-୨୦.୧୦(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଭେଡେନ ଥାନା ପକ୍ଷରୁ ରେଶମ ଠାରେ”ଆମ ପୋଲିସ ସମିତି”ପକ୍ଷରୁ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି।ଭେଡେନ ଥାନା ଆଇଆଇସି ପ୍ରେମଜିତ ଦାଶ ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବେ ଏସଡିପିଓ ପଦାରବିନ୍ଦ ତ୍ରିପାଠୀ ଯୋଗ ଦେଇ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ କିପରି ଭାବରେ ରୋକାଯାଇ ପାରିବ ସେ ବିଷୟରେ ବିସ୍ତୃତ ଭାବରେ ସୂଚନା ପ୍ରଦାନ କରିଥିଲେ।ସମ୍ମାନିତ ଅତିଥି ବରପାଲି ଥାନା ଆଇଆଇସି […]

ବାସ୍ତବବ୍ୟୁରୋ: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ […]

ବାସ୍ତବ ବ୍ୟୁରୋ: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସମ୍ଭାବ୍ୟ ବାତ୍ୟା । ଏନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ। ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଅଧିକ ଘନୀଭୂତ ହୋଇ ଅବପାତ ହେବ।ଏଣେ ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ […]

ବରଗଡ଼(ନବୀନ ଦାଶ)୧୯.୧୦:- ବରଗଡ଼ ସୋହେଲା ଜାତୀୟ ରାଜପଥ ବିଶିପାଲି ପେଟ୍ରୋଲପମ୍ପ ନିକଟରେ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ସ୍ୱାମୀ ଗୁରୁତର ସ୍ତ୍ରୀ ମୃତ।ସୂଚନା ଅନୁସା ରେ ଆଜି ଶନିବାର ସକାଳ ପ୍ରାୟ ୧୦ଘଣ୍ଟା ସମୟରେ ବରଗଡ଼ ପଟୁ ସୋହେଲା ଯାଉଥିବା OD17M 1551 ନମ୍ବର ବିସିଷ୍ଟ ଏକ ନୀଳ ରଙ୍ଗର କାର OD17M7202 ନମ୍ବର ଥିବା ବାଇକ କୁ ଧକ୍କା ଦେଇ ଥିଲା।ଫଳରେ ଘଟଣା ସ୍ଥଳ ରେ ପଡିରହିଥିବା ଗୁରୁତର ବାଇକ […]

ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା […]

ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି। ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ […]

ସଂଜୟ ଶତପଥୀ(କଟକ): ଆଗାମୀ ମାସର ୧୫ ତାରିଖ ରୁ ଆରମ୍ଭ ହେବାକୁ ଯାଉଥିବା କଟକର ଐତିହାସିକ ବାଲିଯାତ୍ରା ମହୋତ୍ସବ ବିଗତ ବର୍ଷଠାରୁ ଅଧୂକ ଆକର୍ଷଣୀୟ ହେବ ବୋଲି କହିଛନ୍ତି କଟକର ମାନନୀୟ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ। କଟକର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଥିବା ସଭାଗୃହ ରେ ଏକ ସାମ୍ବାଦିକ ସମ୍ମିଳନୀରେ କଟକର ମାନନୀୟ ଜିଲ୍ଲାପାଳ ସାମ୍ବାଦିକଙ୍କୁ ଆଗାମୀ ବାଲିଯାତ୍ରା ମହୋତ୍ସବ ବିଷୟରେ ଅବଗତ କରିବା ସହ […]

Pin It on Pinterest