କାକଟପୁର(ମାନସ ସାମଲ)୧୪/୦୮-ଦେଶ ସ୍ୱାଧିନତା ପ୍ରାପ୍ତିର ୭୯ ବର୍ଷ ପୂର୍ତ୍ତୀ ଅବସରରେ,ସ୍ୱାଧୀନତା ଦିବସ ପାଳନର ଅବ୍ୟବହିତ ପୂର୍ବରୁ, ଦେଶର ସ୍ୱାଧିନତା ସଂଗ୍ରାମୀ ମାନଙ୍କ ସାହାସ ଓ ବଳିଦାନକୁ ସମ୍ମାନ ଜଣାଇବା ପାଇଁ,କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା କାର୍ଯ୍ୟକ୍ରମ ଘରେ ଘରେ ତ୍ରୀରଙ୍ଗା ସଚେତନତା ରାଲି ଆଜି କାକଟପୁର ବ୍ଲକରେ ଅନୁଷ୍ଠିତ ହୋଇଯାଇଛି। ବନ୍ଦେ ମାତରଂର ଭାବନା ପ୍ରତି ସମର୍ପିତ ହୋଇ କାକଟପୁର ମଣ୍ଡଳ ଉନ୍ନୟନ ଅଧିକାରୀ ନାରାୟଣ ଦିକ୍ଷୀତିଙ୍କ […]
ରାଜ୍ୟ
ଭୁବନେଶ୍ଵର(ବାସ୍ତବ କଥା):ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତି ପ୍ରକ୍ରିୟା ଉପରେ ସୁପ୍ରିମକୋର୍ଟ ଅସ୍ଥାୟୀ ରୋକ୍ ଲଗାଇଛନ୍ତି। ଆସନ୍ତା ଅଗଷ୍ଟ ୧୮ ତାରିଖ ପର୍ଯ୍ୟନ୍ତ ଏହି ନିଯୁକ୍ତି ପ୍ରକ୍ରିୟାକୁ ଚୂଡ଼ାନ୍ତ ନକରିବାକୁ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) କୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ବରିଷ୍ଠ ଆଇନଜୀବୀ ପି. ଚିଦାମ୍ବରମ୍ ଓଡ଼ିଶା ଡିଜିପି ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ) ର ଉଲ୍ଲେଖ କରିବା […]
ବାଲେଶ୍ୱର(ବାସ୍ତବକଥା): ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ରାଜ୍ୟସଭା ସାଂସଦ ତଥା କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସାଂସଦ ସ୍ଥାନୀୟ କ୍ଷେତ୍ର ଉନ୍ନୟନ ପାଣ୍ଠି (MPLADS) ଅଧୀନରେ ୩ କୋଟି ୧୦ ଲକ୍ଷ ଟଙ୍କାର ବିଭିନ୍ନ କାର୍ଯ୍ୟ ପାଇଁ ସୁପାରିଶ କରିଛନ୍ତି। ଏହି ସୁପାରିଶ ଅନୁଯାୟୀ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ (SDH) ପାଇଁ ୧ […]
ଭୁବନେଶ୍ୱର(ପ୍ରଶାନ୍ତ ପାଇକରାୟ): ଉତ୍କଳ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଗୁଣବତ୍ତା ଆକଳନ ପ୍ରକୋଷ୍ଠ ପକ୍ଷରୁ ଆୟୋଜିତ ‘ରିରାଇଟିଂ ଉତ୍କଳ: ସ୍କ୍ରିପ୍ଟିଂ ଏ ନ୍ୟୁ ଗ୍ରାମାର୍ ଫର୍ ଦି ୟୁନିଭରସିଟି’ ଶୀର୍ଷକ ଏକ ଦିବସୀୟ କର୍ମଶାଳାରେ ‘ହ୍ୱାଇଟ୍ ପେପର୍ ୨୦୨୬’ ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଏକାଡେମିକ୍ ଅଡିଟ୍ ରିପୋର୍ଟ ଏବଂ ଓଏସଡି ରିପୋର୍ଟ ମଧ୍ୟ ପ୍ରକାଶ ପାଇଛି। ଶ୍ୱେତପତ୍ରର ଦୃଷ୍ଟିକୋଣ ଓ ପ୍ରମୁଖ ବିଷୟବସ୍ତୁ ଉପରେ ଆଧାରିତ ଏକ […]
ଭୁବନେଶ୍ୱର(ପ୍ରଶାନ୍ତ ପାଇକରାୟ): ‘ଟାଇମପାସ’ ପ୍ରକାଶନ ସଂସ୍ଥା ପକ୍ଷରୁ ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ପଞ୍ଚମ ‘ବହିବର୍ଷା’ରେ ଲୋକାର୍ପିତ ହୋଇଯାଇଛି ତେରଟି ନୂତନ ପୁସ୍ତକ। ବର୍ଷଣମୁଖର ସଂଧ୍ୟାରେ ଅନୁଷ୍ଠିତ ଏହି ମାରାଥନ୍ ପୁସ୍ତକ ଲୋକାର୍ପଣ ଉତ୍ସବକୁ ଶଙ୍ଖହୁଳହୁଳି ନାଦରେ ନଡ଼ିଆ ଭାଙ୍ଗି ଉଦ୍ଘାଟନ କରିଥିଲେ ଦୀର୍ଘ ଚାଳିଶ ବର୍ଷ ଧରି ହିମାଳୟ ଗିରିଶୃଙ୍ଗରେ ଟ୍ରେକିଂ କରିଥିବା ସମ୍ବଲପୁରର ବରିଷ୍ଠ ଲେଖକ ଧ୍ରୁବପ୍ରସାଦ ପଣ୍ଡା। କବିତା ବିଭାଗରେ ଡ. ପ୍ରସନ୍ନ କୁମାର ମହାନ୍ତିଙ୍କ […]
