ସଂଜୟ ଶତପଥୀ(କଟକ): ଭାରତବର୍ଷରେ ସୁନା,ରୂପା ତଥା ଚାନ୍ଦି ଗହଣା ର ତାରକସୀ କାର୍ଯ୍ୟରେ ଦକ୍ଷତା ରଖିଥିବା ତଥା ବିଶେଷ କରି ସର୍ବଶ୍ରେଷ୍ଠ ମାନ୍ୟତା ପାଇଥିବା ଓଡ଼ିଶା ରାଜ୍ୟ ର କଟକ ସହରରେ ଥିବା “ଜାଡେ ହଲ୍” ପରିସରରେ ଓଡ଼ିଶା ର ସମସ୍ତ ଜୁଏଲାରୀ ବ୍ୟବସା଼ୟୀକ ଅନୁଷ୍ଠାନ ର ମିଳିତ ସଂଘ ଓଡ଼ିଶା ଜୁଏଲାରୀ ଆସୋସିଏସନ୍ ର ଚଳିତ ବର୍ଷ ୨୦୨୪ ଲାଗି ନିର୍ବାଚନ ଅନୁଷ୍ଠିତ ହୋଇଯିବା ସହ ନିର୍ବାଚନ ର […]
ରାଜ୍ୟ
ବରଗଡ୩/୧୨(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଉଚ୍ଚ ବିଦ୍ୟାଳୟ ଠାରେ ଅତାବିରା ଗୋଷ୍ଠୀ ଶିକ୍ଷା ପରିବାର ତରଫରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ-୨୦୨୪ ଅନୁଷ୍ଠିତ ହୋଇ ଯାଇଛି।ଉଦଘାଟନୀ ସମାରୋହରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମିଶ୍ରାଣୀ କୁମ୍ଭାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ,ତପନ କୁମାର ଦାସ ଏବଂ ପ୍ରଧାନ ଶିକ୍ଷକ ମନୋଜ ହରିପାଲ ମଞ୍ଚାସିନ ଥିଲେ।ଧନ୍ୟବାଦ୍ ଅର୍ପଣ କରିଥିଲେ ସି.ଆର.ସି.ସି ରଞ୍ଜନ ବାଗ । […]
ବରଗଡ଼୩/୧୨(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ସ୍ଥିତ ଲରମ୍ଭା କଲେଜ ଠାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କଲେଜ ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇ ଆନୁଷ୍ଠାନିକ ଭାବରେ ଶିବିରକୁ ଉଦ ଘାଟନ କରିଥିବା ବେଳେ କଲେଜର ବରିଷ୍ଠ ଅଧ୍ୟାପକ ବୃନ୍ଦ ‘ରକ୍ତ ଦାନ ମହାନ ଦାନ’ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ବକ୍ତବ୍ଯ ପ୍ରଦାନ କରି ରକ୍ତଦାନ କରିବାକୁ ଉତ୍ସାହିତ କରିଥିଲେ।ଚଳିତ ବର୍ଷ […]
ବାସ୍ତବ ବ୍ୟୁରୋ: ଆସନ୍ତା ୪ ତାରିଖରେ ପୁରୀ ବ୍ଲୁ ଫ୍ଲାଗ ବିଚରେ ପାଳନ ହେବ ନୌସେନା ଉତ୍ସବ। ଆଉ ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି । ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି […]
କଟକ(ସଂଜୟ ଶତପଥୀ):ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ଅନ୍ତର୍ଭୁକ୍ତ ଯସପଡା, ୪୨ମୌଜା, ବେଲେଶ୍ୱର ଓ ନୂଆବଜାର ଜୋନ ପକ୍ଷରୁ ପ୍ରତିକୂଳ ପାଗ ସତ୍ତ୍ୱେ ବହୁ ପେନସନଧାରୀ ଏକାଠି ହୋଇ ବିଡ଼ିଓ ଙ୍କ ଅନୁ ପସ୍ଥିତିରେ ବ୍ଲକର ଅର୍ଥ ଅଧିକାରୀଙ୍କୁ ଚିକିତ୍ସା ଭତ୍ତା ସହ ଅନ୍ୟ ଆଠ ଦଫା ଦାବିଉପରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦିଆଯାଇଛି। ଏହା ପ୍ରଫୁଲ କୁମାର ନାୟକ,ସୁବୋଧ କୁମାର ମହାନ୍ତି, ପ୍ରେମାନନ୍ଦ ଜେନା ଓ ବିଜୟ କୁମାର […]
