ବରଗଡ଼୧୦/୧୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅମ୍ବାଭୋନା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ଯାଳୟରେ ବିଦ୍ୟାଳୟ ସ୍ତରୀୟ ଶିଶୁ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁଧାମୟ ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ସଭାପତିତ୍ବରେ ଅନୁଷ୍ଠିତ ବିଜ୍ଞାନ ମେଳା ରେ ମୁଖ୍ୟ ଅତିଥି ଭାବରେ ଭୁକ୍ତା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଶୁଭ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବରେ […]

ବରଗଡ଼୯/୧୧(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ପପଙ୍ଗା ପଞ୍ଚାୟତ ର ବଡ଼ ପିପିଲିପାଲି “ଆନନ୍ଦ ସେବା ସଦନ” ବୃଦ୍ଧାଶ୍ରମ ଠାରେ ଗୋଷ୍ଟାଷ୍ଟମୀ ଉପଲକ୍ଷେ ଏକ ଦିବସୀୟ ନାମଯଜ୍ଞ ଓ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ କର୍ତ୍ତା ଭାବରେ ପ୍ରଫୁଲ୍ଲ କୁମାର ମହାପାତ୍ର ଓ ଧର୍ମପତ୍ନୀ ଅନୀତା ମହାପାତ୍ର ଦାଇତ୍ବ ତୁଲାଇ ଥିବାବେଳେ ପରିଚାଳନା ଦାୟିତ୍ୱରେ ଆନନ୍ଦ ସେବା ସଦନ ଅନାଥାଶ୍ରମର ମୁଖ୍ୟ ଆନନ୍ଦ […]

ବରଗଡ଼(ନବୀନ କୁମାର ଦାଶ):ପଞ୍ଚାୟତ ମହାବିଦ୍ୟାଳୟ ବରଗଡ଼ ରେ ପଶ୍ଚିମ ଓଡିଶା ଇତିହାସ ସମ୍ମେଳନ’ର ଦ୍ବିତୀୟ ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ଇତିହାସ ବିଭାଗ ଦ୍ୱାରା ଆୟୋଜିତ ଉକ୍ତ ସମ୍ମେଳନର ଉଦଘାଟନୀ ସଭାରେ ସଂଯୋଜକ ତଥା ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡକ୍ଟର ନକୁଳ ସେଠ୍ ସ୍ବାଗତ ଭାଷଣ ପ୍ରଦାନ ଓ ସଭା ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ସହକାରୀ ପ୍ରଫେସର ଡକ୍ଟର ପୁଷ୍ପିତା ରାଣୀ ବେହେରା ଅତିଥି ପରିଚୟ ପ୍ରଦାନ କରିଥିବାବେଳେ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ରେ ଆସିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା । ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା ’ ଟଙ୍କା । ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ ରହିବେ ।  ଉପମୁଖ୍ୟମନ୍ତ୍ରୀ […]

ବାସ୍ତବ ବ୍ୟୁରୋ: ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଗୃହ ନିର୍ମାଣ ପାଇଁ ମିଳିବ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଟଙ୍କା ଦେବେ ସରକାର। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀମାନେ ଯଦି ପୁରୁଣା ଜମିରେ ନୂଆ କୋଠା ନିର୍ମାଣ କରୁଥିବେ କିମ୍ବା  ନିର୍ମିତ ହୋଇଥିବା କୋଠା […]

ବରଗଡ଼:-୭/୧୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ସମ୍ବଲପୁର-ବରଗଡ଼ ୱେ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ସୁରେନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତା ରେ ମୁଖ୍ୟଅତିଥି ଭାବେ ଏବିଇଓ କାର୍ତ୍ତିକ ବାଗ ଯୋଗ ଦେଇ ଶିଶୁ ବୈଜ୍ଞାନିକ ମାନଙ୍କ ପ୍ରଦର୍ଶିତ ପ୍ରକଳ୍ପ ଗୁଡ଼ିକୁ ବୁଲି ଦେଖିଥିଲେ। ଏହି ଅବସରରେ ଶିଶୁ ବୈଜ୍ଞାନିକ ମାନଙ୍କ ପକ୍ଷରୁ ସିନିୟର୍ ବିଭାଗ ରୁ […]

ବାସ୍ତବବ୍ୟୁରୋ: ବାଚସ୍ପତି ସୁରମା ପାଢ଼ୀଙ୍କ ବିଦେଶ ଗସ୍ତ କାର୍ଯ୍ୟକ୍ରମ ଅବସରରେ,ଦକ୍ଷିଣ କୋରିଆରେ ପହଞ୍ଚିବା ବେଳେ ସେଠାରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ତାଙ୍କୁ ଉଚ୍ଛସିତ ସମ୍ବଦ୍ଧନା ପ୍ରଦାନ କରାଯାଇଥିଲା । ସେଠାରେ ଥିବା ଭାରତର ରାଷ୍ଟ୍ରଦୂତ ଅମିତ କୁମାର ବାଚସ୍ପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ଅବସରରେ ଦୁଇ ଦେଶ ମଧ୍ୟରେ ଥିବା ବନ୍ଧୁତ୍ଵପୂର୍ଣ ସମ୍ପର୍କର ଅବତାରଣା କରିବା ସାଙ୍ଗକୁ ଓଡ଼ିଶା ସହ ଦକ୍ଷିଣ କୋରିଆର ସାମାଜିକ ଓ ସାଂସ୍କୃତିକ ଭାବବିନି […]

ବାସ୍ତବ ବ୍ୟୁରୋ: ନଭେମ୍ବର ୯ ତାରିଖ ସୁଦ୍ଧା ବାଲି ପରିବହନ ସମସ୍ୟା ଓ ଲଘୁ ଖଣିଜ ପରିବହନ ନେଇ ଥିବା ୧୧ ଦଫା ଦାବି ପୂରଣ ନକଲେ ୧୦ ତାରିଖରୁ ବନ୍ଦ ରହିବ ଟ୍ରକ୍ ପରିବହନ । ରାଜ୍ୟ ସରକାରଙ୍କୁ ଏଭଳି କଡ଼ା ଚେତାବନୀ ଦେଇଛି ଲଘୁ ଖଣିଜ ପରିବହନ କରୁଥିବା ମିଳିତ ଟ୍ରକ ମାଲିକ ସଂଘ । ଖୋର୍ଦ୍ଧା ଟ୍ରକ ମାଲିକ ସଂଘ ଆହ୍ବାନ କ୍ରମେ ପାଖାପାଖି ୧୦ […]

ବାସ୍ତବ ବ୍ୟୁରୋ: ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।  ସୂଚନାଯୋଗ୍ୟ, ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍ […]

ବାସ୍ତବ ବ୍ୟୁରୋ: ଦକ୍ଷିଣ ବଙ୍ଗୋପସାଗରରେ ୫ ନଭେମ୍ବରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେଧୀରେ ପଶ୍ଚିମ ଦିଗକୁ ଗତିକରି ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ । ୭ ନଭେମ୍ବରରେ ଅଧିକ ଘନୀଭୂତ ହୋଇ ଏହା ଅବପାତର ରୂପ ନେଇପାରେ । ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ।  ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ନାହିଁ । ଏବେ ପାଗ […]

Pin It on Pinterest