ସଂଜୟ ଶତପଥୀ(କଟକ):- ୨୦/୧ – ପ୍ରଫେସର ଡାକ୍ତର ଗୋପାଳ ଚନ୍ଦ୍ର କରଙ୍କର ଗତ ରବିବାର ସକାଳ ୧୦ ଘଟିକାରେ ପୁରୀଘାଟସ୍ଥିତ ବାସଭବନରେ ପରଲୋକ ହୋଇଯାଇଅଛି । ମୃତ୍ୟୁବେଳକୁ ସେ ୮୦ବର୍ଷ ବୟସରେ ପଦାର୍ପଣ କରିଥିଲେ । ଡାକ୍ତର କର ଓଡ଼ିଶା ସରକାରଙ୍କ ଅଧୀନରେ ସ୍ଵାସ୍ଥ୍ୟ ଓ ତାଲିମ ନିର୍ଦ୍ଦେଶକ (ଡିଏମଇଟି) ଭାବେ କାର୍ଯ୍ୟ କରିଥିଲେ । ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ପ୍ରିନ୍ସପାଲ ଓ ମାନସିକରୋଗ ବିଭାଗର ଏଚଓଡି ଭାବେ […]

ବାସ୍ତବ ବ୍ୟୁରୋ: ଆଇଏମଡି ପୂର୍ବାନୁମାନ କରିଛି, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଟୁଇନ୍ ସିଟି କଟକ ଏବଂ ଭୁବନେଶ୍ୱରର ରାତିର ସର୍ବନିମ୍ନ ତାପମାତ୍ରା ୧୧ ରୁ ୧୩ ଡିଗ୍ରି ସେଲସିୟସ ମଧ୍ୟରେ ରହିବ । ଆସନ୍ତା କିଛି ଦିନ ଧରି ଏଭଳି ସ୍ଥିତି ଦୁଇ ସହରରେ ଜାରି ରହିବ ବୋଲି ଆଶା କରାଯାଉଛି। କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ରାତିର ସର୍ବନିମ୍ନ ତାପମାତ୍ରା ୬ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି। ସେହିପରି […]

ବାସ୍ତବ ବ୍ୟୁରୋ : ଆଜି ଭୁବନେଶ୍ୱରଠାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, “ସନାତନ ପରମ୍ପରା ଅନୁଯାୟୀ, ଜୀବନକାଳ ମଧ୍ୟରେ କିଛି କିଛି ଧର୍ମସ୍ଥଳୀ ଦର୍ଶନ କରି ଈଶ୍ୱରଙ୍କ ଆଶୀର୍ବାଦ ପ୍ରାପ୍ତ କରିବା ସମସ୍ତଙ୍କ ଇଚ୍ଛା ଥାଏ । କୌଣସି କାରଣ ବଶତଃ ଏହା ସମ୍ଭବ ହୋଇନଥାଏ । ଖୁସିର […]

ସଂଜୟ ଶତପଥୀ(କଟକ): ଆଜି ପ୍ରତ୍ୟେକ ହିନ୍ଦୁଧର୍ମୀ ମାନେ ମହାସମାରୋହରେ ପାଳନ କରୁଛନ୍ତି ପବିତ୍ର ପୁଷ୍ୟାଭିଷେକ ଉତ୍ସବ। ଏହି ପବିତ୍ର ଦିବସରେ ଆଜି କଟକ ର ମହୀଦାସ ବଜାର ର ଶ୍ରୀ ଜଗନ୍ନାଥ ରଥଯାତ୍ରା ପରିଚାଳନା ସମିତି ପକ୍ଷରୁ ତ୍ରୀଦିବସୀୟ ଉତ୍ସବକୁ ପାଳନ ଅବସରରେ ପୁଷ୍ୟାଭିଷେକ ଓ ଶ୍ରୀମଦ୍ଭାଗବଦ୍ କଥାମୃତ ଉତ୍ସବ ବହୁ ଆଧ୍ୟାତ୍ମିକ ପ୍ରବକ୍ତା ଓ ଶ୍ରଦ୍ଧାଳୁମାନଙ୍କ ଉପସ୍ଥିତି ରେ ଆରମ୍ଭ ହୋଇଯାଇଛି। ଉତ୍ସବ ର ପ୍ରଥମ ଦିବସରେ ବରେଣ୍ୟ […]