କଟକ(ସଂଜୟ ଶତପଥୀ): ଚାଷୀଙ୍କ ହୋସ୍ ଉଡାଇଛି ଲଘୁଚାପଜନିତବର୍ଷା।କଟକ ଜିଲ୍ଲାର ପ୍ରାୟ ସବୁ ବ୍ଲକରେ ଶୁକ୍ରବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହି ପୂର୍ବାହ୍ନ ୧୦ଟାରୁ ବର୍ଷା ଆରମ୍ଭ ହୋଇଥିଲା। ଏବେ ଧାନ ଅମଳ ସମୟ ହୋଇଥିବାରୁ ଚାଷୀ ବିଲରେ କେଉଁଠି କଳେଇ ପକେଇଛି ତ କେଉଁଠି ଖଳାରେ ଧାନ ଗଦା କରିଛି । ବର୍ଷାରେ ଧାନ ଗଦା, କଳେଇ, ବେଙ୍ଗଳା ଭିଜି ବର୍ଷକର ଫସଲ ଉଜୁଡ଼ିଯିବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ […]
ବାସ୍ତବ ବ୍ୟୁରୋ: ବାତ୍ୟା ‘ଫେଙ୍ଗଲ’ ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ହେଉଛି। ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି। ଆସନ୍ତାକାଲି କାଲି ତାମିଲନାଡୁ-ଆନ୍ଧ୍ର ମଝିରେ ଲ୍ୟାଣ୍ଡଫଲ୍ କରିବ ‘ଫେଙ୍ଗଲ’। ଏହା ପ୍ରଭାବରେ ତାମିଲନାଡୁ-ଆନ୍ଧ୍ରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ‘ଫେଙ୍ଗଲ’ ପ୍ରଭାବ ଓଡ଼ିଶା ଉପରେ ବିଶେଷ […]
ବାସ୍ତବ ବ୍ୟୁରୋ: ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ । ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତାକାଲିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସାଥିରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ତେଣୁ ଡିଜିପି ଓ ଆଇଜି ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । […]
ଜୟନ୍ତ ଶତପଥୀ(କେନ୍ଦ୍ରାପଡା):୨୮/୧୧/୨୦୨୪- କେନ୍ଦ୍ରୀୟ ଟ୍ରେଡ ୟୁନିୟନ ସମୂହ ଏବଂ ସଂଯୁକ୍ତ କିଶାନ ମୋର୍ଚ୍ଚା ଓ ସ୍ୱାଧୀନ ଫେଡରେସନ ସମୂହର ମିଳିତ ମଞ୍ଚ କେନ୍ଦ୍ରାପଡା ଜିଲ୍ଲା ପକ୍ଷରୁ ୧୨ ଦଫା ଦାବି ନେଇ ସର୍ବଭାରତୀୟ ଡ଼ାକରାରେ ମଙ୍ଗଳବାର ଦିନ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଅଫିସି ସମ୍ମୁଖରେ ଚେତାବନୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ଫସଲ ପାଇଁ ଆଇନଗତ ଭାବେ ସୁନିଶ୍ଚିତ କ୍ରୟ ବ୍ୟବସ୍ଥା ସହ ସମସ୍ତ ଫସଲ ପାଇଁ ସି-୨ ଯୁକ୍ତ ଏହାର […]
ବାସ୍ତବ ବ୍ୟୁରୋ: ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ହିତାଧିକାରୀ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ପଞ୍ଜିକରଣ କରିଥିବା ସମସ୍ତ ଯୋଗ୍ୟ ହିତାଧିକାରୀ ଠିକ୍ ସମୟରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କଗୁଡିକରେ ଭିଡ଼ […]


