ଭୁବନେଶ୍ୱର ୧/୦୭(ଗୌତମ ମିଶ୍ର):ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପି ଙ୍କ ପ୍ରବେଶକୁ ବାରଣ କରାଯାଇଛି।ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।ଆଇନ ମନ୍ତ୍ରୀ କହିଛନ୍ତି, […]
ରାଜ୍ୟ
ଭୁବନେଶ୍ୱର(ନି.ପ୍ର)୨।୭: ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଥିବାବେଳେ,ଭାଜପା ଏହାର କଡା ଜବାବ ରଖିଛି ।ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଭାଜପାର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ ଢଙ୍ଗରେ ପଢିନି । ମାଗଣା ବିଜୁଳି ପାଇଁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୭୫ ହଜାର ଟଙ୍କାର ସୋଲାର ସିଷ୍ଟମ ଦିଆଯିବ । ସୋଲାର ସିଷ୍ଟମ ଦ୍ୱାରା ମାଗଣା ବିଜୁଳି ବ୍ୟବହାର କରିବା […]
ଭୁବନେଶ୍ୱର(ନି.ପ୍ର): ବିଜେପି ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ମାନେ ନିର୍ବାଚନ ପ୍ରତିଶ୍ରୁତିକୁ ଆଗ ପାଳନ କରାଯିବ ବୋଲି କହୁଛନ୍ତି । ସେହି ଆଧାରରେ ଗତ ୫ ତାରିଖରୁ ଏବେ ପର୍ୟ୍ୟନ୍ତ ମାଗଣା ବିଜୁଳି ନେଇ କେହି ମୁହଁ ଖୋଲିନାହାନ୍ତି । କିନ୍ତୁ ସରକାରଙ୍କୁ ବିଜେଡି ଏ ବାବଦରେ ମନେ ପକାଇ ଦେଉଛି । ନିର୍ବାଚନରେ ଦେଇଥିବା ପ୍ରତିଶ୍ରୁତି ଯେପରି ପାଣିର ଗାର ପାଲଟି ନଯାଉ ବୋଲି କହିଛନ୍ତି […]
ସଂଜୟ ଶତପଥୀ(କଟକ): ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଆଜି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେବା ଲାଗି କଟକ ଗସ୍ତ ରେ ଆସିଥିବା ବେଳେ ପ୍ରଥମେ କଟକର ଆରାଧ୍ୟ ଦେବୀ ମା’କଟକଚଣ୍ଡୀ ଙ୍କ ବିଜେ ପୀଠ ସ୍ଥଳୀ କୁ ଯାଇ ଦର୍ଶନ ପୂର୍ବକ ମା’ଙ୍କର ଆଶ୍ରିବାଦ ଭିକ୍ଷା କରିଥିଲେ। ମାନନୀୟା ବାଚସ୍ପତି କଟକ ମାଆଙ୍କର ବିଜେ ପୀଠ ସ୍ଥଳୀ ଠାରେ ପହଞ୍ଚିବା ପରେ ବରିଷ୍ଠ ବିଜେପି ନେତ୍ରୀ […]
ବାସ୍ତବ ବ୍ୟୁରୋ: ଲଘୁଚାପ ସକ୍ରିୟ ରହିଥିବାରୁ ଆହୁରି ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଲାଙ୍ଗୀର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, […]
ମନୋଜ ମହାନ୍ତି(ବାସ୍ତବ): ଭୂବନେଶ୍ୱର ସ୍ଥିତ ଏକ ଘରୋଇ ହୋଟେଲରେ ଓଡ଼ିଶାର ଅଗ୍ରଣୀ ଖାଦ୍ୟ ଉତ୍ପାଦନକାରୀ ଉଦ୍ୟୋଗ ବିଶ୍ଵେସର ଫୁଡ୍ସ ପ୍ରାଇଭେଟ୍, ଲିମିଟେଡ଼୍ ଆନୁକୁଲ୍ୟରେ ତଥା ଫାର୍ମ-ବି ଦ୍ଵାରା ପ୍ରସ୍ତୁତ ଏକ ନୂଆ ଉତ୍ପାଦ ମିଳୁ ଛତୂଆ ର ବଜାର ପ୍ରବେଶ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଠ ମହିଳା ଉଦ୍ୟୋଗୀ ତଥା ଫାର୍ମ-ବି ର ପ୍ରତିଷ୍ଠାତ୍ରୀ ଓ ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ରଶ୍ମୀ ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି […]