ସଂଜୟ ଶତପଥୀ(କଟକ): ଦ୍ବୈତ ନଗରୀ କଟକ-ଭୁବନେଶ୍ବର ରେ ସଚେତନତା ଅଭାବରୁ ଜନସାଧାରଣ ଦୈନନ୍ଦିନ ସଡକ ଦୁର୍ଘଟଣାର ଶୀକାର ହେଉଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ର ଆରମ୍ଭ କରାଯାଇଛି। ବିଭିନ୍ନ ସ୍ଥାନରେ ଆଞ୍ଚଳିକ ପରିବହନ ବିଭାଗ, ଓଡ଼ିଶା ଟ୍ରାଫିକ ପୋଲିସ୍, ସମାଜସେବୀ ଅନୁଷ୍ଠାନମାନେ ପ୍ରତି ଛକ, ରାସ୍ତା ପାର୍ଶ୍ବରେ ଉପସ୍ଥିତ ରହି ଗାଡ଼ି ଚାଳକ‌ମାନଙ୍କୁ ସରକାରୀ ନିୟମାନୁସାରେ ଗାଡ଼ି ଚଲାଇବାକୁ ତଥା ଆକସ୍ମିକ ଦୁର୍ଘଟଣା […]

ବାସ୍ତବ ବ୍ୟୁରୋ: ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଏହା ଅନ୍ତର୍ଗତ ରାଜ୍ୟର ୧.୩ କୋଟି ପରିବାରଙ୍କୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ଏହି ଚୁକ୍ତିନାମା ସ୍ବାକ୍ଷରିତ […]

ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ର ବ୍ରହ୍ମପୁର ଶାଖା କାର୍ଯ୍ୟଳୟ ଶୁଭାରମ୍ଭ । ବାସ୍ତବବ୍ୟୁରୋ(ବ୍ରହ୍ମପୁର): ହାରିଡ଼ାଖଣ୍ଡି ଅଞ୍ଚଳର ଦ୍ବାରିକା ନଗର ଠାରେ ଚାଲିଥିବା ବିବେକାନନ୍ଦ ସଂସ୍କୃତି ମେଳା ପରିସରରେ ଓଡ଼ିଶାର ଅନ୍ୟତମ ପ୍ରାଚୀନ ଏବଂ ପ୍ରତିଷ୍ଠିତ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ, ବୁଗୁଡ଼ା,ଗଞ୍ଜାମ ତରଫରୁ ଆଲୋଚନା ଚକ୍ର, ସମ୍ବର୍ଦ୍ଧନା ସଭା ଏବଂ ସାରସ୍ୱତ ବନ୍ଧୁ ମିଳନ ଗତ ୧୨ତାରିଖରେ ଆୟୋଜିତ ହେଇଯାଇଛି ।ବିକ୍ଷିପ୍ତା ସାହିତ୍ୟ ପ୍ରାତିଷ୍ଠାନ ର ସାଧାରଣ […]

ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ଟାଙ୍ଗୀ ଅଞ୍ଚଳର ଜଣାଶୁଣା ରାମଲୀଳା ନିର୍ଦ୍ଦେଶକ ତଥା ସ୍ଵର୍ଣ୍ଣପଦକପ୍ରାପ୍ତ ମାରୁତିଶ୍ରୀ ରଣଜିତ ପ୍ରସାଦ ଜେନାଙ୍କୁ ପୁରୀଠାରେ ଆୟୋଜିତ ଶ୍ରୀକ୍ଷେତ୍ର ମହୋତ୍ସବରେ ସମ୍ବର୍ଦ୍ଧିତ କରାଯାଇଛି। ମୂର୍ଚ୍ଛନା ଓ ଓଡ଼ିଶା କଲଚର ଏକାଡ଼େମୀ ପକ୍ଷରୁ ତାଙ୍କୁ ଶ୍ରୀକ୍ଷେତ୍ର ରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଭାଇ ମାଡ଼ ମାଥେ ଦେଲା କୀରିଟ,ମୃତ୍ୟୁ ଯଜ୍ଞେ ରାବଣୀ ଓ ପତି ପ୍ରାଣ ଦେଲା ସତୀ ସିନ୍ଦୁର ଆଦି ରାମାୟଣର ବିଭିନ୍ନ ବିଷୟବସ୍ତୁ […]

ସଂଜୟ ଶତପଥୀ(କଟକ): ଆଗାମୀ ୭୬ ତମ ସାଧାରଣତନ୍ତ୍ର ଦିବସ କଟକ ଜିଲ୍ଲା ରେ ପାଳନକୁ ପାଳନକୁ ନେଇ ଏକ ପ୍ରସ୍ତୁତି ବୈଠକ କଟକ ଜିଲ୍ଲା ର ମାନନୀୟ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ (ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ କଟକ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରସ୍ତୁତି ବୈଠକ ରେ ଏକ ନୂତନ ନିଷ୍ପତ୍ତି ସମସ୍ତ ଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ବିଗତ ବହୁବର୍ଷ ଧରି ଏହି […]

ବାସ୍ତବ ବ୍ୟୁରୋ: ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମିଳନୀ । ଭୁବନେଶ୍ୱରର ଜନତା ମଇଦାନରେ ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ। ଏହାର ଶୁଭାରମ୍ଭ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଆଜି ନିଜ ଅଭିଭାଷଣରେ କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଲେ, “ବିକଶିତ ଭାରତ ଅଭିମୁଖେ ଆମେ ଗତି […]

Pin It on Pinterest