ବାସ୍ତବ ବ୍ୟୁରୋ: ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି, ଓଡ଼ିଶାର ମୁଖ୍ୟ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ସୂଚନାନୁଯାୟୀ, ରାଜ୍ୟରେ ‘ସୁଭଦ୍ରା’ […]
ରାଜ୍ୟ
ଭୁବନେଶ୍ବର(ନି.ପ୍ର): ବିଜୁ ଜନତାଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଶ୍ରୀମତୀ ଇପ୍ସିତା ସାହୁ ଓ ଶ୍ରୀମତୀ ସୋଫିଆ ଆଲମ ବାଚସ୍ପତିକୁ ଅସମ୍ମାନ ଅଭିଯୋଗକୁ ଖଣ୍ଡନ କରିଛନ୍ତି I ଶ୍ରୀମତୀ ସାହୁ କହିଥିଲେ, ଆଜି ବିଜେପିର ରାଜ୍ୟ ସଭାନେତ୍ରୀ ଐଶର୍ଯା ବିଶ୍ବାଳଙ୍କ ଦ୍ବାରା ବିଧାନସଭରେ ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ବିଧାୟକ ମାନେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବୀ କରିବା ସମୟରେ ବାଚସ୍ପତି […]
ବରଗଡ଼୨୩.୮(ନବୀନ କୁମାର ଦାଶ): ବରଗଡ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜ ଠାରେ ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ଜାତୀୟ ମହାକାଶ ଦିବସ ପାଳିତ ହୋଇ ଯାଇଛି। କଲେଜ ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଲରମ୍ଭା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବିନୟ କୁମାର ନାୟକ, ପ୍ରାଧ୍ୟାପକ ଅଶୋକ କୁମାର ମହାନ୍ତି, ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡା, ଶ୍ରୀ ରବିନ୍ଦ୍ର କୁମାର ନାଏକ ମଂଚାସୀନ […]
ବାସ୍ତବ ବ୍ୟୁରୋ: ଆଜି ରାଜ୍ୟ ସରକାର ସୁଭଦ୍ରା ଯୋଜନାକୁ ନେଇ ଜାରି କରିଛନ୍ତି ଗାଇଡଲାଇନ୍ । ଗାଇଡଲାଇନ୍ ରେ କେଉଁ ବର୍ଗର ଲୋକଙ୍କୁ ଏଥିରେ ସାମିଲ କରାଯିବ ଓ କିଭଳି ସାମିଲ କରାଯିବ ତାହା ଉଲ୍ଲେଖ କରାଯାଇଛି । ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ସମସ୍ତ ଯୋଗ୍ୟ ମହିଳାମାନେ ଏହି ଟଙ୍କା ପାଇପାରିବେ । ପୂର୍ବରୁ ଏହି ଯୋଜନାରେ ୫୦ ହଜାର ଟଙ୍କା ଦେବାକୁ ଘୋଷଣା କରିଥିଲେ […]
ବାସ୍ତବ ବ୍ୟୁରୋ: ଆଜି ମଧ୍ୟ ବିଧାନସଭାରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି ନେଇ ବାଚସ୍ପତି ସୁରମା ପାଢୀଙ୍କ ଆଗରେ ବିଜେଡି ବିଧାୟକ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଛନ୍ତି। ସୂଚନାନୁଯାୟୀ, ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିଜେଡି ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା କରିଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିଜେଡିର ୨ ବିଧାୟକ ମାଧବ ଧଡ଼ା ଓ ରୋମାଞ୍ଚ ବିଶ୍ୱାଳ ପୋଡିୟମ୍ […]
ବାସ୍ତବ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାଣ୍ଡିଂ ଜାରି ହୋଇଛି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉତ୍ତର ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପା ତା ସହ ଝାଡ଼ଖଣ୍ଡ ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ […]
ବାସ୍ତବ ବ୍ୟୁରୋ: ଆସନ୍ତା ଫେବୃଆରୀ ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । କିନ୍ତୁ ଏଥର ବଦଳିବାକୁ ଯାଉଛି +୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ। ଏଣିକି ପାସ୍ […]
ବରଗଡ-୨୦.୮(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ସରଣ୍ଡା ଛକ ଠାରେ ଅସମ୍ପୂର୍ଣ୍ଣ ତଥା ତ୍ରୁଟିପୂର୍ଣ୍ଣ ଚାରି ଥାକିଆ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ସରଣ୍ଡା ଛକ ରୁ ପାଖାପାଖି ୪୦୦ ମିଟର ଦୂର ଝାଉଁଯୋର୍ ନିକଟ ରେ ସମ୍ବଲପୁର-ବରଗଡ ୱେ ରେ ସମ୍ବଲ ପୁର ପଟୁ ବରଗଡ ଅଭିମୁଖେ ଯାଉ ଥିବା ଏକ ଦ୍ରୁତଗାମୀ ବୋଲେ ରୋ ପିକ୍ ଅପ୍ ନଂ-ଓଡି ୧୭ଏଫ୍ ୩୧୪୭ ହଠାତ୍ ବ୍ରେକ […]
ଭୁବନେଶ୍ୱର(ନି.ପ୍ର)୨୦/୦୮/୨୦୨୪: ନିମାପଡା ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନୁଷ୍ଠିତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଭୋଟଥିବାବେଳେ, ଦୁଇ ତୃତୀୟାଂଶ ଭୋଟ ନପଡିବାରୁ ପ୍ରସ୍ତାବଟି ଖାରଜ ହୋଇଯାଇଛି। ତେଣୁ ଅଧ୍ୟକ୍ଷ ପଦରେ ଥିବା ବିଜୁ ଜନତା ଦଳର ସସ୍ମିତା ସାହୁ ପଦ ବଜାୟ ରଖୁବା ନିଶ୍ଚିତ ହୋଇଯାଇଛି। ଅନାସ୍ଥା ପ୍ରସ୍ତାବ କାଟ ଖାଇବା ବିଜୁ ଜନତା ଦଳ ପାଇଁ ଗୋଟିଏ ବଡ଼ ବିଜୟ ବୋଲି ବିବେଚନା କରାଯାଉଥିଲା ବେଳେ ଭାରତୀୟ ଜନତା ପାର୍ଟି, […]