ଭୁବନେଶ୍ୱର ୨୯/୦୬(ନି.ପ୍ର): ଖୋଲୁଛି କିସ୍ ଜମି ଦୁର୍ନୀତି ମାମଲାର ପେଡି ।ଭୁବନେଶ୍ୱର ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇସେନ୍ସ (କିସ୍)ର ଜଙ୍ଗଲ ଜମି ହସ୍ତାନ୍ତର ମାମଲାରେ ରାଜସ୍ବ ବିଭାଗକୁ ସବିଶେଷ ତଥ୍ୟ ମାଗିଲେ ରାଜସ୍ବ ମନ୍ତ୍ରୀ । କହିଲେ ଏହା କେବଳ ବ୍ୟବହାର ପାଇଁ ଅନୁମତି ଦିଆଯାଇଛି । ନିୟମାନୁସାରେ ଏ ଜମି ହସ୍ତାନ୍ତର ହୋଇପାରିବ ନାହିଁ କି ଜମିର କିସମ ମଧ୍ୟ ବଦଳି ପାରିବ ନାହିଁ । […]
ଭୁବନେଶ୍ୱର, ୨୯/୦୬(ଗୌତମ ମିଶ୍ର): ଓଡ଼ିଶା ବିଧାନସଭା ସ୍ୱରୂପ ବଦଳିଛି ଓ କାର୍ଯ୍ୟଧାରାରେ ବ୍ୟାପକ ପରିବର୍ତ୍ତନ ସମ୍ଭବ ହୋଇପାରିଛି । ସମସ୍ତ କାର୍ଯ୍ୟର ଡିଜିଟାଇଜେସନ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଧାନସଭାର କାର୍ଯ୍ୟକୁ କାଗଜବିହୀନ କରିବା ଉପରେ ଗୁରୁତ୍ୱାରୋପ କରାଯାଉଛି । ଏହା ଫଳ ସ୍ୱରୂପ ଜାତୀୟ ଇନ୍ଫର୍ମେଟିକ୍ ସେଣ୍ଟର (ଏନ୍ଆଇସି) ପକ୍ଷରୁ ରାଜ୍ୟ ବିଧାନସଭାରେ ନେଭା ନାମରେ ଇ-ବିଧାନ ପ୍ରକଳ୍ପ ଆରମ୍ଭ ହୋଇଛି । ଓଡ଼ିଶା ବିଧାନସଭା ସିଏସ୍ଆଇ-ଇ-ଗଭର୍ଣ୍ଣାନ୍ସ ଉତ୍କର୍ଷ […]
ନୂଆଦିଲ୍ଲୀ(ନି.ପ୍ର): ରିଲିଜ୍ ହୋଇଛି ପ୍ରଭାସ, ଦୀପିକା ପାଦୁକୋନ, ଅମିତାଭ ବଚ୍ଚନ ଏବଂ କମଲ ହାସନଙ୍କ ଅଭିନିତ ଫିଲ୍ମ, ‘କଲ୍କି ୨୮୯୮ ଏଡି’ ।ରିଲିଜ ହେବାର ପ୍ରଥମ ଦିନରେ ସାରା ବିଶ୍ୱରେ ଅନେକ ରେକର୍ଡ ସୃଷ୍ଟି କରିଛି। ଏଥି ସହିତ, ଏହି ଚଳଚ୍ଚିତ୍ର ୫ ଟି ବଡ ରେକର୍ଡକୁ ମଧ୍ୟ ଭାଙ୍ଗିଦେଇଛି। କଲ୍କି ୨୮୯୮ ଏଡି ପ୍ରଭାସଙ୍କ କ୍ୟାରିୟରରେ ଏକ ସ୍ମରଣୀୟ ଚଳଚ୍ଚିତ୍ର ହୋଇପାରିଛି। ଏହି ଚଳଚ୍ଚିତ୍ରଟି ପ୍ରଭାସଙ୍କ ଚଳଚ୍ଚିତ୍ର କ୍ୟାରିୟରର […]
ସଂଜୟ ଶତପଥୀ(କଟକ): ଓଡ଼ିଶାର ଅନ୍ୟତମ ଭାଇଚାରାର ସହର କଟକରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବା ପରିପ୍ରେକ୍ଷୀରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ମାନନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ (ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି। ଏହି ବୈଠକରେ କଟକ ମହାନଗର ନିଗମ ଅନ୍ତର୍ଗତ ଚାନ୍ଦିନୀଚୌକ, ଦୋଳମୁଣ୍ଡାଇ, ରାଣୀହାଟ ଓ ଯୋବ୍ରା ବଜାର ର ରଥଯାତ୍ରା କମିଟିର ସମସ୍ତ […]


