ଭୁବନେଶ୍ବର(ନି.ପ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪ରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ […]

ଭୁବନେଶ୍ବର(ଗୌତମ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ ।ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଥିଲେ। ଓସ୍ବାସ ଜରିଆରେ ଫାଇଲ କାମ କରିଥିଲେ।ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ […]

ଭୁବନେଶ୍ୱର(ଗୌତମ ମିଶ୍ର ):ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ପ୍ରଦାନ କରାଯାଉଥିବା ଆଉ ପାଞ୍ଚଗୋଟି ସେବାକୁ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ, ୨୦୧୨ରେ ଅନ୍ତର୍ଭୁକ୍ତ କରିବେ। ଏହା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହା ପୂର୍ବରୁ ଗୃହ ଓ ନଗର ଉନ୍ନୟନ ବିଭାଗର ୨୬ଟି ସେବା ଏହି ଅଧିନିୟମ ଅନ୍ତର୍ଭୁକ୍ତ ହୋଇଛି ।ନୂତନ ଭାବେ ସାମିଲ ହେବାକୁ ଥିବା ଆଉ […]

ଭୁବନେଶ୍ୱର ୦୪/୦୭(ଗୌତମ ମିଶ୍ର ): ସଂସଦରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟର ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ହୋଇଥିବା ବିକ୍ଷୋଭକୁ ନେଇ ଅଭାବନୀୟ ସ୍ଥିତି ଦେଖାଗଲା ପରେ ଜୟପୁର ବିଧାୟକ ଚେତାବନୀ ଦେଇଛନ୍ତି। ଏହି ଘଟଣାରେ ଆକ୍ରମଣକାରୀଙ୍କୁ ୭୨ ଘଣ୍ଟା ମଧ୍ୟରେ ଗିରଫ କରାନଗଲେ ସାରା ରାଜ୍ୟରେ କଂଗ୍ରେସ ଆନ୍ଦୋଳନ କରିବ ବୋଲି ସେ କହିଛନ୍ତି।ଆବଶ୍ୟକ ପଡ଼ିଲେ ୨୦ ହଜାର ଯୁବ ଛାତ୍ରଙ୍କ […]

ଭୁବନେଶ୍ବର, ୩।୭(ନି.ପ୍ର):ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଭୁବନେଶ୍ୱରର ବିଭିନ୍ନ ପ୍ରମୁଖ ପାର୍କ ଓ ଉଦ୍ୟାନ ପରିଦର୍ଶନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଉପାଧ୍ୟକ୍ଷ ବଲୱନ୍ତ ସିଂହ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ମନ୍ତ୍ରୀ ଆନନ୍ଦବନ, ଘାଟିକିଆସ୍ଥିତ ରାଜ୍ୟ ସିଲଭିକଲ୍ଚର ଗାର୍ଡେନ୍, କଳିଙ୍ଗ ନଗରର ଡ. ଏପିଜେ ଅବଦୁଲ କଲାମ ପାର୍କ ଏବଂ କଳିଙ୍ଗ ନଗରର କେ-୭ରେ ଥିବା ୱେଷ୍ଟ […]

ଭୁବନେଶ୍ୱର ୦୩/୦୭(ଗୌତମ ମିଶ୍ର):ଓଡ଼ିଆ ସରକାରୀ ଅଫିସରଙ୍କୁ ଲୁଟିଥିବା ୫ ଠକଙ୍କ ନାଁରେ ସମଗ୍ର ଦେଶରେ ରହିଛି ୩୧୩ ମାମଲା। ସେମାନେ ୨୪ଟି ରାଜ୍ୟରେ ୨୫ କୋଟିରୁ ଅଧିକ ଟଙ୍କା ଠକିଛନ୍ତି। ଏହି ସଂଖ୍ୟା ଆହୁରି ବଢ଼ିବାର ସମ୍ଭାବନା ରହିଛି। ଆହୁରି ଅନେକ ରାଜ୍ୟର ପୁଲିସ୍ ମାମଲାରେ ତଦନ୍ତ କରିବା ପାଇଁ ସହଯୋଗ ଲୋଡ଼ିଛନ୍ତି। ଏନେଇ ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।ଗତ ୧୮ ତାରିଖରେ ଭୁବନେଶ୍ୱର କମିଶନରେଟ୍ ପୁଲିସ୍ […]

ଭୁବନେଶ୍ବର(ନି.ପ୍ର): ଆଜି ରଥଯାତ୍ରାର ମୁଖ୍ୟମନ୍ତ୍ରୀଙ୍କ ବୈଠକ ସମୀକ୍ଷା ପରେ, ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ସୂଚନା‘୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ ରହିବେ’‘୧୯ ଏସ୍‌ପି ପାହ୍ୟାର, ଡିଏସ୍‌ପି ପାହ୍ୟାର ୭୫ ଜଣ ମୁତୟନ ହେବେ”୧୩୦ ଇନ୍ସପେକ୍ଟର, ୬୭୫ ଏଏସ୍‌ଆଇ ସୁରକ୍ଷା ଦାୟିତ୍ବରେ ରହିବେ”୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି’ ।ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ- ଡିଜିପି‘ସୋସିଆଲ ମିଡିଆରେ […]

ଭୁବନେଶ୍ୱର(ନି.ପ): ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତାଟଙ୍କା। ଏନେଇ ଘୋଷଣା କରିଛନ୍ତି ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।ତେବେ କେଉଁ ବର୍ଗର ଭତ୍ତା ବଢାଯିବ ସେନେଇ କୌଣସି ନିର୍ଦ୍ଦଷ୍ଟ ସୂଚନା ମିଳିନାହିଁ । ତେବେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନାଦେଇଛନ୍ତି ମନ୍ତ୍ରୀ। ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି । ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ […]

ପୁରୀ(ନି.ପ୍ର): ଆଜି ପୁରୀଠାରେ ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗଦେଇ,ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏଥିସହ ରଥଯାତ୍ରାର ସଫଳତା ପାଇଁ ଲୋଡିଲେ ସମସ୍ତଙ୍କ ସହଯୋଗ । ପୁରୀରେ ସମୀକ୍ଷା ବୈଠକରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନ ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚଳିତଥର ରଥଯାତ୍ରା ୨ ଦିନ […]

ଭୁବନେଶ୍ୱର(ଗୌତମ ମିଶ୍ର ): ଦେଶରେ ଲାଗୁ ହୋଇଛି ତିନି ନୂଆ ଆଇନ ଭାରତୀୟ ନ୍ୟାୟ ସଂହିତା(ବିଏନଏସ), ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ(ବିଏସଏ) ଲାଗୁ ହୋଇଯାଇଛି । ଲାଗୁ ହେଉ ହେଉ ଦିଲ୍ଲୀରେ ଏନେଇ ପ୍ରଥମ ମାମଲା ରୁଜ୍ଜୁ ହୋଇଥିବା ବେଳେ ଭୁବନେଶ୍ବରରେ ମଧ୍ୟ ଏହାକୁ ଆଧାର କରି ପ୍ରଥମ ମାମଲା ରୁଜ୍ଜୁ ହୋଇଛି ।ଭୁବନେଶ୍ବର ଲକ୍ଷ୍ମୀସାଗର ଥାନାରେ ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ ମାମଲା […]

Pin It on Pinterest