ଭୁବନେଶ୍ୱର(ପ୍ରଶାନ୍ତ ପାଇକରାୟ): ରାଜଧାନୀ ଭୁବନେଶ୍ୱରଠାରେ ଆସନ୍ତା ଅଗଷ୍ଟ ୧୪ ରୁ ୨୦ ତାରିଖ ପର୍ଯ୍ୟନ୍ତ ଶ୍ରୀ ଲିଙ୍ଗରାଜ ମନ୍ଦିର ନିକଟସ୍ଥ “ଲିଙ୍ଗରାଜ ଭଜନ ମଣ୍ଡପ”ଠାରେ ଅନୁଷ୍ଠିତ ହେବାକୁ ଯାଉଛି “ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ୩୨ ବେଶ ପ୍ରଦର୍ଶନୀ”। ଏହା ସହିତ ଦୃଷ୍ଟିବାଧିତ ପିଲାମାନଙ୍କ ଦ୍ୱାରା ଭଜନ ସନ୍ଧ୍ୟା, କଥାମୃତ, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଜଗନ୍ନାଥ ପ୍ରେମୀମାନଙ୍କୁ ସମ୍ବର୍ଦ୍ଧନା କରାଯିବାର କାର୍ଯ୍ୟକ୍ରମ ରହିଛି।ଓଡ଼ିଶା ସର୍ଭିସ ସେଣ୍ଟର ଫର ଦି ଦିବ୍ୟାଙ୍ଗ ପିପୁଲସ’, […]
କଟକ(ସଂଜୟ ଶତପଥୀ): ରବିବାର କଟକ ମର୍କତ ନଗରର କୃଷକ ବଜାର ସ୍ଥିତ କଟକ ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ଠାରେ ଜିଲ୍ଲା ଅବକାରୀ ସିପାହୀ ସଂଘ ର ଦ୍ୱିବାର୍ଷିକ ସାଧାରଣ ସଭା ଓ କାର୍ଯ୍ୟ ନିର୍ବାହୀ ପରିଷଦ ର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇ ଯାଇଅଛି। ଏହି ନିର୍ବାଚନ ରେ କଟକ,କେନ୍ଦ୍ରାପଡ଼ା ଏବଂ ଯାଜପୁର ଜିଲ୍ଲା ର ସମସ୍ତ ଅବକାରୀ ବିଭାଗର କାର୍ଯ୍ୟରତ ସିପାହୀ ମାନେ ଅଂଶ ଗ୍ରହଣ କରିଥିଲେ।ଏହି ନିର୍ବାଚନ […]
୨୫୦ କିମି ପରିଧିରେ ବାତ୍ୟା, ବଜ୍ରପାତ ଓ ପ୍ରବଳ ବର୍ଷାର ମିଳିବ ଆଗୁଆ ସୂଚନା ବାଲେଶ୍ୱର(କୃଷ୍ଣ କୁମାର ମହାନ୍ତି): ଉତ୍ତର ଓଡ଼ିଶାର ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ବାଲେଶ୍ୱରରେ ନିର୍ମାଣାଧୀନ ଅତ୍ୟାଧୁନିକ ଡପଲର ରାଡାର ଷ୍ଟେସନ ଏବେ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଜିଲ୍ଲା ସଦର ବ୍ଲକର ହିଡିଗାଁ ଅଞ୍ଚଳରେ ନିର୍ମିତ ଚାରି ମହଲା ବିଶିଷ୍ଟ ରାଡାର ଭବନରେ ରାଡାର ସ୍ଥାପନ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ […]
JEE, NEET ଓ ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ଉପରେ ଗୁରୁତ୍ୱ.. କେନ୍ଦ୍ରାପଡ଼ା(ଚତୁର୍ଭୁଜଦାଶ)ଅଗଷ୍ଟ ୯: ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ଓ ଭବିଷ୍ୟତରେ ବିଭିନ୍ନ ପ୍ରତିଯୋଗିତାମୂଳକ ତଥା ନିଯୁକ୍ତି ପରୀକ୍ଷାରେ ସଫଳତା ପାଇଁ ସେମାନଙ୍କୁ ଉତ୍ସାହିତ ଓ ମାର୍ଗଦର୍ଶନ କରିବା ଉଦ୍ଦେଶ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ରଘୁରାମ ଆୟର କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର କ୍ଲାସ୍ ନେଇଥିଲେ। ଏହି ଅବସରରେ ଜିଲ୍ଲାପାଳ ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଆଲୋଚନା କରି […]
ଭୁବନେଶ୍ବର(ବାସ୍ତବ କଥା): UPI ପେମେଣ୍ଟ ଉପରେ ଶୁଳ୍କ ଲାଗିବା ଖବରକୁ ନେଇ PCIର ସ୍ପଷ୍ଟୀକରଣ-ଗ୍ରାହକଙ୍କ ପାଇଁ UPI ମାଗଣା ରହିବ କହିଲା ପେମେଣ୍ଟ କାଉନସିଲ୍ ଅଫ୍ ଇଣ୍ଡିଆ-‘ଗ୍ରାହକ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ଠାରୁ କୌଣସି ଶୁଳ୍କ ନିଆଯିବ ନାହିଁ’-ସାଇବର ସୁରକ୍ଷା ଓ ଠକେଇ ରୋକିବାକୁ UPIରେ ନିବେଶ କରୁଛି RBI-‘ଏହାର ଅର୍ଥ ନୁହେଁ ଯେ ଡିଜିଟାଲ ପେମେଣ୍ଟ ଉପରେ ଗ୍ରାହକ ଶୁଳ୍କ ଦେବେ।


