ବାସ୍ତବ ବ୍ୟୁରୋ: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍-ଉଷା)ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କୃଷି ଭବନରେ ଶୁଭାରମ୍ଭ ହୋଇଛି ଏହି ଯୋଜନା । ‘ପିଏମ୍-ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ MOU ସ୍ବାକ୍ଷରିତ ହୋଇଛି । ଓଡିଶା ସର ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗର ଅତିରିକ୍ତ ଶାସନ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ବିଶ୍ୱବିଦ୍ୟାଳୟରେ ଖାଲି ଥିବା ଅଧ୍ୟାପକ ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଖୁବଶୀଘ୍ର ବିଶ୍ୱ ବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତ ହେବେ । ଦ୍ବନ୍ଦ୍ବ ଦୂର କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ବର୍ତ୍ତମାନ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୧୮୭ ଅଧ୍ୟାପକ ପଦବୀ ଖାଲି ପଡିଛି । ଏହାକୁ ପୂରଣ କରିବାକୁ ଗୃହରେ ଦୃଢୋକ୍ତି ପ୍ରକାଶ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ । […]
ବାସ୍ତବ ବ୍ୟୁରୋ: ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି । ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥିରେ ଚଳିତ ବର୍ଷ ନୂଆଖାଇ ପର୍ବ ପାଳନ ହେବା ନେଇ ସମ୍ବଲପୁରର ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧିାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ ହୋଇଥିବା ଲଗ୍ନ ଅନୁସାରେ ଆସନ୍ତା ସେପ୍ଟେମ୍ବର ମାସ ୮ […]
ସଂଜୟ ଶତପଥୀ(କଟକ): କଟକ ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ଓଡ଼ିଶା ରାଜ୍ୟ ସଶସ୍ତ୍ର ଆରକ୍ଷୀ ବଳ ବାଟାଲିୟନ କାର୍ଯ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ବାଟାଲିୟନ ର ମାନନୀୟ ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ (ଓ.ପୋ.ସେ) ଙ୍କ ପ୍ରତ୍ଯକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ରୋଟାରୀ କ୍ଲବ,ମହାନଦୀ -କଟକ,ଓ ଓ୍ବାକର୍ସ କ୍ଲବ୍ ଙ୍କ ମିଳିତ ଆନୁକୂଲ୍ୟରେ ଏହି ରକ୍ତଦାନ ଶିବିର ରେ ୪୪ ୟୁନିଟ୍ ରକ୍ତ ସଂଗ୍ରହ କରଯାଇଥିବା ଜଣାଯାଇଛି। ଏହି […]
କୋରେସ୍ ଉପାସୀ(ନବରଙ୍ଗପୁର): ଉତ୍କଳ ସାମ୍ବାଦିକ ସଂଘ ସାମାଜିକ ସୂରକ୍ଷା ପାଇଁ ଲଢୁଛି। ରାଜ୍ୟସରକାରଙ୍କ ନିକଟରେ ସାମ୍ବାଦିକ ସମସ୍ୟାକୁ ନେଇ ଉପସ୍ଥପନ କରିଛି । ଏହାକୁ ନେଇ ବିଧାନସଭାରେ ଆଲୋଚନା ହେଉଛି। ଏହା କହିଛନ୍ତି ନବରଙ୍ଗପୁର ଠାରେ ଆୟୋଜିତ ୱାର୍କିଙ୍ଗ ଜର୍ଣ୍ଣାଲିଷ୍ଟ ୟୁନିୟନର ପ୍ରଥମ ବାର୍ଷିକ ଉତ୍ସବର ମୁଖ୍ୟ ଅତିଥି ତଥା ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟସଭାପତି ବିଭୂତି ଭୂଷଣ କର l ସେ କହିଛନ୍ତି, ଆଗାମୀ ଦିନରେ ଓଡିଶାରେ ସାମ୍ବାଦିକ […]
ଭୁବେନଶ୍ବର(ନି.ପ୍ର):ଯେଉଁମାନେ ଏକ ମାସ ହେଲା ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି, ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ମାସେ ହେବ ଆବେଦନ କରି ୧୦ ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ପାଇବା ପାଇଁ ଅପେକ୍ଷା କରିଛନ୍ତି । ସେମାନେ କେବେ ସୁଦ୍ଧା ରାସନ କାର୍ଡ ପାଇବେ ବୋଲି ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଟକ ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋଷ। ତେବେ […]
ବରଗଡ଼୨୮/୮(ନବୀନ ଦାଶ):ଆଜି ବୁଧବାର ସକାଳ ୧୦ଟା ସମୟରେ ଅତାବିରା ବ୍ଲକ ଅଧିନ ଗୋଡଭଗା ସମଲେଇ ମନ୍ଦିର ପରିସରରେ ସ୍ତାପନା ଦିବସ ଓ ସ୍ବାମୀ ଲଖ୍ମଣାନନ୍ଦ ସରସ୍ବତୀକଂ ବଳିଦାନ ଦିବସ ପାଳନ କରାଯାଇଛି।ସ୍ବାମୀଜୀ ଙ୍କ ଫଟୋ ଚିତ୍ରରେ ପୁଷ୍ଫମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଦାଜଂଲୀ ପ୍ରଦାନ କରା ଯାଇଥିଲା। ଆଜି ବିଶ୍ବ ହିନ୍ଦୁପରିଷଦର ପ୍ରତିଷ୍ଠା ଦିବସ ଅବସରରେ ବିଶ୍ବ ହିନ୍ଦୁ ପରିଷଦ ଗୋଡଭଗା ଖଣ୍ଡର କର୍ମ କର୍ତ୍ତା ଚୟନ କରାଯାଇଛି।ଏଥିରେ ସର୍ବସମ୍ମତି କ୍ରମେ […]
ବରଗଡ୨୮/୮(ନବୀନ କୁମାର ଦାଶ):ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ସମେତ ପଶ୍ଚିମ ଓଡ଼ିଶାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୂରଣ ହେବାକୁ ଯାଉଛି।ଖୁବ୍ ଶୀଘ୍ର ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ। ଆଜି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଉପସ୍ଥିତିରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।ମନ୍ତ୍ରୀ କହିଛନ୍ତି ଯେ,୧୩୮ କିଲୋମିଟରର ଏହି ରେଳପଥ ପାଇଁ ୨୯୨୬କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।ସେହିପରି ଏହି ପ୍ରକଳ୍ପ […]
ଭୁବନେଶ୍ୱର(ନି.ପ୍ର): ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ବର ଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା […]
ବରଗଡ଼-୨୮/୮(ନବୀନ ଦାଶ):ବରଗଡ଼ ଜିଲ୍ଲା ଅତାବିରା ବିଜେଡି ସ୍ଥାନୀୟ ବ୍ଳକ ଅଫିସ ଛକରେ ଜନ ଜାଗରଣ ସମାବେଶ ଅନୁଷ୍ଠିତ ହୋଇଯାଇଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭକାର୍ଯ୍ୟ ଆରମ୍ଭ କରିଥିଲେ।ବରିଷ୍ଠ ବିଜେଡି ନେତା ଉର୍କୁଳୁ ସାହୁଙ୍କ ସଭାପତିତ୍ୱ ତଥା ଏନଏସି ବିଜେଡି ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡାଙ୍କ ପରିଚାଳନାରେ ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମଞ୍ଚାସିନ ରହି ବିଜେପି ଦେଇଥିବା ପ୍ରତିଶ୍ରୁତି ସମ୍ପୁର୍ଣ୍ଣ ମିଥ୍ୟା […]


