ବାସ୍ତବ ବ୍ୟୁରୋ: ଆସନ୍ତା ମାସ ୩ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ରୁ ୭ ତାରିଖ ଯାଏ ସେ ଓଡ଼ିଶା ଗସ୍ତରେ ରହିବେ। ୪ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେଭି ଡେ କାର୍ଯ୍ୟକ୍ରମରେ ଯୋଗ ଦେବେ। ୫ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବର କୋର୍ଟର ନୂଆ ବିଲ୍ଡିଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଭାରତର ରାଷ୍ଟ୍ରପତି ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର […]
ରାଜ୍ୟ
ସଂଜୟ ଶତପଥୀ(କଟକ): ବହୁ ଦିନର ପ୍ରତିକ୍ଷା ର ଅନ୍ତ ଘଟିବା ସହ ଓଡ଼ିଶା ପୋଲିସ୍ ହାବିଲଦାର, ସିପାହୀ ଓ କନେଷ୍ଟବଳ ମହାସଂଘ ର କର୍ମକର୍ତ୍ତା ନିର୍ବାଚନ-୨୦୨୪ ଅନୁଷ୍ଠିତ ହୋଇଛି। ଆଜି କଟକ ର ଓଡ଼ିଶା ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଏହି ନିର୍ବାଚନର ଫଳାଫଳ ଘୋଷଣା ହୋଇଯାଇଛି। ଗତକାଲି ଶାନ୍ତି ଶୃଙ୍ଖଳା ର ସହ ଏହି ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବା ପରେ ଭୋଟବାକ୍ସକୁ ବାଟାଲିୟନ ପରିସରରେ କଡା […]
ସଂଜୟଶତପଥୀ(କଟକ): ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା କାରଣରୁ ଦୀର୍ଘଦିନ ଧରି ସେ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ନିମୋନିଆ, କିଡ୍ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ହୋଇଥିଲେ। ଡାକ୍ତରଙ୍କ ଆପ୍ରାଣ […]
ସଂଜୟ ଶତପଥୀ(କଟକ): ପ୍ରାୟତଃ ସମସ୍ତ କାରାଗାରରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଥୂଲା ବେଳେ ଅଧିକାଂଶ କ୍ଷେତ୍ରରେ କାରାଗାରରେ ରହୁଥୂବା ଅପରାଧୀ ଅନ୍ତେବାସୀମାନେ ମାନସିକ ଚାପରେ ରହୁଥୂବା କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି। ଯାହା କି ବର୍ତ୍ତମାନ ସ୍ଥିତିରେ ଏକ ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହି ପରିସ୍ଥିତି କୁ ସୁଧାରିବା ଲାଗି ରୋଟାରୀ କ୍ଲବ ଅଫ୍ କଟକ ମହାନଦୀ ପକ୍ଷରୁ ଏକ ସ୍ବତନ୍ତ୍ର “ମାନସିକ ସ୍ଵାସ୍ଥ୍ୟ ସଚେତନତା […]
ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଶୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, ଆଜିର ଶିଶୁ କାଲିର ଭବିଷ୍ୟତ । ସମାଜର ବିକାଶ ପାଇଁ ଶିଶୁମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ଅପରିହାର୍ଯ୍ୟ। ଶିଶୁମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଏବଂ ଅସୁମାରୀ ସୁଯୋଗ ସୃଷ୍ଟି କରିବା ଦିଗରେ ସମସ୍ତେ ଏକ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ […]
ବାସ୍ତବ ବ୍ୟୁରୋ: ଆସନ୍ତା ଫେବୃଆରୀ ୨୧ ତାରିଖ ଠାରୁ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ଦ୍ବାରା ପରିଚାଳିତ ମାଟ୍ରିକ୍ପରୀକ୍ଷା-୨୦୨୫ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ଏହି ସୂଚନା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଦିଆଯାଇଛି। ସୂଚନାନୁଯାୟୀ, ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ହେବ। ୨୪ ତାରିଖରେ ଇଂରାଜୀ, ୨୭ ତାରିଖରେ […]
ସଂଜୟ ଶତପଥୀ(କଟକ): ଆଜି କଟକ ଓ.ଏମ୍.ପି ଛକ ସ୍ଥିତ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ପ୍ରତିଷ୍ଠିତ ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ମନ୍ଦିର ପ୍ରାଙ୍ଗଣରେ ପ୍ରତିବର୍ଷ ପରି ସମଗ୍ର ବିଶ୍ୱର କଲ୍ୟାଣାର୍ଥେ ତ୍ରୀଦିବସୀୟ ବିଶ୍ଵଶାନ୍ତି ମହାଯଜ୍ଞ -୨୦୨୪ ର ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ର ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ସପତ୍ନୀକ ଏବଂ ବାଟାଲିୟନର ସମସ୍ତ ଅଧିକାରୀ ଓ […]
ସଂଜୟ ଶତପଥୀ(କଟକ): ଓଡ଼ିଶା ପୋଲିସ୍ ବିଭାଗ ପକ୍ଷରୁ ସପ୍ତଦିବସୀୟ ରାଜ୍ୟସ୍ତରୀୟ ଫୁଟବଲ୍ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ କଟକର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଭବ୍ୟ ଉଦଯାପନ ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ୍ ବିଭାଗ ର ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର […]
ବାସ୍ତବ ବ୍ୟୁରୋ: ଚଳିତ ମାସରେ ଓଡ଼ିଶାର ତିନି ବିଶ୍ୱ ବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଉତ୍କଳ ବିଶ୍ୱ ବିଦ୍ୟାଳୟ, ରମାଦେବୀ ଦେବୀ ବିଶ୍ୱ ବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସରିବ କାର୍ଯ୍ୟକାଳ । ଓଡ଼ିଶା ୟୁନିଭରସିଟି ଆକ୍ଟ ୧୯୮୯ ଅନୁଯାୟୀ କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିବା ପାଇଁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଦ୍ୱାରା ଉଚ୍ଚ ଶିକ୍ଷା ବିଭଗ ସଚିବଙ୍କୁ ଚିଠି କରାଯାଇଛି […]
ବରଗଡ଼୧୦/୧୧(ନବୀନ କୁମାର ଦାଶ):ନିଶା ମୁକ୍ତ ଯୁବ ଅଭିଯାନ ଅବସରରେ ବରଗଡ଼ ଜିଲ୍ଲା ଅମ୍ବା ଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ରେ ସାମୂହିକ ଶପଥ ପାଠ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଏହି ଶପଥ ପାଠ କରାଇ ଥିବାବେଳେ କ୍ରୀଡ଼ା ଶିକ୍ଷକ ଜ୍ୟୋତିଶ୍ଚନ୍ଦ୍ର ପଧାନ,ଈଶ୍ୱର ପଧାନ, ତେଜରାମ ସା,ଆଶୁତୋଷ ଭୋଇ, […]


