ବାସ୍ତବ ବ୍ୟୁରୋ: ଓଡ଼ିଶାରେ ପ୍ରଥମ ଥର ହେବାକୁ ଥିବାହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।  ଆଇନ ମନ୍ତ୍ରୀ କହିଛନ୍ତି ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ୨୯ ତାରିଖରେ ଓଡ଼ିଶା ଆସିବେ । ସେ ୩୦ ଓ […]

ବାସ୍ତବ ବ୍ୟୁରୋ: ଦିଲ୍ଲୀରେ ଜବାହରଲାଲ ନେହରୁ ଷ୍ଟାଡିୟମରେ ଓଡ଼ିଆ ସମାଜ ଦ୍ବାରା ଆୟୋଜିତ ଓଡ଼ିଶା ପର୍ବରେ ସାମିଲ ହେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସାଧାରଣ ଜନତାଙ୍କୁ ସମ୍ବୋଧିତ କରି କହିଛନ୍ତି, “ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା […]

ବାସ୍ତବ ବ୍ୟୁରୋ: ଆସନ୍ତା ମାସ ୩ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ରୁ ୭ ତାରିଖ ଯାଏ ସେ ଓଡ଼ିଶା ଗସ୍ତରେ ରହିବେ। ୪ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେଭି ଡେ କାର୍ଯ୍ୟକ୍ରମରେ ଯୋଗ ଦେବେ। ୫ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବର କୋର୍ଟର ନୂଆ ବିଲ୍ଡିଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଭାରତର ରାଷ୍ଟ୍ରପତି ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର […]

ସଂଜୟ ଶତପଥୀ(କଟକ): ବହୁ ଦିନର ପ୍ରତିକ୍ଷା ର ଅନ୍ତ ଘଟିବା ସହ ଓଡ଼ିଶା ପୋଲିସ୍ ହାବିଲଦାର, ସିପାହୀ ଓ କନେଷ୍ଟବଳ ମହାସଂଘ ର କର୍ମକର୍ତ୍ତା ନିର୍ବାଚନ-୨୦୨୪ ଅନୁଷ୍ଠିତ ହୋଇଛି। ଆଜି କଟକ ର ଓଡ଼ିଶା ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଏହି ନିର୍ବାଚନର ଫଳାଫଳ ଘୋଷଣା ହୋଇଯାଇଛି। ଗତକାଲି ଶାନ୍ତି ଶୃଙ୍ଖଳା ର ସହ ଏହି ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବା ପରେ ଭୋଟବାକ୍ସକୁ ବାଟାଲିୟନ ପରିସରରେ କଡା […]

ସଂଜୟଶତପଥୀ(କଟକ): ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା କାରଣରୁ ଦୀର୍ଘଦିନ ଧରି ସେ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ନିମୋନିଆ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ହୋଇଥିଲେ। ଡାକ୍ତରଙ୍କ ଆପ୍ରାଣ […]

ସଂଜୟ ଶତପଥୀ(କଟକ): ପ୍ରାୟତଃ ସମସ୍ତ କାରାଗାରରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଥୂଲା ବେଳେ ଅଧିକାଂଶ କ୍ଷେତ୍ରରେ କାରାଗାରରେ ରହୁଥୂବା ଅପରାଧୀ ଅନ୍ତେବାସୀମାନେ ମାନସିକ ଚାପରେ ରହୁଥୂବା କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି। ଯାହା କି ବର୍ତ୍ତମାନ ସ୍ଥିତିରେ ଏକ ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହି ପରିସ୍ଥିତି କୁ ସୁଧାରିବା ଲାଗି ରୋଟାରୀ କ୍ଲବ ଅଫ୍ କଟକ ମହାନଦୀ ପକ୍ଷରୁ ଏକ ସ୍ବତନ୍ତ୍ର “ମାନସିକ ସ୍ଵାସ୍ଥ୍ୟ ସଚେତନତା […]

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଶୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, ଆଜିର ଶିଶୁ କାଲିର ଭବିଷ୍ୟତ । ସମାଜର ବିକାଶ ପାଇଁ ଶିଶୁମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ଅପରିହାର୍ଯ୍ୟ। ଶିଶୁମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଏବଂ ଅସୁମାରୀ ସୁଯୋଗ ସୃଷ୍ଟି କରିବା ଦିଗରେ ସମସ୍ତେ ଏକ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ […]

ବାସ୍ତବ ବ୍ୟୁରୋ: ଆସନ୍ତା ଫେବୃଆରୀ ୨୧ ତାରିଖ ଠାରୁ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ଦ୍ବାରା ପରିଚାଳିତ ମାଟ୍ରିକ୍‌ପରୀକ୍ଷା-୨୦୨୫ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ଏହି ସୂଚନା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଦିଆଯାଇଛି। ସୂଚନାନୁଯାୟୀ, ମାଟ୍ରିକ୍‌ ପରୀକ୍ଷା-୨୦୨୫ ଆସନ୍ତା ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ହେବ। ୨୪ ତାରିଖରେ ଇଂରାଜୀ, ୨୭ ତାରିଖରେ […]

ସଂଜୟ ଶତପଥୀ(କଟକ): ଆଜି କଟକ ଓ.ଏମ୍.ପି ଛକ ସ୍ଥିତ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ପ୍ରତିଷ୍ଠିତ ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ମନ୍ଦିର ପ୍ରାଙ୍ଗଣରେ ପ୍ରତିବର୍ଷ ପରି ସମଗ୍ର ବିଶ୍ୱର କଲ୍ୟାଣାର୍ଥେ ତ୍ରୀଦିବସୀୟ ବିଶ୍ଵଶାନ୍ତି ମହାଯଜ୍ଞ -୨୦୨୪ ର ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ର ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ସପତ୍ନୀକ ଏବଂ ବାଟାଲିୟନର ସମସ୍ତ ଅଧିକାରୀ ଓ […]

ସଂଜୟ ଶତପଥୀ(କଟକ): ଓଡ଼ିଶା ପୋଲିସ୍ ବିଭାଗ ପକ୍ଷରୁ ସପ୍ତଦିବସୀୟ ରାଜ୍ୟସ୍ତରୀୟ ଫୁଟବଲ୍ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ କଟକର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଭବ୍ୟ ଉଦଯାପନ ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ୍ ବିଭାଗ ର ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର […]

Pin It on Pinterest